ଦାରିଙ୍ଗବାଡ଼ି,୧୬ା୧(ଅରୁଣ ସାହୁ): ବ୍ଲକସ୍ତରୀୟ ୭୬ ତମ ସାଧାରଣତନ୍ତ୍ର ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ ତହସିଲଦାର ଶରତ ଶବରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମରେ ବିଏସ୍ଏସ୍ଓ କ୍ଷେତୀଶ…
ଭୁବନେଶ୍ୱର,୧୬।୧: ରାଜ୍ୟ ସରକାର ଗୁରୁବାର ପଦ୍ମ ବିଜେତାଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ପଦ୍ମ ପୁରସ୍କାର ବିଜେତାଙ୍କୁ ରାଜ୍ୟ ସରକାର ମାସିକ ୩୦ ହଜାର ଟଙ୍କା…
ପୁରୁଷୋତ୍ତମପୁର,୧୬ା୧(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ବାଘଳା ପଞ୍ଚାୟତରେ ଧାନକିଣାରେ ଅବ୍ୟବସ୍ଥାକୁ ନେଇ ଗୁରୁବାର ଚାଷୀମାନେ ରାଜରାସ୍ତାକୁ ଓହ୍ଲାଇଛନ୍ତି। ସରକାର ଖୋଲିଥିବା ମଣ୍ଡିରୁ ତୁରନ୍ତ…
ବରଗଡ଼,୧୬ା୧(ପ୍ରେମାନନ୍ଦ ଖମାରୀ): ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଥିବାବେଳେ ଗତ ୧୨ତାରିଖ ଧନୁଯାତ୍ରା ଦେଖିବାକୁ ଆସିଥିବା ଜଣେ ଯୁବତୀ ନିଖୋଜ ହୋଇଯିବା ଏବଂ ଘଟଣାର…
ବାଲୁଗାଁ,୧୬ା୧: ଚଳିତମାସ ୧୮ ତାରିଖରୁ ଚିଲିକାରେ ପକ୍ଷୀଗଣନା ଆରମ୍ଭ ହେବ। ୫ଟି ରେଞ୍ଜରେ ସକାଳ ୬ରୁ ୧୨ଟା ପର୍ଯ୍ୟନ୍ତ ପକ୍ଷୀଗଣନା କରାଯିବ। ରମ୍ଭା, ବାଲୁଗାଁ, ଟାଙ୍ଗୀ, ସାତପଡ଼ା,…
ଦେବଗଡ଼,୧୬ା୧(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ବନଖଣ୍ଡ ରିଆମାଳ ବନାଞ୍ଚଳ ସଙ୍ଘାପସି ଗ୍ରାମରେ ହାତୀ ଆତଙ୍କ। ଦନ୍ତାହାତୀ ଆକ୍ରମଣରେ ପୁଣି ଜଣେ ଫରେଷ୍ଟ ସ୍କ୍ବାଡ୍ କର୍ମଚାରୀ ଗୁରୁତର ହୋଇଛନ୍ତି।…
ପୁରୁଷୋତ୍ତମପୁର,୧୬ା୧(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକର ପୂର୍ବତନ ସରପଞ୍ଚ ସଂଘ ସଭାପତି ଓ ପୂର୍ବତନ ପଞ୍ଚାୟତ ଜନପ୍ରତିନିଧିମାନଙ୍କ ବୌଠକ ଓ ବନ୍ଧୁମିଳନ କାର୍ଯ୍ୟକ୍ରମ ଗୁରୁବାର ସଭାପତି…
ଦାରିଙ୍ଗବାଡ଼ି,୧୬ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ବୁଧବାର ସନ୍ଧ୍ୟାରେ ଉଦ୍ଯାପିତ ହୋଇଯାଇଛି। ଉଦ୍ଯାପନ ଉତ୍ସବକୁ ମୁଖ୍ୟ ଅତିଥି ଭାବେ…
ଦାରିଙ୍ଗବାଡ଼ି,୧୬ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଶ୍ରାନିକେତା ପଞ୍ଚାୟତ ଦଣ୍ଡିମାହାଠାରେ ଥିବା ଏକ ଠିକାସଂସ୍ଥା ପ୍ଲାଣ୍ଟ୍ରେ ଗୁରୁବାର ସକାଳେ ନିଆଁ ଲାଗି ଲକ୍ଷାଧିକ ଟଙ୍କାର ଯନ୍ତ୍ରାଂଶ…
ଝାରସୁଗୁଡ଼ା,୧୬।୧(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲା କିର୍ମିରା ପଞ୍ଚାୟତ ସମିତି ଅଧ୍ୟକ୍ଷାଙ୍କ ଅନାସ୍ଥା ପ୍ରସ୍ତାବ ଘଟଣାକୁ ନେଇ ରାଜ୍ୟବ୍ୟାପୀ ଚର୍ଚ୍ଚା ଚାଲିଛି। ଏହି ପରିପ୍ରେକ୍ଷୀରେ ପୂର୍ବତନ ମନ୍ତ୍ରୀ…