ଆମ ଜିଲା ଖବର

ହତ୍ୟାକାଣ୍ଡରେ ପୁଅ ସମ୍ପୃକ୍ତ ଜାଣି ବିଷ ପିଇଦେଲେ ମା’, ବାପା

ପୁରୁଷୋତ୍ତମପୁର,୪।୪(ସୀମାଞ୍ଚଳ ମିଶ୍ର)- ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଧୀନ ଶିକୁଳା ଗ୍ରାମରେ ପୂର୍ବତନ ସରପଞ୍ଚ ନନ୍ଦିନୀ ବେହେରାଙ୍କ ଦେଡ଼ଶୁର କାହ୍ନୁଚରଣ ବେହେରା (୫୫)ଙ୍କୁ ଗତ ଶୁକ୍ରବାର ଛୁରି…

2 years ago

କଲର୍ଭଟରେ ପିଟି ହେଲା ଯନ୍ତ୍ରୀଙ୍କ କାର: ୪ ଗୁରୁତର

କୋରାପୁଟ,୪ା୪(ଅମିତାଭ ବେହେରା): କୋରାପୁଟ ସହରର ଓଏମ୍‌ପି ନିକଟସ୍ଥ ଏକ କଲର୍ଭଟରେ ଭାରସାମ୍ୟ ହରାଇ ଏକ କାର ଗୁରୁବାର ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୪ ଜଣ ଗୁରୁତର ହୋଇଛନ୍ତି।…

2 years ago

କୋରାପୁଟ ନିର୍ବାଚନମଣ୍ଡଳୀ: ବିଜେଡି ବିଧାୟକ ପ୍ରାର୍ଥୀଙ୍କୁ ଦଳୀୟ କର୍ମୀଙ୍କ ବିରୋଧ

ସୁନାବେଡ଼ା,ସେମିଳିଗୁଡ଼ା,୪ା୪(କୃତ୍ତିବାସ ପ୍ରଧାନ/ ବାସୁଦେବ ବରାଡ଼): କୋରାପୁଟ ବ୍ଲକ, ସୁନାବେଡ଼ା ପୌରାଞ୍ଚଳ, ଲମତାପୁଟ ଓ ବୈପାରିଗୁଡ଼ା ବ୍ଲକ ଅଞ୍ଚଳକୁ ନେଇ ଗଠିତ ହୋଇଛି ୧୪୪ ନଂ. କୋରାପୁଟ ନିର୍ବାଚନମଣ୍ଡଳୀ।…

2 years ago

ଜୟପୁର ବନାଞ୍ଚଳରେ ଲାଗିଲା ନିଆଁ

ଜୟପୁର, ୪ା୪(ପବନ ପାଣିଗ୍ରାହୀ): ଜୟପୁର ବନାଞ୍ଚଳ ଅଧୀନରେ ଥିବା ବିଭିନ୍ନ ଜଙ୍ଗଲେ ନିଆଁ ଲାଗିଛି । ଡଙ୍ଗରଛିଞ୍ଚି, ଜବାକନାଡି, ଘାଟବାଗରା, ଗଡପଦର ପାହାଡ଼ ଓ ମାଳିଗୁଡ଼ା ଜଙ୍ଗଲରେ…

2 years ago

ଜାଣନ୍ତୁ ଦୀପାଳିଙ୍କୁ ପୁଣି ଟିକେଟ୍‌ ଦେବାର କାରଣ

ଝାରସୁଗୁଡ଼ା,୪ା୪(ସଞ୍ଜୟ ମାଲି): ବିଜୁ ଜନତା ଦଳ ତା’ର ଦ୍ୱିତୀୟ ପର୍ଯ୍ୟାୟ ବିଧାନସଭା ଓ ତୃତୀୟ ପର୍ଯ୍ୟାୟ ଲୋକ ସଭା ପ୍ରାର୍ଥୀ ତାଲିକା ବୁଧବାର ଘୋଷଣା କରିଛି। ଏହି…

2 years ago

ରାଜ୍ୟରେ ପ୍ରବଳ ଖରା: ବଦଳିଲା ସକାଳୁଆ ସ୍କୁଲ ସମୟ

ଭୁବନେଶ୍ୱର, ୪।୪: ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏପ୍ରିଲ ୨ ତାରିଖରୁ ସକାଳୁଆ ସ୍କୁଲ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ସେଥିପାଇଁ ପ୍ରଥମରୁ ଦ୍ୱାଦଶ ଶ୍ରେଣୀ…

2 years ago

୫ ବର୍ଷର ନାବାଳିକାଙ୍କୁ ବଳାତ୍କାର କରି ୨୦ ବର୍ଷ ଜେଲ୍‌ ଗଲେ ୫୩ ବର୍ଷୀୟ ବ୍ୟକ୍ତି

କେନ୍ଦୁଝର,୪ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଫାଷ୍ଟ ଟ୍ରାକ୍‌ କୋର୍ଟର ବିଚାରପତି ବିଜୟ କୁମାର ମିଶ୍ର ଗୁରୁବାର ୫ ବର୍ଷ ବୟସ୍କା ନାବାଳିକା ବଳାତ୍କାର ମାମଲାର ଶୁଣାଣି କରି…

2 years ago

ବାଲିଗୁଡ଼ା ଆସନରେ ଆଦିବାସୀ କାର୍ଡ ଖେଳିପାରେ ବିଜେଡି, ମଇଦାନକୁ ଓହ୍ଲାଇବେ ନୂଆ ଚେହେରା

ବାଲିଗୁଡ଼ା,୪ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ୩ଟି ବିଧାନସଭା ଆସନରୁ ଫୁଲବାଣୀ ଓ ଘୁ. ଉଦୟଗିରି ଆସନ ପାଇଁ ବିଜେଡି ପ୍ରାର୍ଥୀ ତାଲିକା ପ୍ରକାଶ କରି ସାରିଛି।…

2 years ago

ଏଥର ପାରାଦୀପରୁ କିଏ ହେବେ ବିଜେଡି ପ୍ରାର୍ଥୀ, କଟିବ ସମ୍ବିତଙ୍କ ଟିକେଟ୍‌!

ଭୁବନେଶ୍ୱର, ୪।୪: ଆସନ୍ତା ବିଧାନସଭା ନିର୍ବାଚନ ପାଇଁ ବୁଧବାର ବିଜେଡି ଦ୍ୱିତୀୟ ପର୍ଯ୍ୟାୟରେ ୨୭ ଜଣିଆ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ହେଲେ ଏଥିରେ ପାରାଦୀପର ନାଁ…

2 years ago

କୋରେଇ ରାଜନୀତିରେ ନାଟକୀୟ ମୋଡ଼, ଅଭିନେତା ବନାମ ଅଭିନେତ୍ରୀଙ୍କ ଭିତରେ ହୋଇପାରେ ଲଢେଇ!

ଯାଜପୁର,୪।୪: କୋରେଇ ବିଧାନସଭା ଆସନରେ ମୁହାଁମୁହିଁ ହୋଇପାରନ୍ତି ଅଭିନେତା ଅଭିନେତ୍ରୀ। ଭାଜପା ଏଠାରେ ଅଭିନେତା ଆକାଶ ଦାସ ନାୟକଙ୍କୁ ପ୍ରାର୍ଥୀ ଘୋଷଣା କରିଥିବା ବେଳେ କୋରେଇରୁ ନିର୍ବାଚନ…

2 years ago