ଆମ ଜିଲା ଖବର

ହିଞ୍ଜିଳିରେ ତେଜିଲା ରାଜନୈତିକ ହିଂସା: ସମିତି ସଭ୍ୟଙ୍କୁ ମରଣାନ୍ତକ ଆକ୍ରମଣ

ହିଞ୍ଜିଳିକାଟୁ ,୧୮।୧୦(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳିକାଟୁ ବ୍ଲକ ତଥା ବେଲଗାଁ ଥାନା ଅନ୍ତର୍ଗତ ଦୟାପଲ୍ଲୀ ପଞ୍ଚାୟତରେ ଶୁକ୍ରବାର ରାଜନୈତିକ ହିଂସା ଦେଖା ଦେଇଛି। ସମିତି ସଭ୍ୟ ଇପିଲି ରାଜାରାଓଙ୍କୁ…

2 years ago

କଟକରେ ଭାଙ୍ଗିଲା ତୋରଣ: ଚାପି ହୋଇଗଲା କାର୍‌, ବାଇକ୍‌

କଟକ,୧୮।୧୦(ଶିଳ୍ପା ପ୍ରିୟଦର୍ଶିନୀ): କଟକ ନେତାଜୀ ବସ୍‌ ଟର୍ମିନାଲ ନିକଟରେ ଏକ ଅଘଟଣ ଘଟିଛି। ଖପୁରିଆ ଖାନନଗର ଶିଳ୍ପାଞ୍ଚଳ ପୂଜା କମିଟି ପକ୍ଷରୁ ନିର୍ମାଣ ହୋଇଥିବା ଲାଇଟ ଗେଟ୍‌…

2 years ago

ଛୁଟି ପରେ ଖୋଲିଲା ସ୍କୁଲ: ହେଲେ ୫ଦିନ ହେଲା ଜାରିରହିଛି ଧାରଣା, ରାସ୍ତାରେ ବସିଲେ ଛାତ୍ରୀଛାତ୍ର

କେସିଙ୍ଗା,୧୮ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବାଲସିସ୍ଥିତ ଜବାହର ଉଚ୍ଚ ବିଦ୍ୟାପୀଠ ବାଲସି(କ)ର ପୂର୍ବତନ ପ୍ରଧାନଶିକ୍ଷକ ବଂଶୀଧର ରାଉତଙ୍କୁ ଶିକ୍ଷା କମିଟି ଯୋଗଦାନ କରାଇଦେବୁ ନାହିଁ…

2 years ago

ପ୍ରେମିକାଙ୍କୁ ହତ୍ୟା ଅଭିଯୋଗରେ ଜେଲ ଗଲେ ପ୍ରେମିକ ଯବାନ

ଅତାବିରା଼,୧୮।୧୦(ହୃଷୀକେଶ ଖମାରୀ): ହତ୍ୟା ଅଭିଯୋଗରେ ବରଗଡ଼ ଜିଲା ଭେଡ଼େନ ଥାନା ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ଭେଡ଼େନ ଥାନା କଦଳୀପାଲି ଗ୍ରାମର…

2 years ago

ବୌଦ୍ଧ ଗସ୍ତରେ ପୋଲିସ ମହାନିର୍ଦ୍ଦେଶକ, ଆଇନଶୃଙ୍ଖଳା ନେଇ କଲେ ସମୀକ୍ଷା

ବୌଦ୍ଧ,୧୮ା୧୦(ଅଜିତ କୁମାର ବାରିକ): ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ଓ୍ବାଇ.ବି ଖୁରାନିଆ ଦୁଇ ଦିନିଆ ବୌଦ୍ଧ ଗସ୍ତରେ ଆସି ଜିଲାରେ ମାଓବାଦୀ ଗତିବିଧି ଓ ଆଇନଶୃଙ୍ଖଳା ନେଇ ସମୀକ୍ଷା…

