ଆମ ଜିଲା ଖବର

ରତ୍ନଭଣ୍ଡାର ଚାବି ହଜିବା ରିପୋର୍ଟ ସାର୍ବଜନୀନ ମାମଲା, ୩ ସପ୍ତାହରେ ରିପୋର୍ଟ ଦିଅ: ହାଇକୋର୍ଟ

କଟକ,୧୫ା୩ (କାର୍ତ୍ତିକ ସାହୁ) ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ରତ୍ନଭଣ୍ଡାର ଚାବି ହଜିବା ଘଟଣାର ରଘୁବୀର ଦାସ ତଦନ୍ତ କମିସନ୍‌ଙ୍କ ରିପୋର୍ଟ ସାର୍ବଜନୀନ କରାଯିବା ନେଇ ରୁଜୁ ମାମଲାର…

2 years ago

ଇଡକୋକୁ ହସ୍ତାନ୍ତର ହେବ ବରଗଡ ଚିନିକଳ ଜମି, ପ୍ରତିଷ୍ଠା କରାଯିବ ନୂତନ ଶିଳ୍ପ

ଭୁବନେଶ୍ୱର,୧୫ା୩: ବରଗଡସ୍ଥିତ ଚିନିକଳ ଜମିକୁ ଇଡକୋକୁ ହସ୍ତାନ୍ତର କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ଆଗାମୀ ଦିନରେ ଇଡକୋ ଏହି ଜମିରେ ନୂତନ ଶିଳ୍ପ…

2 years ago

ପ୍ରସନ୍ନ ଆଚାର୍ଯ୍ୟଙ୍କୁ କରାଗଲା ଏୟାରଲିଫ୍ଟ: ସ୍ବାସ୍ଥ୍ୟାବସ୍ଥା…

ସମ୍ବଲପୁର,୧୫।୩: ପୂର୍ବତନ ରାଜ୍ୟ ସଭା ଏମ୍‌ପି ତଥା ବିଜୁ ଜନତା ଦଳର ଉପସଭାପତି ପ୍ରସନ୍ନ ଆଚାର୍ଯ୍ୟଙ୍କୁ ଶୁକ୍ରବାର ଏୟାରଲିଫ୍ଟ କରାଯାଇଛି। ସମ୍ବଲପୁର ଜମାଦାରପାଲି ଏୟାରଷ୍ଟ୍ରିପରୁ ସ୍ବତନ୍ତ୍ର ଏୟାର…

2 years ago

ଘରେ ବିଦ୍ୟୁତ୍‌ ତାର ସଜାଡୁଥିବାବେଳେ ମାରିଲା କରେଣ୍ଟ୍‌: ଚାଲିଗଲା ଜୀବନ

ତିହିଡି,୧୫।୩(ସଞ୍ଜିତ ବଳ):ଭଦ୍ରକ ଜିଲା ତିହିଡି ଥାନା ଗୁଆମାଳ ପଞ୍ଚାୟତ ଅଧୀନ ସଦାନନ୍ଦପୁର ଗ୍ରାମରେ ଶୁକ୍ରବାର ସକାଳେ ବିଦ୍ୟୁତ୍‌ ଆଘାତରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତିଙ୍କ…

2 years ago

ଦୁଇ ଗୋରୁ ବେପାରୀଙ୍କ ଉପରକୁ ଗୁଳିମାଡ଼

ସୁନ୍ଦରଗଡ଼,୧୫ା୩(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା କୁତ୍ରା ନିକଟରେ ଶୁକ୍ରବାର ଏକ ପିକ୍‌ଅପ୍‌ ଉପରକୁ ଗୁଳିମାଡ ହୋଇଛି। ଏଥିରେ ଥିବା ଡ୍ରାଇଭର ଓ ଅନ୍ୟ ଜଣଙ୍କ ଦେହରେ ଗୁଳି…

