ବ୍ରହ୍ମପୁର,୨୪ା୮(ସୁବାସ ଚନ୍ଦ୍ର ପାଢ଼ୀ): ଅବକାରୀ କମିଶନର ନରସିଂହ ଭୋଳଙ୍କ ନିର୍ଦ୍ଦେଶ କ୍ରମେ ଗଞ୍ଜେଇ ଚାଲାଣକାରୀଙ୍କୁ ଧରିବା ପାଇଁ ବ୍ରହ୍ମପୁରରେ ଥିବା ଦକ୍ଷିଣାଞ୍ଚଳ ଅବକାରୀ ଗୋଇନ୍ଦା ବିଭାଗର ଡିଏସ୍ପି…
ବାଲେଶ୍ୱର,୨୪।୮: ଭଡାଘରୁ ମିଳିଲା କନିଷ୍ଠ ଯନ୍ତ୍ରୀଙ୍କ ମୃତଦେହ। ଏଭଳି ଅଭାବନୀୟ ଘଟଣା ଘଟିଛି ବାଲେଶ୍ୱର ଜିଲା ଜଳେଶ୍ୱରରେ। ଭୋଗରାଇ ବ୍ଲକ କନିଷ୍ଠ ଯନ୍ତ୍ରୀ ମୋନାଲିସା ହେମ୍ବ୍ରମଙ୍କ ଝୁଲନ୍ତା…
ବାଲିଗୁଡ଼ା,୨୪ା୮(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ବାଲିଗୁଡ଼ା ବ୍ଲକ ଅନ୍ତର୍ଗତ ବାରଖମା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ୍ସ-ରେ’ ମେଶିନ ନ ଥିବାରୁ ରୋଗୀ ହନ୍ତସନ୍ତ ହେଉଛନ୍ତି। ଏହି ସ୍ବାସ୍ଥ୍ୟକେନ୍ଦ୍ର…
ଲୋଇସିଂହା,୨୪।୮(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହାସ୍ଥିତ ଭାରତ ପେଟ୍ରୋଲ ପମ୍ପରେ କାର୍ଯ୍ୟରତ ଜଣେ ଯୁବତୀଙ୍କୁ ପ୍ରେମ ବ୍ୟାପାରକୁ ନେଇ ଆକ୍ରମଣ ହୋଇଥିବା ନେଇ ଲୋଇସିଂହା ଥାନାରେ ଅଭିଯୋଗ ହୋଇଛି।…
ବାଲିଗୁଡା,୨୪।୦୮: (ସଞ୍ଜୟ କୁମାର ପାଣିଗ୍ରାହୀ): ନବୀନ ସୂତ୍ରଧର ଟ୍ରଷ୍ଟ ଆନୁକୂଲ୍ୟରେ ବିଶ୍ୱ ଫଟୋଗ୍ରାଫି ଦିବସ ପରିପ୍ରେକ୍ଷୀରେ ଭୁବନେଶ୍ୱର ଜୟଦେବ ଭବନଠାରେ ତୃତୀୟ ରାଜ୍ୟସ୍ତରୀୟ ଫଟୋ ପ୍ରଦର୍ଶନୀ ଉଦ୍ଯାପିତ…
କୁଚିଣ୍ଡା,୨୪ା୮: ସମ୍ବଲପୁର ଜିଲା କୁଚିଣ୍ଡାରେ ଶ୍ୱାସରୁଦ୍ଧ ହୋଇ ଶନିବାର ୩ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି। ନିର୍ମାଣାଧୀନ ପାଇଖାନା ଟାଙ୍କିର ସେଣ୍ଟ୍ରିଂ ଖୋଳୁଥିବା…
ପୁରୀ,୨୪ା୮: ଶ୍ରୀମନ୍ଦିର ରତ୍ନଭଣ୍ଡାର ଯାଞ୍ଚ ଏବଂ ମରାମତି ପାଇଁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଏଏସ୍ଆଇ ଡିଜିଙ୍କୁ ରାତାରାତି ଚିଠି ଲେଖିଛନ୍ତି। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ…
ପୁରୀ,୨୪ା୮: ଶ୍ରୀମନ୍ଦିରରେ ଶନିବାର ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଅପରାହ୍ନ ୨ଟାରୁ ସନ୍ଧ୍ୟା ୬ଟା ଯାଏ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ…
ସମ୍ବଲପୁର,୨୪ା୮: ସମ୍ବଲପୁର ଜିଲାର ଚାଉଁରପୁର ବ୍ରିଜ୍ ଉପରୁ ଜଣେ ଛାତ୍ରୀ ଶନିବାର ମହାନଦୀକୁ ଡେଇଁପଡ଼ିଛନ୍ତି। ଛାତ୍ରୀ ଜଣକ ବ୍ରିଜ୍ ଉପରେ ସାଇକେଲ ରଖି ନଦୀକୁ ଡେଇଁ ପଡ଼ିଛନ୍ତି।…
ଦାରିଙ୍ଗବାଡ଼ି,୨୪ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଭାଜପା ମଣ୍ଡଳ ସଭାପତି ସନ୍ତୋଷ କୁମାର ସାହୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କୁ ଭେଟିଛନ୍ତି। ସେ ମୁଖ୍ୟମନ୍ତ୍ରୀଙ୍କୁ ଦାରିଙ୍ଗବାଡ଼ିରେ ବାକି…