ଆମ ଜିଲା ଖବର

ପ୍ରାପ୍ୟ ନ ପାଇ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେଲେ କ୍ୟାନସର ପୀଡ଼ିତ ରୋଗୀ

ନିଶ୍ଚିନ୍ତକୋଇଲି,୧୨ା୨(ଅଶୋକ ମହାପାତ୍ର): କ୍ୟାନ୍ସରରେ ପୀଡ଼ିତ ଶଯ୍ୟାଶାୟୀ ଜଣେ ବ୍ୟକ୍ତି କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ବୁଧବାର ଧାରଣା ଦେବା ଘଟଣା ସମସ୍ତଙ୍କୁ ଚକିତ କରିଛି।…

2 years ago

ଜିଲା ପର୍ଯ୍ୟଟନ ମାନଚିତ୍ରରେ ସାମିଲ ହେଲା ୭ ପର୍ଯ୍ୟଟନ କେନ୍ଦ୍ର

କେନ୍ଦୁଝର,୧୨ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାର ପ୍ରତିଟି ସ୍ଥାନ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିଥାଏ। ଜିଲାର ଶୀତଳ ଓ ପ୍ରାକୃତିକ ପରିବେଶ ସାଙ୍ଗକୁ ବଣପାହାଡ଼, ଝରଣା, ନଦୀ, ଘାଟି…

2 years ago

ମହିଳାଙ୍କୁ ନିର୍ଯାତନା ଘଟଣା: ଅଭିଯୁକ୍ତଙ୍କୁ ୨ବର୍ଷ ଜେଲ

ଭବାନୀପାଟଣା,୧୨।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ଟାଉନ ଥାନା ଅଞ୍ଚଳରେ ୨୦୧୬ରେ ଜଣେ ବିବାହିତା ମହିଳାଙ୍କୁ ମାନସିକ ନିର୍ଯାତନା ଦିଆଯାଉଥିବା ଅଭିଯୋଗ ହୋଇଥିଲା। ଏଥିରେ ସମ୍ପୃକ୍ତ…

2 years ago

ସାଇବର ଅପରାଧ ନେଇ ବଢ଼ୁଛି ଚିନ୍ତା

ଗଞ୍ଜାମ,୧୧ା୨(ବିଦ୍ୟାଧର ସାହୁ): ବିଭିନ୍ନ ସମୟରେ ଅନେକ ଲୋକ ସାଇବର ଠକେଇର ଶିକାର ହେଉଛନ୍ତି। ଏହାକୁ ରୋକିବା ପାଇଁ ଜନ ସଚେତନତା ସୃଷ୍ଟି କରିବା ନିମନ୍ତେ ଗଞ୍ଜାମ ଥାନା…

2 years ago

କଳାହାଣ୍ଡିରେ ସରିଲା ଖରିଫ୍‌ ଧାନକିଣା:ଗତ ବର୍ଷଠାରୁ ଅଧିକ ଧାନ ସଂଗ୍ରହ

ଭବାନୀପାଟଣା,୧୧ା୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ନଭେମ୍ବର ୨୯ ତାରିଖଠାରୁ ଚାଲିଥିବା ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ସୋମବାର ଶେଷ ହୋଇଛି। ଚଳିତ ଖରିଫ୍‌ରେ ଜିଲାରେ ୬୪ଲକ୍ଷ…

2 years ago

ନବଜାତକଙ୍କୁ ଜନ୍ମ ଦେଇ ଶୌଚାଳୟ ପ୍ୟାନ୍‌ରେ ଫିଙ୍ଗିଦେଲେ ନାବାଳିକା ଛାତ୍ରୀ, ଆଉ ତା’ ପରେ…

ଦାରିଙ୍ଗବାଡ଼ି,୧୨ା୨(ଅରୁଣ ସାହୁ): ସ୍ବାସ୍ଥ୍ୟକେନ୍ଦ୍ରର ଶୌଚାଳୟରୁ ମୃତ ନବଜାତ ଶିଶୁ ଉଦ୍ଧାର ହୋଇଛି। ଜନୈକା ନାବାଳିକା ଛାତ୍ରୀ ନବଜାତକଙ୍କୁ ଜନ୍ମ ଦେଇ ଶୌଚାଳୟ ମଧ୍ୟରେ ଫିଙ୍ଗିଦେଇଥିଲେ ବୋଲି ଚର୍ଚ୍ଚା…