2 years ago

ଯୁବକଙ୍କ କାଠଫାଳିଆ ମାଡ଼ରେ ଆଉ ଜଣେ ଯୁବକଙ୍କ ଜୀବନ ଗଲା

ପାରଳାଖେମୁଣ୍ଡି,୧୫ା୩(ଗିରିଧାରୀ ପରିଛା): ଜଣେ ଯୁବକଙ୍କ କାଠ ଫାଳିଆ ମାଡ଼ରେ ଆଉ ଜଣେ ଯୁବକଙ୍କ ଜୀବନ ଯାଇଛି। ଏଭଳି ଦୁଃଖଦ ଘଟଣା ଘଟିଛି ଗଜପତି ଜିଲା ମୋହନା ବ୍ଲକଠାରେ।…

2 years ago

ପୂର୍ବତନ ସରପଞ୍ଚଙ୍କୁ ହତ୍ୟା କରି ପୋତିଦେଲେ

କୋରାପୁଟ/ନାରାୟଣପାଟଣା,୧୫ା୩(ଅମିତାଭ ବେହେରା/ରାଜକିଶୋର ଜେନା): କୋରାପୁଟ ଜିଲା ମାଓବାଦୀ ଅଧ୍ୟୁଷିତ ନାରାୟଣପାଟଣା ଥାନା ଅଧିନସ୍ଥ ତଳ ଗୁମାଣ୍ଡି ପଞ୍ଚାୟତର ପୂର୍ବତନ ସରପଞ୍ଚ ଶିଙ୍ଗୁରୁ ତାଡ଼ିଙ୍ଗିଙ୍କୁ ଗୁରୁବାର ବିଳମ୍ବିତ ରାତିରେ…

2 years ago

ସ୍ତ୍ରୀଙ୍କ ଚରିତ୍ରକୁ ସନ୍ଦେହ କରି ଘରେ ପୂରାଇ ଜିଅନ୍ତା ଜାଳିଦେଲେ ସ୍ବାମୀ

ଭୋଗରାଇ,୧୫ା୩(ପ୍ରଦୀପ ଦାସ): ସ୍ତ୍ରୀଙ୍କ ଚରିତ୍ରକୁ ସନ୍ଦେହ କରି ଘର ଭିତରେ ନୃଶଂସ ଭାବେ ନିଆଁ ଲଗାଇ ଜିଅନ୍ତା ଜାଳି ଦେଇଛନ୍ତି ସ୍ବାମୀ। ଏପରି ଏକ ଘଟଣା ଘଟିଛି…

2 years ago

ଗୋରୁ ବୋଝେଇ ପିକ୍‌ଅପ୍‌ ଜବତ କଲେ ଗ୍ରାମବାସୀ

ମୋରଡ଼ା,୧୫ା୩(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ତଥା ଚିତ୍ରଡ଼ା ଫାଣ୍ଡି ଅଧୀନ ଝିଙ୍କିରିଆ ଗ୍ରାମବାସୀଙ୍କ ଦ୍ୱାରା ଏକ ଗୋରୁ ଗାଡ଼ି ଜବତ ହୋଇଛି। ସୂଚନାନୁଯାୟୀ, ଶୁକ୍ରବାର ଭୋର୍‌…

2 years ago

କଲେଜ କର୍ମଚାରୀଙ୍କ ୧୨ ଘଣ୍ଟିଆ ଭଦ୍ରକ ବନ୍ଦ

ଭଦ୍ରକ,୧୫ା୩(ସନାତନ ରାଉତ): ଭଦ୍ରକ ବରପଦା ଇଞ୍ଜିନିୟରିଂ କଲେଜର ଜମି ଦୁର୍ନୀତି, କର୍ମଚାରୀଙ୍କ ବକେୟା ଦରମା ଦାବିରେ କର୍ମଚାରୀ, ବରପଦା ବିକାଶ ମଞ୍ଚ, ନାଗରିକ ସୁରକ୍ଷା ପରିଷଦ ପକ୍ଷରୁ…

2 years ago