ଆମ ଜିଲା ଖବର

ଫରେଷ୍ଟରଙ୍କ ଆତ୍ମହତ୍ୟା ଘଟଣା: ଡିଏଫ୍‌ଓଙ୍କୁ ଜେରା କଲେ ଏସ୍‌ଡିପିଓ

ଭବାନୀପାଟଣା,୫ା୧୦ (ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଜାରିଙ୍ଗ ସିଲଭି କଲଚର ଅଧୀନ ହାଇଟେକ ନର୍ସରୀ ଫରେଷ୍ଟର ସଞ୍ଜୟ ନାୟକ (୩୩) ଆତ୍ମହତ୍ୟା ଘଟଣାରେ ସ୍ଥାନୀୟ…

2 years ago

ଗୋ-ସେବାଶ୍ରମକୁ ଜାଳିଦେଲେ ଦୁର୍ବୃତ୍ତ: ଅଭିଯୁକ୍ତଙ୍କୁ ଗିରଫ ଦାବି

ଅମରପାଲି,୫।୧୦(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଥାନା ଅନ୍ତର୍ଗତ ଜାଲୋଏ ଗ୍ରାମ ପଞ୍ଚାୟତର ଘିକୁଣ୍ଡି ଗ୍ରାମରେ ଥିବା ମା’ ମାହେଶ୍ୱରୀ ଗୋ-ସେବାଶ୍ରମକୁ କେତେଜଣ ଦୁର୍ବୃତ୍ତ ଜାଳିଦେବା ସହିତ…

2 years ago

ଅର୍ଥ ବିଭାଗର ସ୍ବତନ୍ତ୍ର ସଚିବଙ୍କ ଗସ୍ତକୁ ନେଇ ଗଣମାଧ୍ୟମକୁ ଉପେକ୍ଷା

ଅମରପାଲି,୫।୧୦(ପୀତାମ୍ବର ସାହୁ):ଓଡ଼ିଶା ସରକାରଙ୍କ ଅର୍ଥ ବିଭାଗର ସ୍ବତନ୍ତ୍ର ସଚିବ ଯାମିନି ଷଡଙ୍ଗୀ ସୁବର୍ଣ୍ଣପୁର ଜିଲା ଗସ୍ତ ବେଳେ ବୀରମହାରାଜପୁର ବ୍ଲକର ବିଭିନ୍ନ ଯୋଜନା, ପ୍ରକଳ୍ପ ଏବଂ କେତେକ…

2 years ago

ମା’ ସମଲେଶ୍ବରୀଙ୍କ ଚନ୍ଦ୍ରଘଣ୍ଟା ବେଶ: ଶ୍ରଦ୍ଧାଳୁଙ୍କ ସମାଗମ

ବରଗଡ଼,୫।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ମନ୍ଦିରରେ ଶାରଦୀୟ ନବରାତ୍ର ପୂଜା ଚାଲିଛି। ଏହି କ୍ରମରେ ଶନିବାର ମା’ ସମଲେଶ୍ବରୀ ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ…

2 years ago

ମାସେ ହେଲା ବିନା ଡାକ୍ତରରେ ସେବା

ବ୍ରହ୍ମପୁର,୫ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ଲୋକଙ୍କୁ ସ୍ବାସ୍ଥ୍ୟ ସେବା ଯୋଗାଇବା ପାଇଁ ସରକାରଙ୍କ ତରଫରୁ ବିଭିନ୍ନ ଗ୍ରାମାଞ୍ଚଳରେ ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର ନିର୍ମାଣ କରାଯାଇଛି। ଅନେକ ସ୍ବାସ୍ଥ୍ୟକେନ୍ଦ୍ର ଅବ୍ୟବସ୍ଥାରେ…

2 years ago

ଡାହାଣୀ ସନ୍ଦେହ: ଭାଉଜଙ୍କୁ ହାଣି ହତ୍ୟାକଲେ ଦିଅର

ରାମଚନ୍ଦ୍ରପୁର,(ଗଣେଶ୍ୱର ସା)/ ଘସିପୁରା( ନିରଞ୍ଜନ ସାହୁ),୫ା୧୦: ଡାହାଣୀ ସନ୍ଦେହ କରି ଭାଉଜଙ୍କୁ ଟାଙ୍ଗିଆ ହାଣି ହତ୍ୟା କଲେ ଦିଅର। ଏଭଳି ନୃଶଂସ ହତ୍ୟାକାଣ୍ଡ ଘଟିଛି କେନ୍ଦୁଝର ଜିଲା…

2 years ago

ମା’ଶାରଳାଙ୍କ ମନ୍ଦିରରେ ଘିଅର ମାନକୁ ନେଇ ଉଠିଲା ପ୍ରଶ୍ନ

ଜଗତ୍‌ସିଂହପୁର, ୫ା୧୦(ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁର ଜିଲାର ଅଧିଷ୍ଠାତ୍ରୀ ଦେବୀ ହେଉଛନ୍ତି ମା’ଶାରଳା। ଏହି ମନ୍ଦିରକୁ ପ୍ରତ୍ୟହ ଜିଲା ତଥା ରାଜ୍ୟର ବିଭିନ୍ନ ପ୍ରାନ୍ତରୁ ସହସ୍ରାଧିକ ଶ୍ରଦ୍ଧାଳୁଙ୍କ…

2 years ago

ଗାଁ ପିଣ୍ଡିରେ ବସି ଲୋକଙ୍କ ଦୁଃଖ ଶୁଣିଲେ ଜିଲାପାଳ

ମହାକାଳପଡ଼ା,୫ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ରାଜ୍ୟ ସରକାର ଗ୍ରାମାଞ୍ଚଳ, ଉପାନ୍ତ ଅଞ୍ଚଳରେ ବୁଲି ଲୋକଙ୍କ ଦୁଃଖ ବୁଝିବା ପାଇଁ ଜିଲାପାଳଙ୍କୁ ଦାୟିତ୍ୱ ନ୍ୟସ୍ତ କରାଯାଇଛି। ସେହିପରି ଉପାନ୍ତ ଅଞ୍ଚଳରେ…

2 years ago

୭ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ

ବେଲପଡ଼ା, ୫ା୧୦(ମନୋଜ କୁମାର ମିଶ୍ର):ବଲାଙ୍ଗୀର ଜିଲା ବେଲପଡ଼ା ବ୍ଲକ୍‌ରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ ହୋଇଥିବା କାମର ବିଲ୍‌ କରିବା ପାଇଁ ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ବେଲପଡ଼ା…

2 years ago

କୋରାପୁଟରେ ଡେଙ୍ଗୁ ଆତଙ୍କ : ୨୦ରୁ ଊର୍ଦ୍ଧ୍ୱ ଆକ୍ରାନ୍ତ, ଜଣେ ମହିଳା ମୃତ

ନାରାୟଣପାଟଣା,୨୩ା୮(ରାଜକିଶୋର ଜେନା): କୋରାପୁଟ ଜିଲା ନାରାୟଣପାଟଣା ବ୍ଲକ୍‌ରେ ବର୍ତ୍ତମାନ ଡେଙ୍ଗୁ ଆତଙ୍କ ଖେଳାଇଛି। ଗତ କିଛିଦିନ ମଧ୍ୟରେ ବ୍ଲକ୍‌ରେ ଏକାଧିକ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି। ଡେଙ୍ଗୁରେ…

2 years ago