ଆମ ଜିଲା ଖବର

ଗ୍ୟାସ୍‌ ସିଲିଣ୍ଡର ଫାଟି ଜଳିଗଲା ୧୦ ବଖରା, ସବୁ ଜଳିପୋଡ଼ି ଛାରଖାର

ଖଲ୍ଲିକୋଟ,୨୮ା୧୦(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ ତୁଳସୀପୁର ପଞ୍ଚାୟତର କମଳାପଦର ଗ୍ରାମରେ ଭୟଙ୍କର ଅଗ୍ନିକାଣ୍ଡ ଘଟି ୩ ପରିବାରର ୧୦ ବଖରାରୁ ଅଧିକ…

2 years ago

ପ୍ରକାଶ ସେଠୀଙ୍କ ନାଁରେ ୩ ଏତଲା

କଟକ ସଦର,୨୮ା୧୦(ସୁଶାନ୍ତ କୁମାର ଜେନା): କଟକ ସଦରର ପୂର୍ବତନ ବିଧାୟକ ଚନ୍ଦ୍ରସାରଥି ବେହେରା ବିଜେଡି ଛାଡ଼ି ଭାଜପାର ସଦସ୍ୟତା ଗ୍ରହଣ କରିଥିବା ନେଇ ଏକ ହ୍ବାଟ୍ସଆପ୍‌ ମେସେଜ…

2 years ago

ବିଦେଶାଗତ ପକ୍ଷୀଙ୍କ କଳରବରେ ଚିଲିକା ତଟଦେଶ ମୁଖରିତ

କୃଷ୍ଣପ୍ରସାଦ,୨୮ା୧୦(କୈଳାସ ଚନ୍ଦ୍ର ପଟ୍ଟନାୟକ): ଶୀତଋତୁ ଆସିଲେ ଚଳଚଞ୍ଚଳ ହୋଇଉଠେ ଚିଲିକାର ପରିବେଶ। ରଙ୍ଗବେରଙ୍ଗର ବିଦେଶାଗତ ପକ୍ଷୀଙ୍କ କଳରବରେ ମୁଖରିତ ହୁଏ ଚିଲିକା ଓ ଏହାର ଉପକୂଳବର୍ତ୍ତୀ ଅଞ୍ଚଳ।…

2 years ago

ଦେବଦେବୀଙ୍କ ଫଟୋ ଥିବା ବାଣ ବିକ୍ରି ବନ୍ଦ କରାଯାଉ

ସରଣ୍ଡା, ୨୭।୧୦(ଯୁଧିଷ୍ଠିର ମହାପାତ୍ର): ଦେବଦେବୀଙ୍କ ଫଟୋ ଥିବା ବାଣ ବିକ୍ରି ଉପରେ ରୋକ୍‌ ଲଗାଇବା ଦାବି ନେଇ ରବିବାର ବରଗଡ଼ ଜିଲା ଅତାବିରା ବିଶ୍ବ ହିନ୍ଦୁ ପରିଷଦ…

2 years ago

ଜଙ୍ଗଲ ସୁରକ୍ଷା ପାଇଁ ନେଲେ ଶପଥ

କୋକସରା,୨୭।୧୦(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଧର୍ମଗଡ଼ ବନାଞ୍ଚଳ ଅଧୀନରେ ଥିବା ସାହାଜଖୋଲ ସଂରକ୍ଷିତ ଜଙ୍ଗଲ ୧୨ହଜାର ୯ ଶହ ୮୯ହେକ୍ଟର ପରିମିତ ଅଞ୍ଚଳରେ ରହିଥିବା ବେଳେ କଳାହାଣ୍ଡି, ରାୟଗଡା,…

2 years ago

ଗାଡ଼ି ଯାଞ୍ଚବେଳେ ଧରାପଡ଼ିଲେ ଦମ୍ପତ୍ତି

ଦାରିଙ୍ଗବାଡି,୨୭।୧୦(ଅରୁଣ ସାହୁ ): ସ୍କୁଟିରେ ଗଞ୍ଜେଇ ଚୋରାଚାଲାଣ କରୁଥିବା ଅଭିଯୋଗରେ ବ୍ରାହ୍ମଣୀଗାଁ ପୋଲିସ ସ୍ବାମୀ ଏବଂ ସ୍ତ୍ରୀଙ୍କୁ ଅଟକ ରଖିଛି। ମିଳିଥିବା ସୂଚନା ମୁତାବକ, ବ୍ରାହ୍ମଣୀଗାଁ ପୋଲିସ…

2 years ago

ରାସ୍ତା ପାରି ହେଉଥିବା ବେଳେ ମାଡ଼ି ଗଲା ଗାଡ଼ି, ଆଉ ତା’ପରେ…

କୋକସରା,୨୭।୧୦(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ବିଜୁ ଏକ୍ସପ୍ରେସ ୱେ କଳାହାଣ୍ଡି ଜିଲା କୋକସରା ଥାନା ବେହେରା ପେଟ୍ରୋଲ ପମ୍ପ ନିକଟରେ ରବିବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ…

2 years ago

ପୂର୍ବଶତ୍ରୁତାରୁ ବୋମାମାଡ଼: ଜେଲ ଫେରନ୍ତା ଫିଙ୍ଗିଥିଲେ ବୋମା, ସମସ୍ତ ଅଭିଯୁକ୍ତ ଫେରାର

ଦିଗପହଣ୍ଡି,୨୭।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରରେ ଘଟିଥିବା ବୋମାମାଡ ପୂର୍ବଶତ୍ରୁତାକୁ ନେଇ ଘଟିଥିବା ଥାନା ଆଇଆଇସି ପ୍ରଶାନ୍ତ କୁମାର ପାତ୍ର ପ୍ରକାଶ କରିଛନ୍ତି। କୁଶପଡ଼ା…

2 years ago

ସୁଧୁରୁନି ସମସ୍ୟା: ପୁଣି ଖଟିଆରେ ବୁହାହୋଇ ଆସିଲେ ରୋଗୀ

ନୂଆପଡ଼ା,୨୭।୧୦ (ମକାରୁ ବେମାଲ): ଗାଁକୁ ଭଲ ରାସ୍ତା ନ ଥିବାରୁ ଆମ୍ବୁଲାନ୍ସ ଯାଇପାରିଲା ନାହିଁ। ଫଳରେ ରୋଗୀଙ୍କୁ ୨କି.ମି. ଖଟିଆରେ ବୋହି ଆମ୍ବୁଲାନ୍ସ ନିକଟକୁ ଅଣାଯାଇଥିଲା। ନୂଆପଡ଼ା…

2 years ago

ନଭେମ୍ବର ୧ରୁ କାର୍ଯ୍ୟବନ୍ଦ ଆନ୍ଦୋଳନ କରିବେ ୧୦୮ ଆମ୍ବୁଲାନ୍ସ କର୍ମଚାରୀ

ପୁରୀ,୨୭।୧୦: ନୂଆ ଟେଣ୍ଡର ପାଇଥିବା କମ୍ପାନୀ ବିରୋଧରେ ପୁରୀ ୧୦୮ ଆମ୍ବୁଲାନ୍ସ କର୍ମଚାରୀ ମହାସଂଘ ଅସନ୍ତୋଷ ପ୍ରକାଶ କରି ରବିବାର କାର୍ଯ୍ୟ ବନ୍ଦ ଆନ୍ଦୋଳନ କରିବାକୁ ଚେତାବନୀ…

2 years ago