ଆମ ଜିଲା ଖବର

ଠେକୁଆ ଦେଖାଇବେ କହି ୭ବର୍ଷର କୁନି ଝିଅକୁ ବଳାତ୍କାର କଲେ ଜେଜେ ବୟସର  ବ୍ୟକ୍ତି: ମାଡ଼ି ବସିଲା ପୋଲିସ 

ଯାଜପୁର,୨୭।୧୦: ଯାଜପୁର ବରୀ-ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ୭ ବର୍ଷର ନାବାଳିକାଙ୍କୁ ବଳାତ୍କାରର ହୋଇଥିଲ। ଘଟଣାର ୪ ଦିନ ପରେ ଅଭିଯୁକ୍ତ କାଳିଆ ପରିଡାଙ୍କୁ ପୋଲିସ ଗିରଫ କରିଛି।…

2 years ago

ସାନଖେମୁଣ୍ଡିରେ ଅନାସ୍ଥାକୁ ନେଇ ରାଜନୈତିକ ଛକାପଞ୍ଝା, ନାଏବ ସରପଞ୍ଚଙ୍କ ଘର ଉପରକୁ ବୋମାମାଡ଼

ଦିଗପହଣ୍ଡି,୨୭ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ପଞ୍ଚାୟତ ସରପଞ୍ଚ ବର୍ଷା ସେଠୀଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବକୁ କେନ୍ଦ୍ରକରି ୨ ଗୋଷ୍ଠୀ ମଧ୍ୟରେ କିଛିଦିନ…

2 years ago

ସାଳନ୍ଦୀ-ନାଳିଆ ନଦୀରେ ବନ୍ୟା, ୬ ହଜାର ଲୋକ ପାଣିଘେରରେ

ତିହିଡ଼ି,୨୭ା୧୦(ସଞ୍ଜିତ ବଳ): ବାତ୍ୟା ଦାନା ପରେ ସାଳନ୍ଦୀ ଓ ନାଳିଆ ନଦୀରେ ବନ୍ୟା ଆସିଛି। ଯାହାଫଳରେ ଭଦ୍ରକ ଜିଲା ତିହଡ଼ି ବ୍ଲକ ଅଧୀନ ବିଲଣା ଓ କୁବେରା…

2 years ago

ମଦ ପିଇବା ପାଇଁ ସ୍ତ୍ରୀଙ୍କୁ ଟଙ୍କା ମାଗିଲେ ସ୍ବାମୀ, ନ ଦେବାରୁ ନେଲେ ଏମିତି ପଦକ୍ଷେପ…

ତୁମୁଡ଼ିବନ୍ଧ,୨୭ା୧୦(ଦୀପକ କୁମାର ପରାସେଠ): ନୃଶଂସ ସ୍ବାମୀଙ୍କର ଅମାନୁଷିକ କାଣ୍ଡ। ମଦ୍ୟପାନ ପାଇଁ ସ୍ବାମୀ ଟଙ୍କା ମାଗିବା ପରେ ସ୍ତ୍ରୀ ଟଙ୍କା ନ ଦେବାରୁ ଛୁରିରେ ସ୍ତ୍ରୀଙ୍କ ଗଳା…

2 years ago

ବାତ୍ୟା ଆଶ୍ରୟସ୍ଥଳ ଛାତରୁ ଖସି ୫ ବର୍ଷୀୟା ଝିଅଙ୍କ ମୃତ୍ୟୁ ଅଭିଯୋଗ

ଝରିଗାଁ,୨୭।୧୦(କିଶୋର ଚନ୍ଦ୍ର ମଣ୍ତଳ)ନବରଙ୍ଗପୁରରୁ ଭୁବନେଶ୍ୱର ଯାଇ କାମ କରୁଥିବା ଏକ ଦମ୍ପତିଙ୍କ ୫ ବର୍ଷୀୟା ଝିଅ ଶୁକ୍ରବାର ଏକ ବାତ୍ୟା ଆଶ୍ରୟସ୍ଥଳ ଛାତରୁ ଖସି ପ୍ରାଣ ହରାଇଛନ୍ତି।…

