ଆମ ଜିଲା ଖବର

କଳାବାଘ ଚମଡ଼ା ଜବତ, ୪ ଜଣଙ୍କୁ ବାନ୍ଧିଲା ବନବିଭାଗ

ବାରିପଦା,୧୫ା୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ(ଏସ୍‌ଟିଆର୍‌) ପ୍ରକଳ୍ପରୁ ଶିକାରୀ ଏବଂ ବନ୍ୟପ୍ରାଣୀ ସାମଗ୍ରୀର ଅବୈଧ ବ୍ୟବସାୟୀଙ୍କ ବିରୋଧରେ ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଶିମିଳିପାଳ…

2 years ago

ଉନ୍ନତିକରଣ ନାଁରେ ପୋତାଗଡ଼ରୁ କଟାଗଲା ଶହଶହ ଗଛ

ଗଞ୍ଜାମ,୧୫ା୧(ବିଦ୍ୟାଧର ସାହୁ): ଗଞ୍ଜାମ ସହରସ୍ଥିତ ଐତିହାସିକ ପୋତାଗଡ଼ ଅବସ୍ଥିତ। ବର୍ତ୍ତମାନ ପୋତାଗଡ଼ର ଉନ୍ନତିକରଣ କାର୍ଯ୍ୟ ଚାଲୁ ରହିଛି। କିନ୍ତୁ ଉନ୍ନତିକରଣ ନାମରେ ସେଠାରେ ଥିବା ଶହ ଶହ…

2 years ago

ସର୍ବଭାରତୀୟ ଫୁଟ୍‌ବଲ ଟୁର୍ନାମେଣ୍ଟ: ୩ଟି ଗୋଲ ଦେଇ ସ୍ପୋଟର୍‌ସ ହଷ୍ଟେଲ କଟକ ବିଜୟୀ

ନିରାକାରପୁର,୧୫।୧(ମାନସ ଚନ୍ଦ୍ର ପଟ୍ଟନାୟକ): ନିରାକାରପୁର ପଞ୍ଚାୟତରେ ଥିବା କ୍ଷେତ୍ରବାସୀ ଡିଏଭି ମହାବିଦ୍ୟାଳୟ ଖେଳପଡ଼ିଆରେ ସଖା ସଂଘ କ୍ରୀଡ଼ା ସଂସଦ ଆନୁକୂଲ୍ୟରେ ଅନୁଷ୍ଠିତ ୩୧ତମ ସର୍ବଭାରତୀୟ ଫୁଟ୍‌ବଲ ଟୁର୍ନାମେଣ୍ଟରେ…

2 years ago

ବ୍ୟବସାୟୀଙ୍କୁ ଭୁଜାଲି ମାଡ କରି ଲୁଟ୍‌ : ବନ୍ଧୁକ ଦେଖାଇ ଭୟଭୀତ କଲେ ଅଫୁଟା ଗୁଳି, ମୋବାଇଲ୍‌ ଜବତ

ସୋନପୁର,୧୫।୧(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲା ଧର୍ମଶାଳା-ଯାଲୋଏ ରାସ୍ତାରେ ଭୁଜାଲିରେ ହାଣି ଯୁବ ବ୍ୟବସାୟୀ ନୀଳାମ୍ବର ମହାପାତ୍ର(୩୩)ଙ୍କ ନିକଟରୁ ଲକ୍ଷାଧିକ ଟଙ୍କା ଲୁଟ୍‌ ହୋଇଛି। ମଙ୍ଗଳବାର ରାତି ୭ଟା୩୦ରେ…

