ଆମ ଜିଲା ଖବର

କଳାହାଣ୍ଡି ଭାଜପା ସଭାପତି ହେଲେ ଯୁଗଳ ପୋଢ଼

ଭବାନୀପାଟଣା,୨୫ା୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ନୂତନ ଭାଜପା ଜିଲା ସଭାପତି ଭାବେ ବରିଷ୍ଠ ନେତା ଯୁଗଳ କିଶୋର ପୋଢ଼ ମନୋନୀତ ହୋଇଛନ୍ତି। ଭବାନୀପାଟଣାସ୍ଥିତ ସର୍କିଟ ହାଉସରେ…

2 years ago

ବଢ଼ିଲା ପ୍ରତାପ ଜେନାଙ୍କ ଅଡ଼ୁଆ

କଟକ,୨୫।୧: ବଢ଼ିଲା ପ୍ରତାପ ଜେନାଙ୍କ ଅଡ଼ୁଆ। ମହାଙ୍ଗା ଡବଲ ମର୍ଡର ମାମଲାକୁ ବିଚାର ପାଇଁ ଗ୍ରହଣ କରିଛନ୍ତି ସୁପ୍ରିମକୋର୍ଟ। ୪ ସପ୍ତାହ ଭିତରେ ଜବାବ ରଖିବାକୁ ରାଜ୍ୟ…

2 years ago

୧୩ ବର୍ଷ ପରେ ରଣଜୀ ଖେଳିବେ ବିରାଟ କୋହଲି: ଡିଡିସିଏ ସ୍ବତନ୍ତ୍ର ବ୍ୟବସ୍ଥା

ନୂଆଦିଲ୍ଲୀ,୨୫।୧:ଟିମ ଇଣ୍ଡିଆର ଅନେକ ଷ୍ଟାର ଖେଳାଳି ବର୍ତ୍ତମାନ ରଣଜୀ ଟ୍ରଫିରେ ଖେଳୁଛନ୍ତି। ଜାନୁଆରୀ ୨୩ ତାରିଖରେ ଆରମ୍ଭ ହୋଇଥିବା ଏହି ମ୍ୟାଚ୍‌ରେ ରୋହିତ ଶର୍ମା, ଶୁଭମନ ଗିଲ,…

2 years ago

ସକାଳେ ଗାଁରେ ବୁଲୁଥିଲା ହାତୀ, ପରେ…

ସୁନ୍ଦରଗଡ,୨୫।୧(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ବନଖଣ୍ଡ ଅନ୍ତର୍ଗତ କରୁଆବାହାଲ ଗ୍ରାମ ନିକଟରେ ଶନିବାର ପୂର୍ବାହ୍ନରେ ଏକ ଦନ୍ତାହାତୀର ମୃତ୍ୟୁ ଘଟିଛି। ହାତୀଟି ଶନିବାର ସକାଳୁ ଗ୍ରାମ ନିକଟରେ ବୁଲୁଥିବା…

2 years ago

ଜାଣନ୍ତୁ କିଏ ହେଲେ ଗଞ୍ଜାମ ଜିଲା ଭାଜପା ସଭାପତି

ଭୁବନେଶ୍ୱର,୨୫।୧: ବିଭିନ୍ନ ଜିଲାରେ ଭାଜପା ଦଳୀୟ କାର୍ଯ୍ୟାଳୟରେ ସଭାପତି ଘୋଷଣା ହେଉଛି। ବରିଷ୍ଠ ନେତାଙ୍କୁ ବାଛି ତାଙ୍କୁ ବିଜିଲାର ଦାୟିତ୍ୱ ଦିଆଯାଉଛି। ଏହି କ୍ରମରେ ଗଞ୍ଜାମ ଜିଲା…

2 years ago

ଏଟିଏମ୍‌ ମେଶିନ ଲୁଟ୍‌ ଉଦ୍ୟମ

କାଲିମେଳା,୨୫ା୧(ଜୀବନକୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ୩୨୬ ନମ୍ବର ଜାତୀୟ ରାଜପଥର ସଦର ବ୍ଲକ କାର୍ଯ୍ୟାଳୟ ନିକଟରେ ଥିବା ଏସ୍‌ବିଆଇ ଏଟିଏମ୍‌ ମେଶିନ ଲୁଟ୍‌ ଉଦ୍ୟମ ହୋଇଥିବା…

2 years ago

ପରପାରିରେ କଳାର ପୂଜାରୀ କରୁଣାକର

ପାଟଣା,୨୫ା୧(ବୀରକିଶୋର ଦାଶ):  କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ଼ ପାଟଣା ପଞ୍ଚାୟତ ସ୍ବାମ ଶାସନ ଜଣାଶୁଣା ତବଲା, ହାର୍‌ମୋନିୟମ, ସଙ୍ଗୀତ, ଓଡ଼ିଶୀ ଓ ନୃତ୍ୟଗୁରୁ ଓ ନିର୍ଦ୍ଦେଶକ…

2 years ago

ବିଇଓଙ୍କ ସ୍କୁଲ ଗସ୍ତବେଳେ କେହି ଉପସ୍ଥିତ ନ ଥିଲେ, ୪ ଶିକ୍ଷକ ନିଲମ୍ବିତ

ଜୁନାଗଡ଼,୨୫ା୧(ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଶିକ୍ଷା ବିଭାଗ ଅଧୀନ ୩ଟି ସ୍କୁଲରେ କାର୍ଯ୍ୟରତ ଥିବା ୪ ଜଣ ଶିକ୍ଷକଙ୍କୁ ନିଜ ଦାୟିତ୍ୱରେ ଅବହେଳା…

2 years ago

ଘର ଭାଙ୍ଗି ୫ କ୍ୱିଣ୍ଟାଲରୁ ଅଧିକ ଧାନ ଖାଇଗଲା ଗୋଠଛଡ଼ା ଦନ୍ତା

କେନ୍ଦୁଝର,୨୫ା୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ରେଞ୍ଜ ପଳାସପଙ୍ଗା ଫରେଷ୍ଟ ବିଟ୍‌ ଅଞ୍ଚଳରେ ଗୋଠଛଡ଼ା ଦନ୍ତା ଉତ୍ପାତ କରି ଚାଲିଛି। ଶୁକ୍ରବାର ରାତିରେ ଦନ୍ତାଣ୍‌ହାତୀ କଣ୍ଡରାପଶି ତେଲିବନ୍ଧ…

2 years ago

ବାଘଛୁଆର ମୃତଦେହ ଉଦ୍ଧାର

କେନ୍ଦୁଝର,୨୫ା୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ବନଖଣ୍ଡ ତେଲକୋଇ ରେଞ୍ଜ ତାଳପଦା ବିଟ୍‌ କଳାପାଟ ସଂରକ୍ଷିତ ଜଙ୍ଗଲରୁ ଶନିବାର ବନବିଭାଗ ଏକ ବର୍ଷକର କଲରାପତରିଆ ବାଘଛୁଆର ମୃତଦେହ ଉଦ୍ଧାର…

2 years ago