ଆମ ଜିଲା ଖବର

ଏସ୍‌ସିବିରେ ସ୍ଥାନାନ୍ତର ହେବ ନନ୍‌ଟ୍ରମା କାଜୁଆଲ୍‌ଟି

କଟକ,୨୩ା୧୨(ଶିଳ୍ପା ପ୍ରିୟଦର୍ଶିନୀ): ଏସ୍‌ସିବି ମେଡିକାଲର ନନ୍‌ଟ୍ରମା କାଜୁଆଲ୍‌ଟି ସ୍ଥାନାନ୍ତର ହେବ। ଏବେ କାଜୁଆଲ୍‌ଟି ଯେଉଁ ସ୍ଥାନରେ କାର୍ଯ୍ୟ କରୁଛି, ସେଠାରୁ ଉଠିଯାଇ ଭେଷଜ ୱାର୍ଡର ୟୁନିଟ୍‌-୬ରେ ପରିଚାଳିତ…

2 years ago

ବଡ଼ଦିନ, ନୂଆବର୍ଷରେ ସ୍ବାଦିଷ୍ଟ ଖାଦ୍ୟର ମଜାନେବେ ସହରବାସୀ

କଟକ,୨୩ା୧୨(ଶିଳ୍ପା ପ୍ରିୟଦର୍ଶିନୀ): ଦିନ କେଇଟା ପରେ ବଡ଼ଦିନ ଓ ନୂଆବର୍ଷ। ପ୍ରଭୁ ଯିଶୁଖ୍ରୀଷ୍ଟଙ୍କ ଜନ୍ମଦିନ ପାଳନ ସହ ନୂତନ ବର୍ଷକୁ ସ୍ବାଗତ କରିବା ପାଇଁ ସହରବାସୀ ବେଶ୍‌…

2 years ago

ଜାଲ୍‌ କାଗଜପତ୍ରରେ ଜମି ପଞ୍ଜୀକରଣ, ଭଉଣୀଭାଇଙ୍କ ସମେତ ୪ ଗିରଫ

ବ୍ରହ୍ମପୁର,୨୩।୧୨(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଉପନିବନ୍ଧକ (ସବ୍‌-ରେଜିଷ୍ଟ୍ରର)ଙ୍କ କାର୍ଯ୍ୟାଳୟ-୨ରେ ନକଲି କାଗଜପତ୍ର ଦାଖଲ କରି ଏକ ଜମିକୁ ପଞ୍ଜୀକରଣ ଉଦ୍ୟମ କରୁଥିବା ୪ ଅଭିଯୁକ୍ତଙ୍କୁ ଟାଉନ ଥାନା…

2 years ago

ମୁକୁଳିଲେ ଭିଏଟ୍‌ନାମର ୬ ନାବିକ

ପାରାଦୀପ,୨୩।୧୨(ଶରତ ରାଉତ): ପାରାଦୀପରେ ୨୦୨୩ ନଭେମ୍ବର ୩୦ରୁ ଅଟକ ଥିବା ଏମ୍‌ଭି ଦେବୀ ଜାହାଜର୨୧ ଜଣ ଭିଏଟ୍‌ନାମ ନାବିକଙ୍କ ମଧ୍ୟରୁ ରବିବାର ସାରେ ମାତ୍ର ୬ ଜଣ…

2 years ago

ଜିନ୍ନତ ହେବ ଟ୍ରାଙ୍କୁଲାଇଜ୍‌

ବାରିପଦା,୨୩ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମହାବଳ ବାଘୁଣୀ ଜିନ୍ନତକୁ ଫେରାଇ ଆଣିବାକୁ ମୟୂରଭଞ୍ଜ ଜିଲା ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ପକ୍ଷରୁ ପ୍ରୟାସ ଆରମ୍ଭ ହୋଇଛି। ଟ୍ରାଙ୍କୁଲାଇଜ୍‌ କରାଯାଇ…

2 years ago

ଡବଲ ଇଞ୍ଜିନ ସରକାର ଉପରେ ବର୍ଷିଲେ ସାଗର

ଭବାନୀପାଟଣା,୨୩ା୧୨(ଉତ୍ତମ କୁମାର ଦାଶ): ରାଜ୍ୟ ସଭା ଭଳି ପବିତ୍ର ଗୃହରେ ବାବା ସାହେବ ଆମ୍ବେଡକରଙ୍କ ନାମରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଅପମାନଜନକ ଶବ୍ଦ ବ୍ୟବହାର କରିବା…

2 years ago

କୁଏଟ୍‌ରେ ଗଞ୍ଜାମ ଶ୍ରମିକଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୩ା୧୨: କୁଏଟ୍‌ ଗସ୍ତ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସେଠାରେ ରହୁଥିବା ଗଞ୍ଜାମ ଜିଲାର ଜଣେ ଶ୍ରମିକଙ୍କ ସହ ଶନିବାର କଥା ହୋଇଥିଲେ। ବବୁଲ ନାମକ ଏହି…

2 years ago

ଜଳସମ୍ପଦର ସୁରକ୍ଷା ପାଇଁ ଶପଥ ପାଠ

ଦିଗପହଣ୍ଡି,୨୨ା୧୨(ଅଶେଷ ନାଥ ମିଶ୍ର)-ଦିଗପହଣ୍ଡି ସ୍ଥିତ ଘୋଡାହାଡ ପାଣି ପଞ୍ଚାୟତ ଶୀର୍ଷ କମିଟି କାର୍ଯ୍ୟାଳୟ ପରିସରରେ ରବିବାର ବିଭାଜନ ସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ପାଳନ ସମାରୋହ ଅନୁଷ୍ଠିତ…

2 years ago

ଦୁଇ ବାଇକ୍‌ ମୁହାଁମୁହିଁ, ଚାଲିଗଲା ଦୁଇ ଜୀବନ 

ନବରଙ୍ଗପୁର,୨୨।୧୨(ସଦାଶିବ ପ୍ରହରାଜ): ନବରଙ୍ଗପୁର ସହର ଗ୍ଲେଜ ହୋଟେଲ ସମ୍ମୁଖ ରାସ୍ତାରେ ଦୁର୍ଘଟଣା ଘଟି ୨ ବାଇକ୍‌ ଚାଳକଙ୍କ ମୃତ୍ୟୁ ହୋଇଛି। ସେମାନେ ହେଲେ ବଡ଼ଡାଇଭଟ୍ଟା ଅଞ୍ଚଳର ଅମିତ…

2 years ago

ଦୁଇ ଦିନିଆ ରାୟଗଡ଼ା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ: ସଜେଇ ହେଉଛି ସହର

ରାୟଗଡ଼ା,୨୨।୧୨(ଆଶିଷ ରଞ୍ଜନ ପଣ୍ଡା)- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଡିସେମ୍ବର ୨୬ରେ ଦୁଇ ଦିନିଆ ରାୟଗଡ଼ା ଜିଲା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଏହି ସମୟରେ ରାୟଗଡ଼ାରେ…

2 years ago