ଭୋଗରାଇ,୨୭।୧(ପ୍ରଦୀପ ଦାସ): ବାଲେଶ୍ବର ଜିଲା ସୀମାନ୍ତ ଜଳେଶ୍ୱର ଓ ଭୋଗରାଇ ବ୍ଲକ ନିଶା ବ୍ୟବସାୟୀଙ୍କ ଅଡ୍ଡାସ୍ଥଳ ପାଲଟିଛି। ଏଭଳି ସ୍ଥିତିରେ ଥାନା ଅଞ୍ଚଳରେ ବ୍ରାଉନସୁଗାର କାରବାର ହେଉଥିବା…
ପୁରୁଷୋତ୍ତମପୁର,୨୭।୧(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲସଂଘ ପକ୍ଷରୁ କବିସୂର୍ଯ୍ୟଗରର ନବନିର୍ବାଚିତ ବିଧାୟକ ପ୍ରତାପଚନ୍ଦ୍ର ନାୟକଙ୍କୁ ସୋମବାର ସମ୍ବର୍ଦ୍ଧନା ଦିଆଯାଇଛି। ଓକିଲମାନେ ବାଜାବାଣ ଫୁଟାଇ ଶୋଭାଯାତ୍ରାରେ ବିଧାୟକଙ୍କୁ…
ଲାଞ୍ଜିଗଡ଼,୨୭।୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ସ୍ଥିତ ବେଦାନ୍ତ ଲିମିଟେଡରୁ ଲୁହା ଚୋରି ଅଭିଯୋଗରେ ଲାଞ୍ଜିଗଡ଼ ପୋଲିସ ୬ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…
ମାଲକାନଗିରି.୨୭।୧: କିଛି ଦିନର ନୀରବତା ପରେ ପୁଣି ମାଓବାଦୀମାନେ ଛତିଶଗଡ଼ ବିଜାପୁର କେଶମୁଣ୍ଡି ଗାଁରେ ବର୍ବରକାଣ୍ଡ ଭିଆଇଛନ୍ତି। ମାଓବାଦୀମାନେ କେଶମୁଣ୍ଡି ଗାଁରେ ପଶି ଜଣଙ୍କୁ କୁରାଢିରେ ହାଣି…
କୋରାପୁଟ,୨୭।୧(ଅମିତାଭ ବେହେରା): ରାଜ୍ୟ ସରକାରଙ୍କ ପକ୍ଷରୁ ସୋମବାର କୋରାପୁଟରୁ ଅଯୋଧ୍ୟା ଏବଂ ପ୍ରୟାଗରାଜ ଅଭିମୁଖେ ଏକ ଭଲବୋ ବସ୍ ଯାତ୍ରା ଆରମ୍ଭ କରିଛି। ଅତିଥି ଭାବେ କୋରାପୁଟ…
ଦିଗପହଣ୍ଡି,୨୭ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ପୋଲିସ ଚିକିଟି ଗଡ଼ ଗ୍ରାମର ନୂତନ ପାତ୍ରଙ୍କ ଘରେ ବନ୍ଧକ ରଖାଯାଇଥିବା ୪ ଯୁବକଙ୍କୁ ଉଦ୍ଧାର କରିଛି। ଉଦ୍ଧାର…
ପାଟଣା,୨୭ା୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଡୁମୁରିଆ ପଞ୍ଚାୟତର ଘାଟ ବାଲି ଯୋଡ଼ିସ୍ଥିତ ପ୍ରସିଦ୍ଧ ପ୍ରାଚୀନ ପର୍ଯ୍ୟଟନସ୍ଥଳୀ ଭୀମକୁଣ୍ଡର ସାନକୁଣ୍ଡ ଗଭୀର ଗଣ୍ଡରେ ରବିବାର ଅପରାହ୍ନ…
ବଣାଇଁ,୨୭ା୧(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ଉପଖଣ୍ଡ କୋଇଡ଼ା ଥାନାର ଭଞ୍ଜପାଲି ଜଙ୍ଗଲରୁ ସୋମବାର ଜଣେ ୧୬ ବର୍ଷୀୟା ନାବାଳିକାଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ମିଳିଛି। ନାବାଳିକା…
ଦାରିଙ୍ଗବାଡ଼ି,୨୭ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ତିନିଦିନିଆ ଭାରତ ମାତା ପୂଜନ ଉତ୍ସବର ସୋମବାର ଶେଷ ଦିବସ ରହିଛି। ଏହି ଅବସରରେ ଶନିବାର ଓ…
ଅନୁଗୋଳ,୨୭ା୧(ମାନସ ବିଶ୍ୱାଳ): ଅନୁଗୋଳ ଜିଲା ବନ୍ତଳା ଥାନା ପୋକତୁଙ୍ଗା ରଗତି ତଇଳା ଗ୍ରାମର ଏକ ଫାର୍ମ୍ହାଉସରେ ଦମ୍ପତିଙ୍କ ଜୀବନ ଯାଇଛି। ଉକ୍ତ ଫାର୍ମହାଉସ୍କୁ ପ୍ରତିଦିନ ଜଙ୍ଗଲି ହାତୀପଲ…