ଲାଠୋର,୨୩ା୧୧(ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ କରୁଆଁଝର ଅଞ୍ଚଳର ଏକ ନବଜାତ ଶିଶୁକନ୍ୟା ବିକ୍ରି ହେବା ନେଇ ଚର୍ଚ୍ଚା ହୋଇଥିଲା । ଏହି ଘଟଣାରେ ସମ୍ପୃକ୍ତ…
ପୁରୀ,୨୩ା୧୧: ଶ୍ରୀମନ୍ଦିର ରତ୍ନଭଣ୍ଡାର ନେଇ ଏଏସ୍ଆଇ ପକ୍ଷରୁ କରାଯାଇଥିବା ଜିପିଆର୍-ଜିପିଏସ୍ ସର୍ଭେ ରିପୋର୍ଟ ଶ୍ରୀମନ୍ଦିର ପ୍ରଶାସନର ହସ୍ତଗତ ହେବା ପରେ ପ୍ରତିକ୍ରିୟା ରଖିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ…
ବାଲିଗୁଡ଼ା,୨୩ା୧୧(ସଞ୍ଜୟ ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଅବକାରୀ ବିଭାଗ ଗଞ୍ଜେଇ ଚୋରାଚାଲାଣ ବେଳେ ଚଢାଉ କରି କାର୍ ସହ ଦୁଇଜଣଙ୍କୁ ଗିରଫ କୋର୍ଟଚାଲାଣ କରିଛି। ସୂଚନାନୁଯାୟୀ, ଅବକାରୀ…
ଗୋପାଳପୁର,୨୩ା୧୧(ନବୀନ ରାଜ ଆଚାରୀ): ଧାର ଟଙ୍କା ମାଗିବାରୁ ନାବାଳକ ଛାତ୍ରଙ୍କୁ ଲୁହା ରୋଡ୍ରେ ଆକ୍ରମଣ କରିଥିବା ନେଇ ଶୁକ୍ରବାର ରାତିରେ ଗୋଳନ୍ଥରା ଥାନାରେ ଅଭିଯୋଗ ହୋଇଛି। ଏ…
ବନ୍ଧମୁଣ୍ଡା, ୨୩ା୧୧(ସୁବ୍ରତ ଦେ): ସୁନ୍ଦରଗଡ଼ ଜିଲା ବିଶ୍ରା ଥାନା ଅଧୀନ ଶାରୁବାହାଲ ଗାଁର ମୁଖ୍ୟ ରାସ୍ତାରେ ଏକ କାର୍ ବାଇକ୍କୁ ଧକ୍କା ଦେଇଥିଲା। ଫଳରେ ବାଇକରେ ଯାଉଥିବା…
ଗୋପାଳପୁର,୨୩ା୧୧(ନବୀନ ରାଜ ଆଚାରୀ): ଶନିବାର ଅପରାହ୍ନରେ ଅବକାରୀ ଗୋଇନ୍ଦା ଅଧିକାରୀମାନେ ଗଞ୍ଜେଇ ଚାଲାଣକାରୀକୁ ଗୋଡ଼ାଇ ଗୋଡ଼ାଇ ଗଞ୍ଜାମ ଜିଲା ୧୬ ନଂ ଜାତୀୟ ରାଜପଥ ଗୋଳନ୍ଥରା ଥାନା…
ଭୁବନେଶ୍ୱର,୨୩ା୧୧: ଯାଜପୁର ଜିଲା ଧର୍ମଶାଳା ବିଧାୟକ ହିମାଂଶୁ ସାହୁଙ୍କୁ ମାଡ଼ ମାରିବା ପ୍ରସଙ୍ଗରେ ବିଜେଡି ବିଧାୟିକା ପ୍ରମିଳା ମଲ୍ଲିକ ଶନିବାର ପ୍ରବଳ ବର୍ଷିଛନ୍ତି। ପ୍ରମିଳା ତାଙ୍କ ପ୍ରତିକ୍ରିୟାରେ…
ବଲାଙ୍ଗୀର,୨୩ା୧୧(ସୁନୀଲ ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ରାସ୍ତା ଖର୍ଲିକାନି ଛକରେ ଶନିବାର ଏକ ବାଇକ ଦୁର୍ଘଟଣାରେ ଦୁଇ ସାଙ୍ଗଙ୍କର ମୃତ୍ୟୁ ହୋଇଛି। ମୃତକ ଦ୍ୱୟ ନିକଟସ୍ଥ ରତାଖଣ୍ଡି…
ଦିଗପହଣ୍ଡି/ପାଟପୁର,୨୩।୧୧(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ପାଟପୁର ପୋଲିସ ପୋଡ଼ାମାରି ଗ୍ରାମର ଅଜୟ ଗୌଡ଼ଙ୍କୁ ଶନିବାର କୋର୍ଟ ଚାଲାଣ କରିଛନ୍ତି। ଜାମିନ ଆବେଦନ ନାମଞ୍ଜୁର ହେବାରୁ ଅଭିଯୁକ୍ତଙ୍କୁ…
ଭବାନୀପାଟଣା,୨୩।୧୧(ଉତ୍ତମ କୁମାର ଦାଶ)- ଭବାନୀପାଟଣାସ୍ଥିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ ପକ୍ଷରୁ ଚାଲିଥିବା ଆନ୍ତଃ ମହାବିଦ୍ୟାଳୟ ସ୍ତରୀୟ ଚେସ୍ ଓ କ୍ୟାରମ ପ୍ରତିଯୋଗିତା ଉଦ୍ଯାପିତ ହୋଇଯାଇଛି। ଚେସ୍ ମହିଳା…