ନୟାଗଡ଼,୬ା୬(ଲୋକନାଥ ମିଶ୍ର): କୁସୁମୀ ନଦୀରେ ବୁଡ଼ି ଗୁରୁବାର ପୂର୍ବାହ୍ନରେ ଭଉଣୀ ଭାଇଙ୍କ ମୃତ୍ୟୁ ହୋଇଛି। ଏଭଳି ଅଘଟଣ ନୟାଗଡ଼ ଜିଲା ଇଟାମାଟି ଥାନା ବାଉଁଶିଆପଡ଼ା ଗାଁରେ ଘଟିଛି।…
ଭବାନୀପାଟଣା,୬ା୬(ଉତ୍ତମ କୁମାର ଦାଶ)ସରକାର ଦୁର୍ଗମ ଅଞ୍ଚଳରେ ବସବାସ କରୁଥିବା ଲୋକଙ୍କ ସୁବିଧା ପାଇଁ ଅନେକ ଯୋଜନା କରୁଛନ୍ତି। ହେଲେ କଳାହାଣ୍ଡି ଜିଲାର ଅନେକ ଅଞ୍ଚଳରେ ଲୋକଙ୍କ ପାଇଁ…
ଭଞ୍ଜନଗର,୬ା୬ (ବାବୁଲା ପ୍ରଧାନ)ସମଗ୍ର ଦେଶରେ ବୁଧବାର ବିଶ୍ୱ ପରିବେଶ ଦିବସ ପାଳିତ ହୋଇଯାଇଛି। ପରିବେଶ ପ୍ରତି ଯେଉଁଭଳି ବିପତ୍ତି ମାଡ଼ି ଆସୁଛି, ତାହାର ମୁକାବିଲା ପାଇଁ ଆଜିର…
ଢେଙ୍କାନାଳ,୬ା୬(ରତନ ନାୟାର)ଏକଦା କଂଗ୍ରେସର ଦୁର୍ଗ ଥିଲା ଢେଙ୍କାନାଳ ଜିଲା। ୧୯୭୪, ୧୯୭୭, ୧୯୮୦, ୧୯୮୫ ନିର୍ବାଚନରେ ବରିଷ୍ଠ କଂଗ୍ରେସ ନେତ୍ରୀ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ…
ସମ୍ବଲପୁର,୬।୬ (ଭବାନୀ ଶଙ୍କର ଭୋଇ)ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ହସ ଭରା ଚେହେରା ଏବେ ସମ୍ବଲପୁରରେ ଚର୍ଚ୍ଚାର ବିଷୟ ପାଲଟିଛି। ଭାଜପା ପ୍ରାର୍ଥୀ ଜୟନାରାୟଣ ମିଶ୍ର ବିଧାୟକଭାବେ…
ରାୟଗଡ଼ା,୬।୬(ଆଶିଷ ରଞ୍ଜନ ପଣ୍ଡା)ଓଡ଼ିଶାର ୨୧ ଲୋକ ସଭା ଆସନ ମଧ୍ୟରୁ ୨୦ ଆସନରେ ଭାଜପା ବିଜୟୀ ହୋଇଛି। ରାଜ୍ୟ ରାଜନୀତିରେ ବ୍ୟାପକ ପରିବର୍ତ୍ତନ ହୋଇଥିଲେ ମଧ୍ୟ କୋରାପୁଟ…
ଭଦ୍ରକ,୬ା୬(ସନାତନ ରାଉତ)ଚଳିତ ନିର୍ବାଚନରେ ଓଡ଼ିଶାରେ ଅଭୂତପୂର୍ବ ପରିବର୍ତ୍ତନ ହୋଇଛି। ଓଡ଼ିଶାବାସୀ ଦୀର୍ଘବର୍ଷର ଶାସନ କ୍ଷମତାରେ ଥିବା ବିଜେଡିିକୁ ଧରାଶାୟୀ କରି ଭାଜପାକୁ ବହୁମତ ଦେଇଛନ୍ତି। ନିର୍ବାଚନ ପୂର୍ବରୁ…
ପୁରୀ, ୬।୬(ଅଜିତ୍ କୁମାର ମହାନ୍ତି): ଚଳିତ ସାଧାରଣ ନିର୍ବାଚନର ଫଳାଫଳ ପ୍ରକାଶ ପାଇବା ପରେ ବିଜୟୀ ହୋଇଥିବା ଅନେକ ନେତା ବୁଧବାର ପୁରୀ ଆସି ମହାପ୍ରଭୁଙ୍କ ଦର୍ଶନ…
ଖଲ୍ଲିକୋଟ,୫ା୬(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଗୁହାରିଆ ପାଟ ନିକଟରେ ଫାଇନାନ୍ସ କର୍ମଚାରୀଙ୍କଠାରୁ ବନ୍ଧୁକ ଦେଖାଇ ଲକ୍ଷାଧିକ ଟଙ୍କା ଲୁଟ୍ ହୋଇଥିବା ଜଣାପଡ଼ିଛି।…
ନିରାକାରପୁର,୫ା୬(ମାନସ ଚନ୍ଦ୍ର ପଟ୍ଟନାୟକ): ରାତି ପାହିଲେ ସାବିତ୍ରୀବ୍ରତ ନିରାକାରପୁର ସମେତ ପଡ଼ୋଶୀ ବଜାର ଅଞ୍ଚଳରେ ଫଳ କିଣିବାକୁ ସତ୍ୟବାନମାନଙ୍କ ନାହିଁ ନ ଥିବା ଭିଡ଼। ଏହା ଫଳ…