ଆମ ଜିଲା ଖବର

ପେଟ୍ରୋଲ ଢ଼ାଳି କାର୍‌ ଜାଳିଦେଲେ

ଦିଗପହଣ୍ଡି,୨୯ା୧୦(ଅଶେଷ ନାଥ ମିଶ୍ର): ସାନଖେମୁଣ୍ଡି ଓ ଦିଗପହଣ୍ଡି ଅଞ୍ଚଳରେ ଅସାମାଜିକତତ୍ତ୍ୱଙ୍କ ଆତଙ୍କରାଜ ବଢ଼ିବାରେ ଲାଗିଛି। ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ୨ ଅଜଣା…

2 years ago

ମରିବା ପୂର୍ବରୁ ସାନଭାଇକୁ ବଡ଼ ଭାଇର ଶେଷ ପ୍ରଶ୍ନ, ବାବୁରେ ମୋତେ କି ବିଷ ଦେଇଛୁ କହ…

କେନ୍ଦୁଝର,୨୯।୧୦: ବଡ଼ଭାଇକୁ ବିଷ ଦେଇଦେଲା ସାନ ଭାଇ। ହେଲେ ବିଷ ପିଇବା ପରେ ବି ଯନ୍ତ୍ରଣାରେ ଜର୍ଜରିତ ହୋଇ ସାନଭାଇକୁ ଖୋଜୁଥିଲା ବଡ଼ ଭାଇ। ଯେତେବେଳେ ଆଖି…

2 years ago

ମା’ଙ୍କୁ ରଖିବାକୁ ନେଇ ମତଭେଦ; ସାନଭାଇଙ୍କୁ ବ୍ଲେଡରେ ଆକ୍ରମଣ କରି ଘାଇଲା କଲେ ବଡ଼ଭାଇ

ହିଞ୍ଜିଳିକାଟୁ, ୨୯।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶିକିରି ଗାଁରେ ମା’ଙ୍କୁ ପାଳନ ପୋଷଣ ନିମନ୍ତେ ମତଭେଦକୁ ନେଇ ମଙ୍ଗଳବାର ୨ ଭାଇଙ୍କ ମଧ୍ୟରେ ଗଣ୍ଡଗୋଳ…

2 years ago

ବରଗଡ଼ ଜେଲ୍‌ରେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ, ଦିନକ ପୂର୍ବରୁ ଆସିଥିଲେ

ବରଗଡ଼, ୨୯। ୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା କାରାଗାରରେ ବିଚାରାଧୀନ କଏଦୀଭାବେ ରହିଥିବା ଜଣେ ଯୁବକଙ୍କ ମଙ୍ଗଳବାର ମୃତ୍ୟୁ ହୋଇଛି। ମୃତକ ଜଣଙ୍କ ହେଲେ ଝାରବନ୍ଧ ଥାନା…

2 years ago

ଫୁଟ୍‌ବଲ୍‌ ଖେଳିଲା ବଣୁଆ ଦନ୍ତା; କିକ୍‌ ମାରିଲା, ପିଲାଙ୍କ ଭଳି ପଡ଼ିଆରେ ଧାଇଁଲା…

କେନ୍ଦୁଝର,୨୯।୧୦ (ନରେଶ ଚନ୍ଦ୍ର ପଟ୍ଟନାୟକ): ପିଲାଙ୍କ ସହ ଫୁଟ୍‌ବଲ୍‌ ଖେଳିଲା ଦନ୍ତା। ଏଭଳି କିଛି ଦୃଶ୍ୟ କେନ୍ଦୁଝର ଜିଲା ପାଟଣା ରେଞ୍ଜ ଧୋବି ପାଟଣା ଗ୍ରାମରେ ଦେଖିବାକୁ…

