ଆମ ଜିଲା ଖବର

ଜଙ୍ଗଲରୁ ଉଦ୍ଧାର ହେଲା ଶିଶୁକନ୍ୟା

ମାଲକାନଗିରି,୧।୭: ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଜଙ୍ଗଲରୁ ସୋମବାର ଜଣେ ଦିବ୍ୟାଙ୍ଗ ଶିଶୁକନ୍ୟାଙ୍କୁ ଉଦ୍ଧାର କରାଯାଇଛି। ଉଦ୍ଧାର ପରେ ଶିଶୁକନ୍ୟାଙ୍କୁ ଶିଶୁ ସୁରକ୍ଷା ଅଧିକାରୀଙ୍କୁ ହସ୍ତାନ୍ତର କରାଯାଇଛି ।…

2 years ago

କଟାମୁଣ୍ଡ ଧରି ଗାଁ ବୁଲିଲା ଅଭିଯୁକ୍ତ ନାତି

ଟେନସା,୧।୭(ସମୀର କୁମାର ପାଢୀ): ସୁନ୍ଦରଗଡ଼ ଜିଲା କୋଇଡ଼ା କେ.ବଲାଙ୍ଗ ଥାନା ପୁରୁଣାପାଣି ଗାଁରେ ସୋମବାର ଏକ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି। ଅଜାଙ୍କୁ ଅତି ନୃସଂଶ ଭାବେ ଟାଙ୍ଗିଆରେ…

2 years ago

ଲାଗୁ ହେଲା ନୂଆ ଆପରାଧିକ ଆଇନ

ଖୋର୍ଦ୍ଧା,୧।୭ (ପ୍ରଭାତ ପାଣିଗ୍ରାହୀ) : ଆଜିଠୁ ଦେଶରେ ଲାଗୁ ହେଲା ନୂଆ ଆପରାଧିକ ଆଇନ। ଏଣିକି ଦଣ୍ଡ ନୁହେଁ, ଜନତାଙ୍କୁ ନ୍ୟାୟ ଦେବା ଉପରେ କାର୍ଯ୍ୟ କରିବ…

2 years ago

ନୂଆ ଆଇନକୁ ନେଇ ବୈଠକ: ଥାନାଧିକାରୀଙ୍କ ବ୍ୟବହାର ଦେଖି…

ମୋରଡ଼ା,୧ା୭(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ଥାନା ପରିସରରେ ଆଜି ଆଇନ ସଚେତନତାକୁ ନେଇ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଥାନାଧିକାରୀ ସତ୍ୟନାରାୟଣ ବଳଙ୍କ ପୌରୋହିତ୍ୟରେ ଅନୁଷ୍ଠିତ…

2 years ago

ରାଉରକେଲା ଷ୍ଟିଲ୍‌ପ୍ଲାଣ୍ଟ୍‌ରେ ଅଘଟଣ: ୮ ଗୁରୁତର

ରାଉରକେଲା,୧ା୭: ରାଉରକେଲା ଷ୍ଟିଲ୍‌ ପ୍ଲାଣ୍ଟରେ ସୋମବାର ଏକ ଅଘଟଣ ଘଟିଛି। ୫ ନଂ ବ୍ଲାଷ୍ଟ ଫର୍ଣ୍ଣେସ୍‌ରେ ଅଘଟଣ ଘଟିବାରୁ ଏଠାରେ କାମ କରୁଥିବା ୮ ଶ୍ରମିକ ଗୁରୁତର…

2 years ago

ନୂଆ ସରକାରରେ ପ୍ରଥମ ଜନଶୁଣାଣି: ୧୫୦ରୁ ଊର୍ଦ୍ଧ୍ୱ ଅଭିଯୋଗ

ବାଲେଶ୍ୱର ଅଫିସ,୧ା୭(ମାନସ ବିଶ୍ୱାଳ): ବାଲେଶ୍ବର ଜିଲାର ସଦର ବ୍ଲକ ସମ୍ମିଳନୀ କକ୍ଷରେ ରାଜ୍ୟର ନୂତନ ସରକାର ଗଠନ ପରେ ସୋମବାର ପ୍ରଥମ କରି ଆରମ୍ଭ ହୋଇଛି ଜିଲା…

2 years ago

ଶୌଚ ହେବାକୁ ଯାଇଥିବା ବେଳେ ଯୁବକଙ୍କୁ ଦଳିଦେଲା ହାତୀ

ଟେନ୍‌ସା,୧ା୭(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ଫରେଷ୍ଟ ରେଞ୍ଜ କାଳଟା ପଞ୍ଚାୟତର ଝିରିପାଣି ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଛି। ଝିରିପାଣି ନିକଟ ଦୋଲୋଡିହା ଗ୍ରାମର…

2 years ago

ମୁଖ୍ୟମନ୍ତ୍ରୀଙ୍କ ଗାଁରେ ଭାଲୁ ଆତଙ୍କ: ଦୁଇ ଜଣଙ୍କୁ ଗୋଡାଇ କାମୁଡ଼ିଲା

କେନ୍ଦୁଝର,୧।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ କେନ୍ଦୁଝର ଜିଲା ସଦର ରେଞ୍ଜ ଅନ୍ତର୍ଗତ ରାଇକାଳା ଗାଁରେ ସୋମବାର ଭାଲୁ ଆତଙ୍କ ଦେଖିବାକୁ ମିଳିଛି। ନିକଟରେ…

2 years ago

ପଟ୍ଟାମୁଣ୍ଡାଇକୁ ମିଳୁନି ସବ୍‌ଡିଭିଜନ ମାନ୍ୟତା

ପଟ୍ଟାମୁଣ୍ଡାଇ,୧ା୭(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇକୁ ସବ୍‌ଡିଭିଜନ ମାନ୍ୟତା ଦେବା ପାଇଁ ଅଞ୍ଚଳବାସୀଙ୍କ ପକ୍ଷରୁ ଦୀର୍ଘବର୍ଷ ହେଲା ଦାବି ହୋଇଆସୁଛି। ଏ ନେଇ ରାଜ୍ୟ ସରକାର ସବ୍‌ଡିଭିଜନ…

2 years ago

ବର୍ଷା ଅପେକ୍ଷାରେ ଚାଷୀ, କେନାଲ ଶେଷମୁଣ୍ଡରେ ନାହିଁ ପାଣି

କେନ୍ଦ୍ରାପଡ଼ା,୧ା୭(ଜଗନ୍ନାଥ ଧଳ): ଅକ୍ଷୟ ତୃତୀୟାକୁ ଇତିମଧ୍ୟରେ ଦେଢ଼ ମାସ ବିତିଛି। କେନ୍ଦ୍ରାପଡ଼ା ଜିଲାର ଚାଷୀ କ୍ଷେତରେ ହଳ କରି ବର୍ଷାକୁ ଅପେକ୍ଷା କରିଛନ୍ତି। ଝିପିଝିପି ବର୍ଷା ହେଉଥିବା…

2 years ago