ଆମ ଜିଲା ଖବର

ଶୀତରେ ଥରୁଛି ଜି.ଉଦୟଗିରି ସହର, ସର୍ବନିମ୍ନ ତାପମାତ୍ରା ରହିଛି…

ଜି.ଉଦୟଗିରି,୨ା୧(ଶିଶିର ପଟ୍ଟନାୟକ): କନ୍ଧମାଳ ଜିଲା ଜି.ଉଦୟଗିରି ରାଜ୍ୟର ସବୁଠାରୁ ଥଣ୍ଡା ସହର ଭାବେ ଚିହ୍ନଟ ହୋଇଛି। ପ୍ରବଳ ଶୀତରେ ଥରୁଛି ସହର। ଗୁରୁବାର ଜି.ଉଦୟଗିରି ସହରର ସର୍ବନିମ୍ନ…

2 years ago

ଟ୍ୟାଙ୍କର ଧକ୍କାରେ ବାଇକ୍‌ଆରୋହୀଙ୍କ ଜୀବନ ଗଲା, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଭବାନୀପାଟଣା,୨ା୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୟପାଟଣା ଥାନା ଅନ୍ତର୍ଗତ ବାନେର ଛକ ନିକଟରେ ଗତ ୨୯ ତାରିଖରେ ଜଣେ ବାଇକ୍‌ଆରୋହୀଙ୍କୁ ଟ୍ୟାଙ୍କର ଧକ୍କା ଦେଇଥିଲା। ଏଥିରେ…

2 years ago

ସମ୍ବଲପୁରରେ ଆରମ୍ଭ ହେଲା ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା, ପ୍ରବଳ ଉତ୍ତେଜନା

ସମ୍ବଲପୁର,୨ା୧(ପ୍ରମୋଦ ବହିଦାର): ସମ୍ବଲପୁର ମହାନଗର ନିଗମ ପକ୍ଷରୁ ସହରରେ ପୁନର୍ବାର ଆରମ୍ଭ ହୋଇଛି ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା। ଗୁରୁବାର ସକାଳ ୬ଟାରୁ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ ହୋଇଛି।…

2 years ago

ଦୁର୍ଦ୍ଦିନରେ ମେଷ ପାଳକ, ମିଳୁନି ସରକାରୀ ପ୍ରୋତ୍ସାହନ

ମହାକାଳପଡ଼ା,୨ା୧(ପ୍ରତାପ ଚନ୍ଦ୍ର ସ୍ବାଇଁ):ଗୃହପାଳିତ ପ୍ରାଣୀ ଛେଳି, ମେଣ୍ଢା, କୁକୁଡ଼ା, ଘୁଷୁରି, ଗାଈ ଫାର୍ମ ନିର୍ମାଣ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ଅର୍ଥ ବ୍ୟୟବରାଦ କରୁଛନ୍ତି। ହେଲେ…

2 years ago

ରାସ୍ତାକଡ଼ରେ ପଡିଛି ନବଜାତ ଶିଶୁକନ୍ୟାଙ୍କ ମୃତଦେହ: ଝୁଣିଖାଉଛି କାଉ

ପୁରୁଷୋତ୍ତମପୁର,୨।୧(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଜଗନ୍ନାଥପୁର ପଞ୍ଚାୟତର ଦାମୋଦରପୁର ଗ୍ରାମ ନିକଟସ୍ଥ ରାସ୍ତାକଡରେ ଥିବା ଏକ ପଡିଆରେ ନବଜାତ ଶିଶୁକନ୍ୟାର ମୃତଦେହ ପଡ଼ିଥିବାବେଳେ…

2 years ago

୪ ଦଶନ୍ଧି ପରେ ପୂରଣ ହେବ ସ୍ବପ୍ନ! ବ୍ରାହ୍ମଣୀଗାଁରେ ବ୍ଲକ ସ୍ଥାପନ ହେବା ଆଶା ବୃଦ୍ଧି

ଦାରିଙ୍ଗବାଡି, ୨।୧ (ଅରୁଣ ସାହୁ):ରାଜ୍ୟରେ ପ୍ରଥମଥର ପାଇଁ ଭାଜପା ସରକାର ଗଠନ କରିଛି। ସରକାରଙ୍କ ନୂଆ ନୂଆ ଯୋଜନା ପ୍ରସ୍ତୁତି ହେଉଛି, ଯାହାକି ଗରୀବ ଶ୍ରେଣୀର ଲୋକଙ୍କ…

2 years ago

ଜଙ୍ଗଲ ନ କାଟିବାକୁ କମ୍ପାନୀ ଅଧିକାରୀଙ୍କ ଗୋଡ଼ ଧରିଲେ ଦିଲୀପ

ଛେଣ୍ଡିପଦା,୨ା୧ (ଅଜିତ ଧଳ):ଜଙ୍ଗଲ ବିଭାଗକୁ ଜୀବନ ବିଭାଗ ନାମରେ ନାମିତ କରିବା ଏବଂ ଜଙ୍ଗଲ କଟା ନ ଯିବା ଦାବିରେ ଅନୁଗୋଳ ଜିଲା ପାଲଲହଡ଼ା ବ୍ଲକ ଉଦୟପୁର…

2 years ago

ଖସିଲା ପାରଦ, ବଢ଼ିଲା ଶୀତ:୧୦ ଡିଗ୍ରୀ ତଳେ ପାରଦ

ଦାରିଙ୍ଗବାଡି,୨।୧(ଅରୁଣ ସାହୁ): ପୁଣି ବାହୁଡ଼ିଲା ଶୀତ। ଲଘୁଚାପ ଜନିତ ବର୍ଷା କିଛିଦିନ ଲାଗିରହିଥିଲା। ଫଳରେ ଦିନରେ କୋହଲା ପାଗ ସହ ରାତିରେ ତାପମାତ୍ରା ବୃଦ୍ଧି ପାଇ ୧୮…

2 years ago

ଅନ୍ତେବାସୀଙ୍କ ଗହଣରେ ନବବର୍ଷ ପାଳିଲେ ଜିଲାପାଳ: ପାଠ ପଢ଼ି ଭଲ ମଣିଷ ହେବାକୁ ଆହ୍ବାନ

ଭବାନୀପାଟଣା,୨ା୧(ଉତ୍ତମ କୁମାର ଦାଶ):ନୂଆ ଆଶା ଓ ଅଭିଳାଷକୁ ନେଇ ସୁନେଲି ସ୍ବପ୍ନ ଦେଖୁଥିବା ଶିଶୁ ଯତ୍ନ ଅନୁଷ୍ଠାନର କୁନି କୁନି ଶିଶୁମାନଙ୍କ ସହିତ ବୁଧବାର ନବବର୍ଷ ପାଳନ…

2 years ago

କନିଷ୍ଠ ଶିକ୍ଷକଙ୍କୁ ନୂଆବର୍ଷ ଭେଟି: ନିୟମିତ ହେଲେ ୯୨୯ ଶିକ୍ଷୟିତ୍ରୀଶିକ୍ଷକ

ଭବାନୀପାଟଣା, ୨ା୧(ଉତ୍ତମ କୁମାର ଦାଶ):ପ୍ରାଥମିକ ଶିକ୍ଷାକୁ ଅଧିକ କ୍ରିୟାଶୀଳ ଓ ସୁଦୃଢ କରି କୋମଳମତି ପିଲାଙ୍କ ସର୍ବାଙ୍ଗୀନ ବିକାଶ ପାଇଁ ୨୦୧୮ରେ ସରକାର କଳାହାଣ୍ଡି ଜିଲାରେ ୧୦୧୬ଜଣ…

2 years ago