2 years ago

ବିଜେଡି ବିଧାୟକଙ୍କୁ ଅଣଦେଖା: ଗଣେଶ୍ୱର

କେନ୍ଦ୍ରାପଡ଼ା,୨୭ା୧୦(ଜଗନ୍ନାଥ ଧଳ)ବାତ୍ୟା ‘ଦାନା’ ପ୍ରଭାବରେ କ୍ଷୟକ୍ଷତିର ଆକଳନ ଚାଲିଛି। ଏହି ସମୟରେ ଶାସକ ଓ ବିରୋଧୀ ଦଳର କଳି ଆରମ୍ଭ ହୋଇଛି। ବାତ୍ୟା ପରିଚାଳନାରେ ଶାସକ ଦଳ…

2 years ago

୧୦୮ ଆମ୍ବୁଲାନ୍ସ ଡ୍ରାଇଭରଙ୍କ ମାନବିକତା: ବାତ୍ୟାବେଳେ ଅସୁସ୍ଥ ମହିଳାଙ୍କୁ ବୋହି ଆମ୍ବୁଲାନ୍ସ ଯାଏ ଆଣିଲେ

ରାଜନଗର,୨୭ା୧୦(ଭାସ୍କର ରାଉତରାୟ): ବାତ୍ୟା ‘ଦାନା’ ତାଣ୍ଡବ ଆରମ୍ଭ ହେବା ପୂର୍ବରୁ ରାଜନଗରରେ ବର୍ଷା ଆରମ୍ଭ ହୋଇଯାଇଥିଲା। ଏହି ସମୟରେ ରାଜନଗର ବ୍ଲକ ଡେରା ପଞ୍ଚାୟତ କାଠୁଆଗଣ୍ଡ ଗଁାର…

2 years ago

ବନ୍ୟା ସ୍ଥିତି: ୧୦ ଗାଁ ବିଚ୍ଛିନ୍ନ

ବାଲେଶ୍ୱର(ବାଞ୍ଛାନିଧି ଦେ)/ ନୀଳଗିରି(ପ୍ରଶାନ୍ତ ବିଶ୍ୱାଳ), ୨୭।୧୦: ବାତ୍ୟା ‘ଦାନା’ ପ୍ରଭାବରେ ଦୁଇଦିନ ଧରି ଲଗାଣ ବର୍ଷା ଯୋଗୁ ସୃଷ୍ଟି ହୋଇଛି ବନ୍ୟା ପରିସ୍ଥିତି। ଉପରମୁଣ୍ଡରେ ହୋଇଥିବା ପ୍ରବଳ…

2 years ago

ପୁରୀରେ ହବିଷ୍ୟାଳିଙ୍କ ମୃତ୍ୟୁ: ଚିକିତ୍ସାରେ ଅବହେଳା ଅଭିଯୋଗ ଆଣିଲେ ପରିବାର ଲୋକେ

ପୁରୀ ୨୬ା୧୦(ଅଜିତ୍‌ କୁମାର ମହାନ୍ତି): ରାଜ୍ୟ ସରକାରଙ୍କ ପକ୍ଷରୁ ହବିଷ୍ୟାଳିଙ୍କ ପାଇଁ ପୁରୀରେ ହବିଷ୍ୟାଳି କେନ୍ଦ୍ର କରାଯାଇଛି। ୪ଟି କେନ୍ଦ୍ରରେ ହବିଷ୍ୟାଳିମାନଙ୍କ ରହିବା ନିମନ୍ତେ ପ୍ରଶାସନ ପକ୍ଷରୁ…

2 years ago

ମଣ୍ଡି ବୁଲି ସ୍ଥିତି ଦେଖିଲେ ଜିଲାପାଳ

ଅତାବିରା,୨୬ା୧୦(ହୃଷୀକେଶ ଖମାରୀ): ବରଗଡ଼ ଜିଲାରେ ଧାନ ଅମଳ ଆରମ୍ଭ ହୋଇଛି। ଧାନ ସଂଗ୍ରହ ନୀତି ନିର୍ଦ୍ଧାରଣ ବୈଠକ ପରେ ଜିଲାରେ ମଣ୍ଡିଗୁଡ଼ିକରେ ଧାନ ସଂଗ୍ରହ କରାଯିବ। ଏହି…

2 years ago