ବାଲିଗୁଡା,୧୭।୧୧: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅଧୀନ ୫୯ ନମ୍ବର ଜାତୀୟ ରାଜପଥର ପରମପାଙ୍ଗା ନିକଟ ଇର୍ପିଗୁଡାଠାରେ ରବିବାର ରାତିରେ ଦୁଇ ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା…
କଟକ, ୧୭।୧୧: ବିବାଦ ପରେ ବଢ଼ିଲା କଟକ ବାଲିଯାତ୍ରାରେ ସାଂସ୍କୃତିକ କାର୍ଯ୍ୟକ୍ରମ ସମୟ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ହସ୍ତକ୍ଷେପ ପରେ ଆଉ ଅଧ ଘଣ୍ଟା ସମୟ…
ଭବାନୀପାଟଣା,୧୭।୧୧(ଉତ୍ତମ କୁମାର ଦାଶ): ଭବାନୀପାଟଣା ସ୍ଥିତ ହୋଟେଲ ମିଟ୍ ଟାଉନରେ ରବିବାର ସାରେ କଳାହାଣ୍ଡି ହୋଟେଲ, ରେଷ୍ଟୁରାଣ୍ଟ ଆସୋସିଏଶନର ସାଧାରଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଅଗ୍ନି…
ମାଲକାନଗିରି, ୧୭।୧୧(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ସୁକ୍ମା ଜିଲାରେ ଯବାନଙ୍କ ତଲାସି ଅଭିଯାନ ସମୟରେ ଜଣେ ମାଓବାଦୀଙ୍କୁ ଗିରଫ କରାଯାଇଛି। ଗିରଫ ମାଓବାଦୀ ଜଣକ…
ଲହୁଣୀପଡ଼ା,୧୭ା୧୧(ଦାଶରଥି ପଣ୍ଡା): ସୁନ୍ଦରଗଡ଼ ଜିଲା ଲହୁଣୀପଡ଼ା ଥାନା ଅନ୍ତର୍ଗତ ଖୁଣ୍ଟଗାଁ ହାଟରୁ ସୁନା ବ୍ୟବସାୟୀଙ୍କଠାରୁ ସୁନା ଝାମ୍ପିନେଇ ଦୁର୍ବୃତ୍ତମାନେ ଫେରାର ହୋଇଯାଇଥିବା ଲହୁଣୀପଡ଼ା ଥାନାରେ ଅଭିଯୋଗ ହୋଇଛି।…
ହିଞ୍ଜିଳିକାଟୁ,୧୭।୧୧(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ଗ୍ରାମରେ ରବିବାର ଅପରାହ୍ନରେ ମାଙ୍କଡ ଆତଙ୍କ ଦେଖାଦେଇଛି । ମାଙ୍କଡ଼ କାମୁଡାରେ ଗ୍ରାମର ୧୫ରୁ ଊଦ୍ଦର୍ବ ମହିଳା…
ଖୋର୍ଦ୍ଧା,୧୭।୧୧(ପ୍ରଭାତ ପାଣିଗ୍ରାହୀ): ଭୁବନେଶ୍ବର ଖଣ୍ଡଗିରିସ୍ଥିତ ବୈକୁଣ୍ଠଧାମ ଆଶ୍ରମର ନାବାଳକଙ୍କ ପାଦରେ ତୁଳସୀ ରଖି ପୂଜା ପ୍ରସଙ୍ଗକୁ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। ଏପରିକି ସରକାରୀ ଜମିରେ…
କୋରାପୁଟ,୧୭ା୧୧(ଅମିତାଭ ବେହେରା): ନିଖିଳ ଓଡ଼ିଶା ୬୬୨ ବର୍ଗ (+୨ ଓ +୩) ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ସଂଘ କୋରାପୁଟ ଜିଲା ଶାଖା ପକ୍ଷରୁ ଏକ ବୈଠକ…
ସମ୍ବଲପୁର୧୭ା୧୧(ପ୍ରମୋଦ ବହିଦାର): ଜଙ୍ଗଲ ମଧ୍ୟରେ ୨୮ ଚୋରା ବାଇକ୍କୁ ବିକ୍ରି ପାଇଁ ଲୁଚାଇ ରଖିଥିବାବେଳେ ଅଇଁଠାପାଲି ପୋଲିସ ଜବତ କରିଛି। ସମ୍ବଲପୁର ଜିଲା ଯୁଯୁମୁରା ଥାନା ଅନ୍ତର୍ଗତ…
ପୁରୁଷୋତ୍ତମପୁର,୧୭ା୧୧(ସୀମାଞ୍ଚଳ ମିଶ୍ର): ଲକ୍ଷ୍ମୀ ବସ୍ ମନୋମୁଖୀ ଚଳାଚଳ କରୁଥିବାର ଅଭିଯୋଗ କରି ଧର୍ମଘଟ ଡାକରା ଦେଇଛି ଘରୋଇ ବସ୍ ମାଲିକ ସଂଘ। ଯଦ୍ବାରା ଆସନ୍ତା ୨୦ ତାରିଖରୁ…