ଭଞ୍ଜନଗର,୧୯।୭: ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ ଟିକରପଡ଼ା ଗାଁରେ ଝାଡ଼ାବାନ୍ତି ଆତଙ୍କ ଦେଖିବାକୁ ମିଳିଛି। ଗାଁରେ ୨୫ରୁ ଅଧିକ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡିଛି। ଏ ନେଇ…
ବାଲେଶ୍ୱର,୧୯ା୭(ମାନସ ବିଶ୍ୱାଳ): ବାଲେଶ୍ବର ଜିଲା ଔପଦା ବ୍ଲକ ଅଘିରାପଦା ପଞ୍ଚାୟତ ଚିଞ୍ଚିଡ଼ା ସିଂହ ସାହି ଗ୍ରାମରେ ସ୍ତ୍ରୀଙ୍କୁ ପିଟିପିଟି ହତ୍ୟା କରିଛନ୍ତି ସ୍ବାମୀ। ଔପଦା ଥାନା ପୋଲିସ…
ଯାଜପୁର,୧୯ା୭: ଯାଜପୁର ଜିଲା ବିଞ୍ଝାରପୁର ଥାନା ବରହମପୁର ନିକଟରେ ଶୁକ୍ରବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଆମ୍ବୁଲାନ୍ସ ଜଣେ ରୋଗୀଙ୍କ ସମେତ ତାଙ୍କର ୩ ସମ୍ପର୍କୀୟଙ୍କୁ…
ବ୍ରହ୍ମବରଦା,୧୯ା୭(ଯଯାତି କେଶରୀ ବେହେରା): ଜାରକା ଜଳସମ୍ପଦ ଡିଭିଜନ ଅନ୍ତର୍ଗତ ବନ୍ଧଡ଼ିହ ପ୍ରାଥମିକ ବିଦ୍ୟାଳୟ ନିକଟ ନଦୀବନ୍ଧକୁ ସୁଦୃଢୀକରଣ କରାଯାଉଛି। ଯେପରିକି ବ୍ରାହ୍ମଣୀ ନଦୀରେ ବନ୍ୟା ଆସିଲେ ଘାଇ…
ଡେରାବିଶ,୧୯ା୭ (ବେବର୍ତ୍ତା ଅଜୟ ଦାସ): ରାଜମିସ୍ତ୍ରି ଭାବେ କାର୍ଯ୍ୟ କରି ବିଭିନ୍ନ ଲୋକଙ୍କ ଘରକୁ ନିର୍ମାଣ କରିବା ସହ ନୂତନ ଘରେ ବସବାସ ପାଇଁ ସୁଯୋଗ ସୃଷ୍ଟି…
କୋରାପୁଟ/ଡୁମୁରିପୁଟ,୧୯ା୭(ଅମିତାଭ ବେହେରା/ସନ୍ତୋଷ ପାତ୍ର): ଶୁକ୍ରବାର ସକାଳେ ବିଶାଖାପାଟଣାରୁ କୋରାପୁଟ ଆସୁଥିବା ଏକ ସିମେଣ୍ଟ ବୋଝଇ ଟ୍ରକ୍ ଭାରସାମ୍ୟ ହରାଇ ଡୁମୁରିପୁଟ ନିକଟ ୨୬ ନଂ ଜାତୀୟ ରାଜପଥ…
ନୀଳଗିରି,୧୯ା୭(ପ୍ରଶାନ୍ତ କୁମାର ବିଶ୍ୱାଳ): ନୀଳଗିରି ଥାନା ଶେରଗଡ଼ ଝରଣାଘାଟି ୧୯ନଂ ରାଜ୍ୟ ରାଜପଥ ରାସ୍ତାର ୧୧ ନମ୍ବର ପୋଲ ଭାଲୁକାଶୁଣି ଛକ ନିକଟରେ ଶୁକ୍ରବାର ସକାଳେ ବାଲି…
ଖୋର୍ଦ୍ଧା,୧୯ା୭(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ସହରର ପରିମଳ ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଡ୍ରେନ୍ ସଫା ନ ହେବା ଫଳରେ ପୋତିହୋଇଗଲାଣି। ଅଧିକାଂଶ ଡ୍ରେନ୍ ପଥର ଖସି ଭୁଶୁଡ଼ିପଡ଼ିଲାଣି। ଡ୍ରେନ୍…
ଭୁବନ,୧୯ା୭(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଏନ୍ଏସି ଅରାସାହିରେ ଗୋଟିକିଆ ହାତୀ ଆତଙ୍କ ସୃଷ୍ଟି କରିଛି। ହାତୀଟି ଭୁବନ ଏନ୍ଏସି ଚିନ୍ତା ପୋଖରୀ ରାସ୍ତା ଦେଇ…
ନିମାପଡ଼ା,୧୯।୭(ବିଚିତ୍ରାନନ୍ଦ ସାହୁ): ପାଟପୁର ମୁଖ୍ୟରାସ୍ତା, ବଡ଼ ବଜାର ରାସ୍ତା, ଦୋଳବେଦି ଛକ ରାସ୍ତା ଏବେ ବୁଲା ଗୋରୁଙ୍କ ନିରାପଦ ଆଶ୍ରୟସ୍ଥଳୀ ପାଲଟିଛି। ମୁଖ୍ୟ ରାସ୍ତା, ବ୍ଲକ ଛକ,…