ଆମ ଜିଲା ଖବର

‘ଏଠି ମୁଖ୍ୟମନ୍ତ୍ରୀ ନାହାନ୍ତି, ପାଣ୍ଡିଆନ ସବୁ କବ୍‌ଜା କରିଛନ୍ତି’

ସମ୍ବଲପୁର,୨୩ା୫: ଦେଶ ତଥା ରାଜ୍ୟରେ ଚାଲିଛି ସାଧାରଣ ନିର୍ବାଚନ। ମତଦାତାମାନେ ଦୁଇଟି ପର୍ଯ୍ୟାୟରେ ସେମାନଙ୍କ ପ୍ରାର୍ଥୀ ବାଛି ସାରିଥିବା ବେଳେ ଆଉ ଦୁଇଟି ପର୍ଯ୍ୟାୟ ବାକି ଅଛି।…

2 years ago

ବିଜେଡିରେ ରହିବେ ଜ୍ୟୋତି ପାଣିଗ୍ରାହୀ, ମିଳିଲା ବାଲେଶ୍ୱର ଜିଲା ସଭାପତି ଦାୟିତ୍ୱ

ଭୁବନେଶ୍ୱର, ୨୩।୫: ବୁଧବାର ବିଜେଡିରୁ ଇସ୍ତଫା ଦେଇଥିବା ସିମୁଳିଆ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ମନ ପରିବର୍ତ୍ତନ କରି ବିଜେଡିରେ ରହିଛନ୍ତି। ଏଥିପାଇଁ…

2 years ago

ଏହି ତାରିଖରେ ସବୁଦିନ ପାଇଁ ତାମିଲନାଡୁ ପଳାଇବେ ପାଣ୍ଡିଆନ୍‌: ବିଜେଡି ଉପରେ ବର୍ଷିଲେ ହିମନ୍ତ ବିଶ୍ୱଶର୍ମା

ସମ୍ବଲପୁର,୨୩।୫: ଓଡ଼ିଶାର ସମ୍ବଲପୁରରେ ନିର୍ବାଚନ ପ୍ରଚାର ପାଇଁ ପହଞ୍ଚିଛନ୍ତି ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା। ସମ୍ବଲପୁରରେ ମା’ ସମଲେଇ ଦର୍ଶନ ପରେ ବିଜେଡି ସରକାର ଉପରେ ବର୍ଷିଛନ୍ତି…

2 years ago

କନ୍ଧମାଳର ୨ଟି ବୁ୍‌ଥ୍‌ରେ ଚାଲିଛି ସାନି ମତଦାନ

କଣ୍ଟାମାଳ,୨୩।୫:ଭାରତର ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶନାମା ଅନୁସାରେ ଓଡ଼ିଶାର କନ୍ଧମାଳ ଲୋକ ସଭା କ୍ଷେତ୍ରର କଣ୍ଟାମାଳ ବିଧାନସଭା ନିର୍ବାଚନମଣ୍ଡଳୀ ଅଧୀନ ବୁଥ୍‌ ନମ୍ବର ୨୬ ଏବଂ ୨୮ରେ ପୁନଃ…

2 years ago

ଆଭାସୀ ମାଧ୍ୟମରେ ସମୀକ୍ଷାକଲେ ଜିଲାପାଳ

ବାଲେଶ୍ୱର, ୨୩।୫(ମାନସ ବିଶ୍ୱାଳ): ବାଲେଶ୍ୱର ଜିଲା ଜରୁରୀକାଳୀନ ବିଭାଗ ପକ୍ଷରୁ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଆସନ୍ତା ୨୫ ଓ ୨୬ ତାରିଖରେ ହେବାକୁ ଥିବା…

2 years ago

ଯୁବତୀଙ୍କ ଅଶ୍ଳୀଳ ଫଟୋ ଭାଇରାଲ: ଯୁବକ ଗିରଫ

ଗୋପବନ୍ଧୁ ନଗର,୨୩ା୫,(ଶାନ୍ତନୁ କୁମାର ମଢୁଆଳ): ମୟୂରଭଞ୍ଜ ଜିଲା ଖୁଣ୍ଟା ଥାନା ତଥା ଗୋପବନ୍ଧୁ ନଗର ବ୍ଲକ ଅଞ୍ଚଳର ଜଣେ ୧୯ ବର୍ଷିୟା ଯୁବତୀଙ୍କ ଅଶ୍ଳୀଳ ଫଟୋ ଭାଇରାଲ ଅଭିଯୋଗରେ…

2 years ago

ବସ୍‌ ଟର୍ମିନାଲ ଜମି ଜବରଦଖଲ

ବୈଶିଙ୍ଗା,୨୩ା୫(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ବଜାର ଅଞ୍ଚଳରେ  ବସ୍‌ ଟର୍ମିନାଲ ପାଇଁ ଜମି ଚିହ୍ନଟ ହୋଇଛି। ମାତ୍ର ଅଧିଗ୍ରହଣ ନ ହେବାରୁ ଜବରଦଖଲକାରୀମାନେ ଉକ୍ତ ସ୍ଥାନରେ ପକ୍କା…

2 years ago

ଅସୁରକ୍ଷିତ ବାତ୍ୟା ଆଶ୍ରୟସ୍ଥଳ

ବାସୁଦେବପୁର,୨୩ା୫, (ନାରାୟଣ ପ୍ରସାଦ ବାରିକ୍‌): ଭଦ୍ରକ ଜିଲା ବାସୁଦେବପୁର ଅଞ୍ଚଳ ବଙ୍ଗୋପସାଗର ତଟବର୍ତ୍ତୀ ସଂଲଗ୍ନ ନିର୍ବାଚନ ମଣ୍ଡଳୀ ଅଟେ। ଗତ ୧୯୯୯ ମହାବାତ୍ୟା ବେଳେ ଏହି ନିର୍ବାଚନ ମଣ୍ଡଳୀର…

2 years ago

ରାସ୍ତା କାମର ୨ ଦିନ ପରେ ଉଠିଗଲା ପିଚୁ

ପାଣିକୋଇଲି,୨୩ା୫(ବିକାଶ ମଲ୍ଲିକ): ଜାତୀୟ ରାଜପଥ ୧୬ଠାରୁ ହାଟସାହି ଭାୟା ସୋତି ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ଯୋଜନାରେ ରାସ୍ତା ନିର୍ମାଣ କାର୍ଯ୍ୟ ଚାଲୁ ରହିଛି। ଏହାର ଅବଧି…

2 years ago

ବିପଦସଙ୍କୁଳ ଅବସ୍ଥାରେ ଷ୍ଟ୍ରିଟ୍‌ଲାଇଟ୍‌ ବିଦ୍ୟୁତ୍‌ ତାର

ପାଣିକୋଇଲି,୨୩।୫(ବିକାଶ ମଲ୍ଲିକ):ପାଣିକୋଇଲି ୨୦ ନମ୍ବର ଜାତୀୟ ରାଜପଥର ଉଭୟ ପାର୍ଶ୍ୱରେ ଉଜ୍ଜ୍ୱଳ ଆଲୋକ ଜଳୁଛି। ଫଳରେ ଏହା ପାଣିକୋଇଲିର ଶୋଭା ବର୍ଦ୍ଧନ କରିବା ସହ ଲୋକଙ୍କ ରାତ୍ରିକାଳୀନ…

2 years ago