2 years ago

ରତାମାଟି ଗ୍ରାମର ଇଷ୍ଟଦେବ ଶ୍ରୀଅନନ୍ତେଶ୍ୱର ଦେବଙ୍କ ପୀଠରେ ବିଶ୍ୱଶାନ୍ତି ମହାଯଜ୍ଞ

ନିରାକାରପୁର,୧୪ା୧(ମାନସ ଚନ୍ଦ୍ର ପଟ୍ଟନାୟକ): ମକର ସଂକ୍ରାନ୍ତି ଅବସରରେ ସ୍ଥାନୀୟ ରତାମାଟି ଗ୍ରାମର ଇଷ୍ଟଦେବ ଶ୍ରୀଅନନ୍ତେଶ୍ୱର ଦେବଙ୍କ ପୀଠରେ ବିଶ୍ୱଶାନ୍ତି ମହାଯଜ୍ଞ ଅନୁଷ୍ଠିତ ହୋଇଯାଇଛି। ଏହି ଏକଦିବସୀୟ ମହାଯଜ୍ଞ…

2 years ago

ବାଇକ୍‌କୁ ଧକ୍କା ଦେଲା ଅଟୋ,ପରେ…

ଦିଗପହଣ୍ଡି,୧୫।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନଙ୍ଗପୁର ନିକଟ ଲାଡିଗାଁ ଛକରେ ମଙ୍ଗଳବାର ରାତିରେ ଏକ ଦୁର୍ଘଟଣା ଘଟିଛି। ଅଟୋ ବାଇକ (ନଂ.ଓଡି ୦୭…

2 years ago

ଏଟିଏମ୍‌ ତାଡ଼ି ନେଇଗଲେ ଲକ୍ଷାଧିକ ଟଙ୍କା

ବୌଦ୍ଧ,୧୫।୧: ବୌଦ୍ଧ ଥାନା ଅଧୀନ ବଢ଼ିଗାଁସ୍ଥିତ ଏସ୍‌ବିଆଇ୍‌ ଏଟିଏମ୍‌ କାଉଣ୍ଟରରୁ ଏକ ବଡ଼ ଧରଣର ଲୁଟ ହୋଇଛି। କେତେକ ଦୁର୍ବୃତ୍ତ ଏଟିଏମ୍‌ ତାଡ଼ି ଲକ୍ଷାଧିକ ଟଙ୍କା ଲୁଟି…

2 years ago

୩ ଦିନ ହେଲା ଉପାସରେ ଲିଙ୍ଗରାଜ

ଭୁବନେଶ୍ବର,୧୫।୧: ୩ ଦିନ ହେଲାଣି ଉପାସରେ ରହିଛନ୍ତି ମହାପ୍ରଭୁ ଶ୍ରୀଲିଙ୍ଗରାଜ। ସୋମବାରଠାରୁ ବୁଧବାର ସକାଳ ସୁଦ୍ଧା ଶ୍ରୀଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ ରହିଥିବା ସୂଚନା ମିଳିଛି। ଟ୍ରଷ୍ଟ ବୋର୍ଡ…

2 years ago

ଯାତ୍ରୀବାହୀ ବସ୍‌-ପାଇପ ବୋଝେଇ ଟ୍ରକ ମୁହାଁମୁହିଁ ଧକ୍କା: ୪ ଆହତ

ପାପଡାହାଣ୍ଡି,୧୫।୧(ସ୍ବପ୍ନଜିତ ପଟ୍ଟନାୟକ) : ନବରଙ୍ଗପୁର ଜିଲା ପାପଡାହାଣ୍ଡି ଦେଇ ଯାଇଥିବା ୨୬ ନମ୍ବର ଜାତୀୟ ରାଜପଥରେ ଏକ ପାଇପ ବୋଝେଇ ଟ୍ରକ ଓ ବସ୍‌ ମଧ୍ୟରେ ଧକ୍କା…

2 years ago

ଲଜ୍ଜା: ନାବାଳିକା ଝିଅ ଗର୍ଭବତୀ, ବାପା ଗିରଫ

ବେଲପଡ଼ା,୧୫ା୧(ମନୋଜ କୁମାର ମିଶ୍ର): ବଲାଙ୍ଗୀର ଜିଲା ବେଲପଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି, ଯାହାକି ସଭ୍ୟ ସମାଜ ପାଇଁ କଳଙ୍କ ପାଲଟିଛି ା ଜଣେ…

2 years ago