2 years ago

ଓମଫେଡ୍‌ ଘିଅ ବ୍ୟବହାର ନିଷ୍ପତ୍ତି ନେଇ ଏମିତି କହିଲେ ଏମ୍‌ଡି ବିଜୟ ଅମୃତା କୁଲାଙ୍ଗେ

ଭୁବନେଶ୍ୱର,୧୮ା୧୦: ଶ୍ରୀମନ୍ଦିରରେ କେବଳ ଓମଫେଡ୍‌ ଘିଅ ବ୍ୟବହାର ନିଷ୍ପତ୍ତି ଆମ ପାଇଁ ଗର୍ବ ବୋଲି କହିଛନ୍ତି ଓମଫେଡ୍‌ ଏମ୍‌ଡି ବିଜୟ ଅମୃତା କୁଲାଙ୍ଗେ। ଶ୍ରୀମନ୍ଦିରରେ କେବଳ ଓମଫେଡ୍‌…

2 years ago

ସମସ୍ତଙ୍କ ପାଇଁ ହେବ ବ୍ୟବସ୍ଥା, ପ୍ରତିଶ୍ରୁତି ଦେଲେ ଜୟନ୍ତୀ ଷଡ଼ଙ୍ଗୀ

ପୁରୀ,୧୮ା୧୦: ଆରମ୍ଭ ହୋଇଛି କାର୍ତ୍ତିକ ବ୍ରତ। କାର୍ତ୍ତିକରେ ପୁଣ୍ୟ ଅର୍ଜନ ପାଇଁ ପୁରୀରେ ଭିଡ ଲଗାଇଛନ୍ତି ହବିଷ୍ୟାଳି। ଏଥିପାଇଁ ଚଳଚଞ୍ଚଳ ହୋଇଉଠିଛି ଶ୍ରୀକ୍ଷେତ୍ର। ତେବେ ଏହାରି ଭିତରେ…

2 years ago

ନିଖୋଜ ନାବାଳକଙ୍କ ମିଳିଲା ମୃତଦେହ: ପରିବାର ଲୋକେ ଆଣିଲେ ହତ୍ୟା ଅଭିଯୋଗ

ପାଟଣାଗଡ଼,୧୮।୧୦: ବଲାଙ୍ଗୀର ଜିଲା ଲାଠୋର ଥାନା ଝଲିଆଲିଟି ପାହାଡ଼ ଉପରୁ ଶୁକ୍ରବାର ଜଣେ ନାବାଳକଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ…

2 years ago

କଂସ ଅଭିନେତାଙ୍କ ଅଡୁଆ ବଢ଼ିଲା, ମହାପ୍ରୟାଣ ଗାଡ଼ି ବାବଦ ଟଙ୍କା ନେବା ପଡ଼ିଲା ମହଙ୍ଗା

ବରଗଡ଼,୧୮।୧୦(ପ୍ରେମାନନ୍ଦ ଖମାରୀ): ମହାପ୍ରୟାଣ ଗାଡ଼ିରେ ମୃତଦେହ ପରିବହନ ବାବଦକୁ ମୃତକଙ୍କ ସମ୍ପକୀୟଙ୍କଠାରୁ ଟଙ୍କା ନେବା ଘଟଣା ବରଗଡ଼ ଜିଲା ସ୍ବାସ୍ଥ୍ୟ ବିଭାଗରେ କାର୍ଯ୍ୟରତ ଡ୍ରାଇଭର ତଥା ବରଗଡ଼…

2 years ago

ବାଥ୍‌ରୁମ୍‌ରୁ ମିଳିଲା ଯୁବତୀଙ୍କ ମୃତଦେହ: ବଢୁଛି ସନ୍ଦେହ

ବାଲିଗୁଡା,୧୮।୧୦(ସଞ୍ଜୟ କୁମାର ପାଣିଗ୍ରାହୀ):କନ୍ଧମାଳ ଜିଲା ବାଲିଗୁଡା ପଣସପଡ଼ିଠାରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଏଠାରେ ଏକ ବାଥ୍‌ରୁମ୍‌ରୁ ଯୁବତୀଙ୍କ ମୃତଶରୀର ଉଦ୍ଧାର କରାଯାଇଛି। ସୂଚନା ଅନୁଯାୟୀ,…

2 years ago