2 years ago

ତହସିଲଦାରଙ୍କ ଆଖି ଖୋସି ହୋଇଗଲା ପରି ସମ୍ପତ୍ତି: ଯେତେ ଖୋଜିଲେ ସେତେ ମିଳୁଛି  

ବାଲେଶ୍ୱର,୧୨।୨(ବାଞ୍ଛାନିଧି ଦେ): ରେମୁଣା ତହସିଲଦାରଙ୍କ ଆଖି ଖୋସି ହୋଇଗଲା ପରି ସମ୍ପତ୍ତି। ଭିଜିଲାନ୍ସ ଅଧିକାରୀଙ୍କ ହୋସ ଉଡାଇଦେଲା ଭଳି ବିଦ୍ୟାଧର ପତିଙ୍କ ସମ୍ପତ୍ତି। ଭିଜିଲାନ୍ସ କୋଟିଏ ଟଙ୍କାର ପୋଷ୍ଟାଲ…

2 years ago

ଯୁବତୀଙ୍କୁ ବଳାତ୍କାର, ଧର୍ମ ପରିବର୍ତ୍ତନ ଚାପ: ମାମଲା ରୁଜୁ କରି ଅଭିଯୁକ୍ତଙ୍କୁ ଖୋଜୁଛି ପୋଲିସ

ସମ୍ବଲପୁର,୧୨ା୨(ପ୍ରମୋଦ ବହିଦାର):ସମ୍ବଲପୁରରେ ଜଣେ ଯୁବତୀଙ୍କୁ ବାରମ୍ବାର ବଳାତ୍କାର କରାଯିବା ସହ ଧର୍ମ ପରିବର୍ତ୍ତନର ଚାପ ପକାଯାଇଥିବା ଅଭିଯୋଗ ହୋଇଛି। ପୀଡ଼ିତା ମଙ୍ଗଳବାର ସନ୍ଧ୍ୟାରେ ଧନୁପାଲି ଥାନାରେ ଏତଲା…

2 years ago

ଖୁଡ଼ୀ-ଝିଆରୀଙ୍କ ପାଟିରେ ସେଲୋଟେପ୍‌ ଲଗାଇ ଲୁଟେରା ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନାଗହଣା

ଅନୁଗୋଳ,୧୨ା୨(ମାନସ ବିଶ୍ୱାଳ): ଅନୁଗୋଳ ଜିଲା ବଅଁରପାଳ ଥାନା ଗଡ଼ସନ୍ଧି ପଞ୍ଚାୟତର ଭାଗବତପୁର ଗ୍ରାମରେ ମଙ୍ଗଳବାର ରାତିରେ ଖୁଡୀ ଓ ଝିଆରୀଙ୍କ ପାଟିରେ ସେଲଟେପ୍‌ ଲଗାଇ ତଣ୍ଟିରେ ଛୁରି…

2 years ago

ରାତିଅଧରେ ଦୋକାନକୁ ପିଟିଲା କାର, ଚାଲିଗଲା ୨ ଜୀବନ

ନୟାଗଡ଼,୧୨।୨: ନୟାଗଡ଼ ଜିଲା ଇଟାମାଟି ଥାନା ଅଞ୍ଚଳରେ ବଡ଼ଧରଣର ଦୁର୍ଘଟଣା ଘଟିଛି। ରାସ୍ତାକଡ଼ରେ ଥିବା ଏକ ଦୋକାନକୁ କାର ପିଟିବାରୁ ୨ ଜଣଙ୍କ ମୃତ୍ୟୁ ଘଟିଛି। ମଙ୍ଗଳବାର…

2 years ago