ଆମ ଜିଲା ଖବର

ସବୁଠି ଚାଲିଛି ମିଲର୍‌ଙ୍କ ରାଜୁତି, ମିଲର୍‌ଙ୍କ ମନମାନିକୁ ନେଇ ଜିଲା ଯୋଗାଣ ବିଭାଗ ନିକଟରେ ଦ୍ୱାରସ୍ଥ ହେଲେ ଚାଷୀ

ଛତ୍ରପୁର,୧୬।୧(ଦିଲ୍ଲୀପ ସାମଲ): ଏବେ ସବୁଠି ମିଲର୍‌ଙ୍କ ମନମାନିକୁ ନେଇ ଚାଷୀଙ୍କ ଅଭିଯୋଗ। କେଉଁଠି ମିଲର ୭୫ କେଜି ଧାନ ବସ୍ତାରେ ୭୯ କେଜି ମାଗୁଛନ୍ତି ତ କେଉଁଠି…

2 years ago

ଧନୁଯାତ୍ରା ଦେଖିବାକୁ ଯାଇ ଗଣବଳାତ୍କାରର ଶିକାର! ଏଯାଏ ଧରାପଡିନାହାନ୍ତି ଅଭିଯୁକ୍ତ, ଉଦ୍‌ବେଗ ପ୍ରକାଶ କଲେ ମହିଳା ସମିତି

ବରଗଡ଼,୧୬।୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବ ଦେଖିବାକୁ ଆସିଥିବା ଜଣେ ଯୁବତୀ ନିଖୋଜ ହୋଇଯିବା ଏବଂ ଘଟଣାର ୪୮ଘଣ୍ଟା ପରେ ବରଗଡ଼ ସହର ଉପକଣ୍ଠ କୁର୍ଲା ଜଙ୍ଗଲରୁ…

2 years ago

ଜଙ୍ଗଲ ସୁରକ୍ଷା ନେଇ ଅଣ୍ଟା ଭିଡ଼ିଲେ ଗ୍ରାମବାସୀ

ପାପଡ଼ାହାଣ୍ଡି,୧୬।୧(ସ୍ବପ୍ନଜିତ ପଟ୍ଟନାୟକ): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ ଜଟାବାଲ ଫୋରେଷ୍ଟ ଅଧୀନ ବତାସର ପ୍ରସ୍ତାବିତ ଜଙ୍ଗଲରେ ଗୁରୁବାର ଜଙ୍ଗଲ ସୁରକ୍ଷା ନେଇ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି…

2 years ago

ଶୁକ୍ରବାରଠାରୁ ଶିମିଳିପାଳ ଜଗିବେ ପୋଲିସ ଫୋର୍ସ, କଳାବାଘ ହତ୍ୟା ପରେ ତପ୍ତର ପ୍ରଶାସନ

ବାରିପଦା,୧୬।୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳରେ ଶୁକ୍ରବାରଠାରୁ ନିୟୋଜିତ ହେବେ ପୋଲିସ ଫୋର୍ସ। ପ୍ରାଥମିକ ପର୍ଯ୍ୟାୟରେ ୧ ପ୍ଲାଟୁନ ଫୋର୍ସ ମୁତୟନ ହେବେ। ଜଏଣ୍ଟ ଟାସ୍କଫୋର୍ସ ସହ ମିଶି…

2 years ago

ପାଣି ହଣ୍ଡାରେ ପଡ଼ିଗଲେ ୨ ବର୍ଷର ଶିଶୁକନ୍ୟା, ତା’ପରେ…

ଝରିଗାଁ,୧୬।୧(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅଧୀନ ଏକମ୍ବା- ଖ ପଞ୍ଚାୟତ ସଦର ମହକୁମାରେ ବୁଧବାର ଏକ ଅଘଟଣ ଘଟିଛି। ପାଣି ଭର୍ତ୍ତି ଥିବା…

2 years ago

ବାଇକରେ ଗଞ୍ଜେଇ ନେଇ ଯାଉଥିଲେ ନାବାଳକ, ଧରିଲା ପୋଲିସ

ଦିଗପହଣ୍ଡି,୧୬।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପୋଲିସ ଗୁରୁବାର ସାରେ ବାଇକ ସହ ଗଞ୍ଜେଇ ଜବତ କରିଛି। ପୋଲିସ ଟିମ ୩୨୬ ନଂ ଜାତୀୟ…

2 years ago

ଦିନ ଦ୍ବିପହରରେ ଏସ୍‌ପି ଅଫିସ ପାଖେ ମହିଳାଙ୍କ ବେକରୁ ଝାମ୍ପିନେଲେ ସୁନା ଚେନ୍‌

କେନ୍ଦୁଝର,୧୬।୧ (ନରେଶ ଚନ୍ଦ୍ର ପଟ୍ଟନାୟକ): ମହିଳାଙ୍କ ବେକରୁ ସୁନା ଚେନ୍‌ ଟାଣିନେଲେ ଲୁଟେରା। ଏହି ଘଟଣା ବୁଧବାର ଘଟିଥିବା ଜଣାପଡିଛି। ତେବେ ପୋଲିସ ଗୁରୁବାର ଘଟଣାସ୍ଥଳରେ ପହଞ୍ଚି…

2 years ago

ବରଗଡ଼ରେ ପୁଣି ଚାଞ୍ଚଲ୍ୟ: ଶ୍ୱଶୁର ଘରେ ଜ୍ବାଇଁଙ୍କୁ ହତ୍ୟା

ପାଇକମାଳ.୧୬।୧(ବଡ଼ ଶତପଥି): ବରଗଡ଼ଜିଲା ପାଇକମାଳ ଥାନା ନରସିଂହପଡ଼ାରେ ଜଣେ ଯୁବକଙ୍କୁ ହତ୍ୟା କରାଯାଇଥିବା ନେଇ ଗୁରୁବାର ପାଇକମାଳ ଥାନାରେ ଅଭିଯୋଗ ହୋଇଛି । ମୃତକ ଯୁବକ ଜଣକ…

2 years ago

ଗାଁ ପାହାଡ଼ରୁ ପଥର ଖୋଳୁଥିବାବେଳେ ଅଘଟଣ, ମାଟି ଅତଡ଼ା ଖସି ଶ୍ରମିକ ମୃତ

ଦିଗପହଣ୍ଡି,୧୬।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ଆମ୍ବ ଗାଁ ନିକଟ କାଙ୍କରା ପାହାଡ଼ରୁ ମାଟି ଅତଡ଼ା ଖସି ଜଣେ ଶ୍ରମିକ ଗୁରୁବାର ମୃତ୍ୟୁବରଣ କରିଛନ୍ତି।…

2 years ago

ସାଧାରଣତନ୍ତ୍ର ଦିବସରେ ପତାକା ଉତ୍ତୋଳନ କରିବେ ତହସିଲଦାର

ଦାରିଙ୍ଗବାଡ଼ି,୧୬ା୧(ଅରୁଣ ସାହୁ): ବ୍ଲକସ୍ତରୀୟ ୭୬ ତମ ସାଧାରଣତନ୍ତ୍ର ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ ତହସିଲଦାର ଶରତ ଶବରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମରେ ବିଏସ୍‌ଏସ୍‌ଓ କ୍ଷେତୀଶ…

2 years ago