ଧୂଷୁରୀ,୧ା୧(ଦୀପ୍ତିରଞ୍ଜନ ନାୟକ): ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ିରେ ନୂଆବର୍ଷ ଉପଲକ୍ଷେ ଶ୍ରଦ୍ଧାଳୁମାନଙ୍କର ଭିଡ଼ ପରିଲକ୍ଷିତ ହୋଇଥିଲା। ଭୋର୍ ୪.୩୦ରେ ମନ୍ଦିର ପହଡ଼ ଖୋଲିବା ପରେ ପ୍ରଭୁଙ୍କ…
ଲୋଇସିଂହା ୧।୧(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଲୋଇସିଂହା ପଦ୍ମପୁର ରାସ୍ତା କନ୍ଦାଜୁରୀ ସାପ୍ତାହିକ ବଜାର ନିକଟରେ ବୁଧବାର ମଧ୍ୟାହ୍ନରେ ଏକ ଚଳନ୍ତା ଗାଡ଼ିରେ ନିଆଁ…
ପାଟଣା,୧।୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ନବବର୍ଷ ଶୁଭେଚ୍ଛା ବାର୍ତ୍ତା ସମ୍ବଳିତ ପୋଷ୍ଟର ପାଟଣା ବ୍ଲକ ତୁରୁମୁଙ୍ଗା ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ…
କଟକ,୧।୧: କଟକ ଜିଲା ନିଆଳି ମାଧବ ଅଞ୍ଚଳରେ ଭୟାବହ ଅଗ୍ନିକାଣ୍ଡ ଘଟଇଛି। ନିଆଁରେ ୧୨ ବଖରା ଘର ଜଳି ଯାଇଛି। ନିଆଳି ଥାନା ଅନ୍ତଗର୍ତ ମାଧବ ପଞ୍ଚାୟତ…
ଭୁବନେଶ୍ୱର,୧।୧(ଅଜିତ୍ କୁମାର ମହାନ୍ତି): ନୂଆବର୍ଷରେ ପୁରୀରେ ଅସମ୍ଭାଳ ଭିଡ଼ ଦେଖିବାକୁ ମିଳିଛି। ଲକ୍ଷାଧିକ ଭକ୍ତଙ୍କ ସମାଗମ ଯୋଗୁ ଠେଲାପେଲା ସ୍ଥିତି ସୃଷ୍ଟି ହୋଇଛି। ଲୋକେ ସିଂହଦ୍ବାର ସମ୍ମୁଖ…
କଟକ,୧।୧: କୁନି ଝିଅ ଉପରେ ମାଡ଼ିଗଲା ହାଇୱା। ଏଭଳି ଅଭାବନୀୟ ଘଟଣା ଘଟିଛି ଯୋବ୍ରା ବ୍ୟାରେଜ ନିକଟରେ। ବାଇକ୍କୁ ହାଇୱା ଧକ୍କା ଦେବା ଫଳରେ ଏଭଳି ଘଟଣା…
ଦାରିଙ୍ଗବାଡି, ୧।୧ (ଅରୁଣ ସାହୁ): ଇଂରାଜୀ ନୂତନ ବର୍ଷ ବୁଧବାର ବଡ଼ ଧୁମଧାମରେ ପାଳନ କରାଯାଉଛି। କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦାରିଙ୍ଗବାଡି, ସିମନବାଡି, ବ୍ରାହ୍ମଣୀଗାଁ, ତାଜୁଙ୍ଗିଆ…
ବଲାଙ୍ଗୀର, ୧।୧(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତୁଳସୀନଗରପଡାରେ ଜିରୋ ନାଇଟ ସେଲିବ୍ରେଶନ ସମୟରେ ଖଣ୍ଡାରେ ଆକ୍ରମଣ ହୋଇଛି। ଏଥିରେ ଦୁଇଜଣ ଗୁରୁତର ଆହତ ହୋଇଛନ୍ତି। ଆକ୍ରମଣକାରୀ…
ବାରିପଦା,୧।୧: ମଧ୍ୟରାତ୍ରିରେ ବାଘୁଣୀ ଜିନତ୍ ଓଡ଼ିଶା ଫେରିଛି। ପ୍ରାୟ ୪୮ ଘଣ୍ଟାଯାଏ କୋଲକାତାସ୍ଥିତ ଆଲିପୁର ପ୍ରାଣୀ ଉଦ୍ୟାନରେ ରହିଲା ଭିତରେ ତାର ସମସ୍ତ ପ୍ରକାର ସ୍ବାସ୍ଥ୍ୟଜନିତ ପରୀକ୍ଷାନିରୀକ୍ଷା…
ପଟ୍ଟାମୁଣ୍ଡାଇ, ୧ା୧(କଳ୍ପତରୁ ନାୟକ):ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ମଙ୍ଗଳବାର ଦିନିକିଆ କେନ୍ଦ୍ରାପଡ଼ା ଜିଲା ଗସ୍ତରେ ଆସି ଅଦିନିଆ ବର୍ଷା ଯୋଗୁ ହୋଇଥିବା…