ଆମ ଜିଲା ଖବର

ଭାଜପା-ବିଜେଡିର ଦୁଇ ଗୋଷ୍ଠୀ ମଧ୍ୟରେ ମାର୍‌ପିଟ୍‌, ଘଟଣାସ୍ଥଳରେ ଉତ୍ତେଜନା

କେନ୍ଦୁଝର,୮ା୧(ନରେଶ ଚନ୍ଦ୍ର ପଟ୍ଟନାୟକ): ରାସ୍ତା ଜାମକୁ ନେଇ ବୁଧବାର ସନ୍ଧ୍ୟାରେ ଭାଜପା ଓ ବିଜେଡିର ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ଉପୁଜିଥିଲା। ଉଭୟ ଦଳର ସମର୍ଥକଙ୍କ…

2 years ago

ଧନୁଯାତ୍ରାରେ ରଙ୍ଗସଭା: କଂସଙ୍କ ପ୍ରଶ୍ନବାଣରେ ଅଧିକାରୀ ଘାଇଲା

ମଥୁରାନଗରୀ,୮ା୧(ପ୍ରେମାନନ୍ଦ ଖମାରୀ): ବୃ଼ହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ବୁଧବାର ରାଜ ଦରବାରରେ ଅନୁଷ୍ଠିତ କଂସଙ୍କ ଜନତା ଦରବାର (ରଙ୍ଗସଭା) ବେଶ ଚିତ୍ତାକର୍ଷକ ଥିଲା। ଏହି…

2 years ago

ନାବାଳିକାଙ୍କୁ ଭାତ-ମାଂସ ଖାଇବାର ଲୋଭ ଦେଖାଇ କରିଥିଲେ ବଳାତ୍କାର, ଏବେ ଭୋଗିବେ ଆଜୀବନ କାରାଦଣ୍ଡ

ବାରିପଦା,୮ା୧(ନୀଳାଦ୍ରି ଦଣ୍ଡପାଟ): ମୟୂରଭଞ୍ଜ ଅତିରିକ୍ତ ଜିଲା ଓ ଦୌରା ଜଜ୍‌ ତଥା ସ୍ବତନ୍ତ୍ର ଫାଷ୍ଟ ଟ୍ରାକ୍‌ ପୋକ୍ସୋ କୋର୍ଟରେ ଏକ ନାବାଳିକା ବଳାତ୍କାର ମାମଲାର ରାୟ ପ୍ରକାଶ…

2 years ago

ମାଓବାଦୀ କ୍ୟାମ୍ପ୍‌ ସହ ଆଇଇଡି ଠାବ

ବାଲିଗୁଡ଼ା,୮ା୧: କୁମ୍ବିଂବେଳେ ମାଓବାଦୀ କ୍ୟାମ୍ପ ସହ ଆଇଇଡି ଠାବ କରାଯାଇଛି ବୋଲି କନ୍ଧମାଳ ଏସ୍‌ପି ହରିଶ ବି.ସି ସୂଚନା ଦେଇଛନ୍ତି। ବାଲିଗୁଡ଼ା ଥାନା ମାରଦୁଲି ଜଙ୍ଗଲରେ କୁମ୍ବିଂ…

2 years ago

ବରଗଡ଼ ଧନୁଯାତ୍ରା ମହୋତ୍ସବ: ଗୋପପୁରରେ ସରିଲା ବସ୍ତ୍ରହରଣ ଦୃଶ୍ୟାଭିନୟ

ଗୋପପୁର,୮।୧(ପ୍ରେମାନନ୍ଦ ଖମାରୀ): ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ବୁଧବାର ଷଷ୍ଠ ଦିବସରେ ଗୋପପୁର ଦୃଶ୍ୟାଭିନୟ ବେଶ ହୃଦୟସ୍ପର୍ଶୀ ହୋଇଥିଲା। ଏହି ଦୃଶ୍ୟାଭିନୟ ଦେଖିବା ପାଇଁ…

2 years ago

ଆତ୍ମରକ୍ଷା କୌଶଳ ଜାଣିଲେ ଛାତ୍ରୀ

ବ୍ରାହ୍ମଣୀଗାଁ,୮ା୧(ମନୋରଞ୍ଜନ ରଣା) : କନ୍ଧମାଳ ଜିଲା ବ୍ରାହ୍ମଣୀଗାଁଠାରେ ଥିବା ଋଷିମାଳ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅଧ୍ୟକ୍ଷ ଦେବରାଜ ବଳିଆରସିଂଙ୍କ ଅଧ୍ୟକ୍ଷତାରେ ଆତ୍ମରକ୍ଷା ତାଲିମ ଶିବିର ଉଦ୍‌ଘାଟନ ହୋଇଯାଇଛି।…

2 years ago

ଧାନଗଦାରେ ଲାଗିଲା ନିଆଁ, ସବୁ ପୋଡ଼ି ଛାରଖାର

ଛତ୍ରପୁର,୮ା୧(ଦିଲ୍ଲୀପ ସାମଲ): ଅଦିନିଆ ବର୍ଷାରେ ଚାଷୀର ମେରୁଦଣ୍ଡ ଭାଙ୍ଗି ଯାଇଥିବା ବେଳେ ପୁଣି ଧାନଗଦାରେ ନିଆଁ ଲାଗି ଚାଷୀ ସର୍ବସ୍ବାନ୍ତ ହୋଇପଡ଼ିଛି। ଏପରି ଘଟଣା ଦେଖିବାକୁ ମିଳିଛି…

2 years ago

ଜଳିଗଲା ଗୁହାଳ, ଜିଅନ୍ତା ଜଳିଗଲେ ୩ ଗାଈ

ଦିଗପହଣ୍ଡି,୮ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡ଼ ଗାଁ ବଡ଼ସାହିରେ ଅଗ୍ନିକାଣ୍ଡ ଘଟି ସନ୍ତୋଷ ସାହୁ, ସଦାନନ୍ଦ ସାହୁ ଏବଂ କାଳୁ ସାହୁଙ୍କ ଗାଈ…

2 years ago

ନାବାଳିକାଙ୍କୁ ଗଣବଳାତ୍କାର: ଅଭିଯୁକ୍ତଙ୍କୁ ୨୦ ବର୍ଷ ଜେଲ୍‌

ଫୁଲବାଣୀ,୮ା୧(ରାକେଶ କୁମାର ରାଉତ): ଜଣେ ନାବାଳିକାଙ୍କୁ ଗଣବଳାତ୍କାର କରିବା ଘଟଣାର ରାୟ ବୁଧବାର ପ୍ରକାଶ ପାଇଛି। ଏହି ମାମଲାର ବିଚାର କରି ଫୁଲବାଣୀ ସ୍ବତନ୍ତ୍ର ପୋକ୍ସୋ କୋର୍ଟ…

2 years ago

ପିକ୍‌ନିକ୍‌ ପାଇଁ ବାଦୁବାଡ଼ିରେ ଜମୁଛି ଭିଡ଼, ଭୋଜିଭାତ କରି ମଜା ଉଠାଉଛନ୍ତି ଲୋକେ

ରାଇକିଆ,୮ା୧(ପ୍ରଦୀପ ବେହେରା): ଏବେ ଚାଲିଛି ପିକ୍‌ନିକ୍‌ ଋତୁ। ସବୁଠି ବଣଭୋଜିର ଆସର। କନ୍ଧମାଳ ଜିଲା ନୂଆଗାଁ ବ୍ଲକର ଗୁଞ୍ଜିବାଡ଼ି ନିକଟରେ ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରପୂର ବାଦୁବାଡ଼ି ହେଉଛି…

2 years ago