2 years ago

ସରପଞ୍ଚଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିଲେ ୱାର୍ଡ ସଭ୍ୟ

ଭବାନୀପାଟଣା, ୨୯।୧୦( ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ଗୋବର୍ଦ୍ଧନପୁର ପଞ୍ଚାୟତ ସରପଞ୍ଚ ବୈଦେହୀ ମାଝୀଙ୍କ ନାଁରେ ଅନାସ୍ଥା ପ୍ରସ୍ତାବ ଆଣିଛନ୍ତି ସ୍ଥାନୀୟ ୱାର୍ଡ…

2 years ago

ମହାବାତ୍ୟାରେ ଭାସି ଯାଇଥିଲେ ସ୍ତ୍ରୀ-୪ ସନ୍ତାନ: ତଥାପି ହାରିନାହାନ୍ତି ଶଙ୍କର ନନା

ପାରାଦୀପ,୨୯।୧୦(ଶରତ ରାଉତ):ଓଡ଼ିଶାର ସବୁଠାରୁ ବଡ଼ ବାତ୍ୟା କୁହାଯାଉଥିବା ୧୯୯୯ ମହାବାତ୍ୟାକୁ ମଙ୍ଗଳବାର ୨୫ ବର୍ଷ ପୂରିଛି। ଏହି ୨୫ ବର୍ଷ ମଧ୍ୟରେ ଉପକୂଳ ଓଡ଼ିଶାରେ ୧୧ ଥର…

2 years ago

୩୩ ଘଣ୍ଟା ପରେ ମୃତଦେହକୁ ମିଳିଲା ଶ୍ମଶାନ

ପାପଡାହାଣ୍ଡି,୨୯।୧୦(ସ୍ବପ୍ନଜିତ ପଟ୍ଟନାୟକ):ନବରଙ୍ଗପୁର ଜିଲା ପାପଡାହାଣ୍ଡି ବ୍ଲକ ପଣ୍ଡିକୋଟ ପଞ୍ଚାୟତ ସଦର ମହକୁମାଠାରେ ଧର୍ମ ପରିବର୍ତ୍ତନ ଯୋଗୁ ଗ୍ରାମର ଡମୁଯାନୀଙ୍କ ସୋମବାର ମୃତ୍ୟୁ ପରେ ଶ୍ମଶାନ ମିଳି ନ…

2 years ago

ଭ୍ରମରବାଡିରେ ଶ୍ରୀ ଅନ୍ନ ଯୋଜନା: ଖୋଲିଲା ଖାଦ୍ୟରଆସର

ଦାରିଙ୍ଗବାଡି,୨୯।୧୦(ଅରୁଣ ସାହୁ):ପାରମ୍ପରିକ ଖାଦ୍ୟର ବହୁଳ ପ୍ରଚାର ପ୍ରସାର ସହ ଲୋକଙ୍କ ସ୍ବାସ୍ଥ୍ୟର ଉନ୍ନତି ପାଇଁ ସରକାର ଓଡ଼ିଶା ମିଲେଟ ମିଶନ ଆରମ୍ଭ କରିଥିଲେ। ଯାହାକି ଏବେ ଶ୍ରୀ…

2 years ago

ବଲାଙ୍ଗୀର ଡବଲ ମର୍ଡର ଘଟଣା: ରକ୍ତ ଭିଜା ଲୁଗା, ମୋବାଇଲ ଜବତ କଲା ପୋଲିସ

ବଲାଙ୍ଗୀର,୨୯ା୧୦(ସୁନିଲ କୁମାର ମହାନ୍ତି): ପୁଇଁତଲା ଥାନା ଅଧୀନରେ ତଣ୍ଡାମୁଣ୍ଡା ପତ୍ରା ଜଙ୍ଗଲରେ ଡବଲ ମର୍ଡର ଘଟଣାରେ ବଲାଙ୍ଗୀର ପୋଲିସ ଗୁରୁତ୍ୱପୂର୍ଣ୍ଣ ଅଗ୍ରଗତି ହାସଲ କରିଛି । ପ୍ରାରମ୍ଭରୁ…

2 years ago