ଆମ ଜିଲା ଖବର

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ଜଣେ ମାଓବାଦୀ ମୃତ

ମାଲକାନଗିରି,୨୧।୧୧(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରିରେ ସୁରକ୍ଷାକର୍ମୀ ଓ ମାଓବାଦୀ ମଧ୍ୟରେ ଗୁରୁବାର ଗୁଳିବିନିମୟ ହୋଇଛି । ମାଲକାନଗିରି ଜିଲା ଏମ ଭି-୭୯ ଜିନ୍ଦଲଗୁଡ଼ା ନିକଟରେ ଏହି ଗୁଳି ବିନିମୟ…

2 years ago

ବିଷାକ୍ତ ମଦ: ଦାଦା, ପୁତୁରା ମୃତ

ତିର୍ତ୍ତୋଲ/କେନ୍ଦ୍ରାପଡ଼ା,୨୧/୧୧(ଗୌରାଙ୍ଗ ଚରଣ ସ୍ବାଇଁ/ଜଗନ୍ନାଥ ଧଳ): ଜଗତ୍‌ସିଂହପୁର ଜିଲା ତିର୍ତ୍ତୋଲ ଥାନା ଅନ୍ତର୍ଗତ ସାମନ୍ତରାପୁର ପଞ୍ଚାୟତ ସିରସ୍ତା ଗ୍ରାମରେ ଛତୁରେ ପକାଇବାକୁ ଥିବା କୀଟନାଶକକୁ ପାଣି ଭାବି ମଦରେ…

2 years ago

ବ୍ୟବସାୟ କରିବାକୁ ଯାଇ ଫେରୁଥିଲେ ସ୍ତ୍ରୀ-ସ୍ବାମୀ, ଟ୍ରେନ୍‌ ଧକ୍କାରେ ଚାଲିଗଲା ଜୀବନ

ଲକ୍ଷ୍ମୀପୁର,୨୦ା୧୧(ଅନନ୍ତ ନାୟକ): ରାୟଗଡ଼ା ଜିଲା ଲକ୍ଷ୍ମୀପୁର ଷ୍ଟେଶନ ନିକଟସ୍ଥ ୧ କି.ମି. ଦୂର ଏକ ଗ୍ରାମକୁ ବ୍ୟବସାୟ କରିବାକୁ ଯାଇ ଫେରୁଥିବା ଦମ୍ପତିଙ୍କ ଟ୍ରେନ୍‌ ଧକ୍କାରେ ମୃତ୍ୟୁ…

2 years ago

ଆକ୍ରମଣ ପରେ ଚାଞ୍ଚଲ୍ୟକର ଖୁଲାସା କଲେ ହିମାଂଶୁ: ”ମୋତେ ମାରିଦେଇଥାନ୍ତେ”

ଯାଜପୁର,୨୦।୧୧: ଧର୍ମଶାଳା ବିଧାୟକ ହିମାଂଶୁ ଶେଖର ସାହୁଙ୍କ ଉପରେ ବୁଧବାର ସନ୍ଧ୍ୟାରେ ଦୁର୍ବୁତ୍ତମାନେ ଆକ୍ରମଣ କରିଛନ୍ତି। ଏହି ଆକ୍ରମଣ ପଛରେ ଯାଜପୁର ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ…

2 years ago

ହିମାଂଶୁଙ୍କ ଉପରେ ଆକ୍ରମଣ ପରେ ମୁହଁ ଖୋଲିଲେ ବବି; ‘ମୁଁ ଘଟଣାସ୍ଥଳରେ ନଥିଲି…’

ଯାଜପୁର,୨୦।୧୧: ଧର୍ମଶାଳା ବିଧାୟକ ହିମାଂଶୁ ଶେଖର ସାହୁଙ୍କ ଉପରେ ଆକ୍ରମଣ ଘଟଣାରେ ପ୍ରତିକ୍ରିୟା ଦେଇଛନ୍ତି ଯାଜପୁର ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସ(ବବି)। ସେ କହିଛନ୍ତି ‘ଗଣତନ୍ତ୍ରରେ…

2 years ago

‘ଦେବାଦେବୀଙ୍କ ଆରାଧନା ବିନା କୌଣସି କାର୍ଯ୍ୟ ସିଦ୍ଧି ହୋଇ ନ ଥାଏ’

କୋକସରା,୨୦ା୧୧(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଆଦିବାସୀ ପରମ୍ପରା, ସଂସ୍କୃତି, ଚାଲିଚଳଣିରେ ଦେବାଦେବୀଙ୍କ ସ୍ଥାନ ସର୍ବାଗ୍ରେ ରହିଥାଏ। ଦେବାଦେବୀଙ୍କ ଆରାଧନା ବିନା ଗ୍ରାମରେ କୌଣସି କାର୍ଯ୍ୟ ସିଦ୍ଧି ହୋଇ ନ…

2 years ago

ସୁପରଭାଇଜରଙ୍କୁ ଆକ୍ରମଣ କରି ଶିକାରୀ କୋର୍ଟ ଚାଲାଣ

ଗୋପାଳପୁର,୨୦ା୧୧(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅନ୍ତର୍ଗତ କୁସୁମି ଅଞ୍ଚଳରେ କାର୍ଯ୍ୟରତ ବିଦ୍ୟୁତ ବିଭାଗ ସୁପରଭାଇଜରଙ୍କୁ କାତିରେ ଆକ୍ରମଣ ମାମଲାରେ ସମ୍ପୃକ୍ତ ଯୁବକଙ୍କୁ ବୁଧବାର…

2 years ago

ଧର୍ମଶାଳା ବିଧାୟକ ହିମାଂଶୁ ସାହୁଙ୍କୁ ଆକ୍ରମଣ ଅଭିଯୋଗ

ଯାଜପୁର,୨୦।୧୧: ଧର୍ମଶାଳା ବିଧାୟକ ହିମାଂଶୁ ସାହୁଙ୍କୁ ଆକ୍ରମଣ। ଯାଜପୁର ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ସମର୍ଥକ ଆକ୍ରମଣ କରିଥିବା ଅଭିଯୋଗ କରିଛନ୍ତି ହିମାଂଶୁ। ଯାଜପୁର ବୁଢ଼ାପୋଲ…

2 years ago

ଆଗକୁ ପ୍ରଥମାଷ୍ଟମୀ: ବଢୁଛି ରାଇକିଆ ହଳଦୀପତ୍ରର ଚାହିଦା, ୧୦ଟି ପତ୍ରକୁ…

ରାଇକିଆ,୨୦ା୧୧(ପ୍ରଦୀପ ବେହେରା): ଆଉ କିଛି ଦିନ ପରେ ପ୍ରଥମାଷ୍ଟମୀ। ଉପକୂଳ ଅଞ୍ଚଳଗୁଡ଼ିକରେ ସୁସ୍ବାଦୁ ପିଠା ପ୍ରସ୍ତୁତି ପାଇଁ ହଳଦୀପତ୍ରର ଆବଶ୍ୟକତା ରହୁଛି। ଏଥିପାଇଁ ହଳଦୀ ପତ୍ରର ଚାହିଦା…

2 years ago

ନାବାଳିକାଙ୍କୁ ବଳାତ୍କାର କରି ୨ ବର୍ଷ ପରେ ଜେଲ୍‌ ଗଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୨୦ା୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁର ଜଣେ ନାବାଳିକାଙ୍କୁ ବଳାତ୍କାର ଘଟଣାରେ ଗତ ୨ ବର୍ଷରୁ ଊର୍ଦ୍ଧ୍ୱ ହେଲା ଫେରାର…

2 years ago