ଆମ ଜିଲା ଖବର

ଶୁଣିଲାନି ପ୍ରଶାସନ: ରାସ୍ତା ନିର୍ମାଣ କଲେ ମହିଳା ଗୋଷ୍ଠୀ

କେନ୍ଦୁଝର,୧୩।୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ହରିଚନ୍ଦନପୁର ବ୍ଲକ ଜୁଙ୍ଗା ପଞ୍ଚାୟତ ଅଧୀନ ଡୁମୁରିନାଳି ଗ୍ରାମର ମା’ ଜଙ୍ଗଲ ଜନନୀ ସ୍ବୟଂ ସହାୟକ ଗୋଷ୍ଠୀର ମହିଳାମାନେ ଏକଜୁଟ…

2 years ago

ସୁନା ଦୋକାନକୁ ପଶିଗଲା କାର୍‌: ନାବାଳିକା, ଦୁଇ ମହିଳା ଗୁରୁତର

ବୌଦ୍ଧ,୧୩।୯(ଅଜିତ ବାରିକ): ଚାରିଛକରୁ ବୌଦ୍ଧ ଆଡକୁ ଯାଉଥିବା ଏକ କାର୍‌ ପୁରୁଣା କଟକ ମାର୍କେଟ ରାସ୍ତାରେ ଭାରସାମ୍ୟ ହରାଇ ଏକ ସୁନା ଦୋକାନ ଭିତରକୁ ପଶି ଯାଇଥିଲା।…

2 years ago

ସ୍କୁଲ ଛୁଟି ଘୋଷଣା କଲେ ଜିଲାପାଳ, ପ୍ରବଳରୁ ଅତି ପ୍ରବଳ ବର୍ଷ ସମ୍ଭାବନା

ଭୁବନେଶ୍ୱର,୧୩।୯: ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଭୁବନେଶ୍ୱର ଆକଳନ ଅନୁଯାୟୀ ଶନିବାର ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ହେବା ନେଇ ୨୧ ଟି ଜିଲା ପାଇଁ…

2 years ago

ଜିଏସ୍‌ଟି ପଇଠରେ ଅନିୟମିତତା: ହୋଲସେଲ୍‌ ଲୁଗା ଗୋଦାମରେ ବଡ଼ ଧରଣର ଚଢାଉ

ସମ୍ବଲପୁର,୧୩।୯(ପ୍ରମୋଦ ବହିଦାର): ସମ୍ବଲପୁର କମଲିବଜାରରେ ଥିବା ପାଇକାରୀ(ହୋଲସେଲ) ଲୁଗା ଗୋଦାମରେ ଶୁକ୍ରବାର ଜିଏସ୍‌ଟି ଚଢ଼ାଉ ହୋଇଛି। ଉକ୍ତ ଲୁଗା ହୋଲସେଲର ପକ୍ଷରୁ ଜିଏସ୍‌ଟି ପଇଠ ଓ ଜିଏସ୍‌ଟି…

2 years ago

୨ ଜଣଙ୍କୁ ଧକ୍କା ଦେଇ ନାଳରେ ପଶିଲା ପୋଲିସ ଗାଡ଼ି

କଟକ,୧୩।୯: ୨ ଜଣଙ୍କୁ ଧକ୍କା ଦେଇ ନାଳରେ ପଶିଲା ପୋଲିସ ଗାଡ଼ି। ଏଭଳି ଘଟଣା ଘଟିଛି କଟକ ଜିଲା ବିଜୁ ପଟ୍ଟନାୟକ ଛକରେ। ୨ ଜଣଙ୍କୁ ଧକ୍କା…

2 years ago

କରୋନା ବେଳେ ଓମ୍ବାଡସି ଅର୍ଥ ହେରଫେର: ପୁଣି ବନ୍ଧାହେଲେ ୨ ଅଭିଯୁକ୍ତ

ବାରିପଦା,୧୩।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକରେ କୋଭିଡ ପରିଚାଳନା ସମୟରେ ଓମ୍ବାଡସି ପାଣ୍ଠି ହଡପ ମାମଲାରେ ଫେରାର ଥିବା ଆଉ ୨ଜଣ ଅଭିଯୁକ୍ତଙ୍କୁ ଭିଜିଲାନ୍ସ…

2 years ago

ରାଗିଗଲେ ମୁଖ୍ୟମନ୍ତ୍ରୀ ବସ୍‌ ଡ୍ରାଇଭର ଅନ୍ୟଜଣେ ଡ୍ରାଇଭରଙ୍କୁ ଟାଙ୍ଗିଆରେ ହାଣିଦେଲେ

ବଲାଙ୍ଗୀର,୧୩।୯( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବେଲପଡା ତାରିଣୀ ମନ୍ଦିର ନିକଟରେ ମୁଖ୍ୟମନ୍ତ୍ରୀ ବସ୍‌ର ଜଣେ ଡ୍ରାଇଭର ଅନ୍ୟ ଜଣେ ଡ୍ରାଇଭରଙ୍କୁ ଟାଙ୍ଗିଆରେ ଆକ୍ରମଣ କରିଛନ୍ତି।…

2 years ago

କାଳ ହେଲା ଭସାଣି: ଗଣେଶ ବିସର୍ଜନ କରିବାକୁ ଆସି ଭାସିଗଲେ ୪ ଛାତ୍ର, ୨ ଉଦ୍ଧାର, ୨ ନିଖୋଜ 

ବାରିପଦା,୧୩।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ଭଞ୍ଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀପୋଷି ନିକଟସ୍ଥ ସୁବର୍ଣ୍ଣରେଖା କେନାଲରେ ଗଣେଶ ମୂର୍ତ୍ତି ଭସାଇବା ସମୟରେ ୪ଛାତ୍ର ପାଣି ସୁଅରେ…

2 years ago

ସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ଗଡିଲା ସୁଭଦ୍ରା ରଥ

କର୍ଲାମୁଣ୍ଡା,୧୩।୯(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ କାର୍ଯ୍ୟାଳୟ ପରିସରରେ ଶୁକ୍ରବାର ସୁଭଦ୍ରା ରଥ ଆନୁଷ୍ଠାନିକ ଭାବେ ଉଦଘାଟନ ହୋଇଯାଇଛି।ଏହି ଅବସରରେ ବିଡିଓ ମଣ୍ଟୁ ଖମାରୀ, ତହସିଲଦାର…

2 years ago

ସାଙ୍ଗର ଠେଙ୍ଗା ମାଡ଼ରେ ଚାଲିଗଲା ଯୁବକଙ୍କ ଜୀବନ: ଅଭିଯୁକ୍ତଙ୍କୁ ଧରିଲା ପୋଲିସ

ସମ୍ବଲପୁର,୧୩।୯(ପ୍ରମୋଦ ବହିଦାର): ସମ୍ବଲପୁର ସଦର ଥାନା ଅନ୍ତର୍ଗତ ରାସନପୁର ବାଙ୍କିଟିକ୍ରା ଗ୍ରାମରେ ସାଙ୍ଗର ଠେଙ୍ଗା ମାଡ଼ରେ ଜଣେ ଯୁବକଙ୍କ ଶୋଚନୀୟ ମୃତ୍ୟୁ ଘଟିଛି। ମୃତ ଯୁବକ ଜଣକ…

2 years ago