ଆମ ଜିଲା ଖବର

ବୁଲାଣି ରାସ୍ତାରେ ବସ୍‌ରୁ ଖସି ପଡ଼ିଲେ ହେଲପର୍‌, ମାଡ଼ିଗଲା ବସ୍‌…

ପୁରୀ,୧।୧୦: ପୁରୀ ଜିଲା ଖାଜୁରିଆ ରାସ୍ତା ଗୋବିନ୍ଦପୁର ମହାବୀର ଛକ ବୁଲାଣି ନିକଟରେ ଏକ ଦୁର୍ଘଟଣା ଘଟିଛି। ଚଳନ୍ତା ବସ୍‌ରୁ ହେଲପର୍‌ ଜଣକ ଖସି ପଡିଥିବା ବେଳେ…

2 years ago

ଭାରତର ପ୍ରତିନିଧିତ୍ୱ କରିବେ ଓଡ଼ିଆ ଛାତ୍ର ରୋହିତ ପାତ୍ର

କୋରାପୁଟ,୧।୧୦(ଅମିତାଭ ବେହେରା): ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ଗଣିତ ବିଭାଗର ପ୍ରଥମ ବର୍ଷର ଛାତ୍ର ରୋହିତ ପାତ୍ର ଅକ୍ଟୋବର ୦୪ରୁ ୧୩ ତାରିଖ ପର୍ଯ୍ୟନ୍ତ ଦକ୍ଷିଣ ଆଫ୍ରିକାର ସନ୍‌…

2 years ago

ମାହାଙ୍ଗା ଡବଲ ମର୍ଡର ମାମଲା: ପ୍ରତାପ ଜେନାଙ୍କୁ କ୍ଲିନ୍‌ଚିଟ୍‌

କଟକ,୧।୧୦: ମାହାଙ୍ଗା ଡବଲ ମର୍ଡର ମାମଲାରେ ପୂର୍ବତନ ମନ୍ତ୍ରୀ ପ୍ରତାପ ଜେନା ବଡ଼ ଆଶ୍ୱସ୍ତି ମିଳିଛି। ଏହି ମାମଲାରେ ମଙ୍ଗଳବାର ହାକକୋର୍ଟ ତାଙ୍କୁ କ୍ଲିନ୍‌ଚିଟ୍‌ ଦେଇଛନ୍ତି। ତାଙ୍କ…

2 years ago

ସ୍ତ୍ରୀ ହତ୍ୟାକାରୀ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡ

ବ୍ରହ୍ମପୁର,୧ା୧୦(ସୁବାସ ଚନ୍ଦ୍ର ପାଢୀ): ବ୍ରହ୍ମପୁର ଜିଲା ଜଜ-୧ ଡ. ଇନ୍ଦୁ ଶର୍ମା ମଙ୍ଗଳବାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ପ୍ରକାଶ କରିଛନ୍ତି । ଉପଯୁକ୍ତ ସାକ୍ଷ୍ୟ…

2 years ago

ମହାପ୍ରଭୁଙ୍କ ରୋଷେଇରେ ଲୁହା କଡ଼େଇ ବ୍ୟବହାର ପ୍ରସଙ୍ଗ: ଶ୍ରୀମନ୍ଦିର ପ୍ରଶାସନର ବଡ଼ କାର୍ଯ୍ୟାନୁଷ୍ଠାନ

ପୁରୀ,୧।୧୦: ଶ୍ରୀମନ୍ଦିରରେ ରୋଷେଇରେ ଲୁହା କଡ଼େଇ ବ୍ୟବହାରକୁ ନେଇ ମଙ୍ଗଳବାର ପ୍ରଶାସନ ବନ କାର୍ଯ୍ୟାନୁଷ୍ଠାନ ନେଇଛି। ୩ ସୁପକାରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ସହ ଜଣେ…

2 years ago

ଭିଜିଲାନ୍ସ ଜାଲରେ ଫୁଡ୍ ସେଫ୍ଟି ଅଫିସର: ଲାଞ୍ଚନେଇ ….

କେନ୍ଦ୍ରାପଡା,୧ା୧୦: କେନ୍ଦ୍ରାପଡାର ଫୁଡ୍ ସେଫ୍ଟି ଅଫିସର ବିଭାଷ ମଜୁମଦାର ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି। ଲାଇସେନ୍ସ କରାଇ ଦେବା ପାଇଁ ଲାଞ୍ଚ ନେବାବେଳେ ଫୁଡ୍‌ ସେଫ୍ଟି ଅଫିସରଙ୍କୁ…

2 years ago

ପ୍ରଧାନଶିକ୍ଷୟିତ୍ରୀଙ୍କ ବିରୋଧରେ ଛାତ୍ରୀଙ୍କ ଅଭିନବ ପ୍ରତିବାଦ: ପାଦରେ ୨୧ କିମି ଚାଲି ଚାଲି…

ଭବାନୀପାଟଣା/ଥୁଆମୂଳ ରାମପୁର,୧।୧୦ (ଉତ୍ତମ କୁମାର ଦାଶ/ଦୁର୍ଗା କିର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କିଆପଦରର କସ୍ତୁରବା ଗାନ୍ଧୀ ବିଦ୍ୟାଳୟରେ ମଙ୍ଗଳବାର ସ୍ଥାନୀୟ ଛାତ୍ରୀଙ୍କ ଅଭିନବ ପ୍ରତିବାଦ ଦେଖିବାକୁ…

2 years ago

ନରେନ୍ଦ୍ର ପୁଷ୍କରିଣୀରେ ବୁଡ଼ି ୨ ଯୁବକଙ୍କ ଜୀବନ ଗଲା

ପୁରୀ,୧।୧୦(ଅଜିତ କୂମାର ମହାନ୍ତି): ପୁରୀର ନରେନ୍ଦ୍ର ପୁଷ୍କରିଣୀଠାରେ ମଙ୍ଗଳବାର ପୂର୍ବାହ୍ନରେ ଏକ ଅଭାବନୀୟ ଘଟଣା ଘଟିଛି। ଜେଜେମା’ଙ୍କ ଶ୍ରାଦ୍ଧ ଦେବା ପାଇଁ ପୁରୀ ଆସିଥିବା ଦୁଇ ଯୁବକ…

2 years ago

ଗାଦିମଡ଼ା ଅଧିକାରୀଙ୍କୁ ପୋଲିସ କମିଶନରଙ୍କ କଡ଼ା ଚେତାବନୀ, କହିଲେ ସମ୍ପୂର୍ଣ୍ଣ ତଥ୍ୟ ନେବାକୁ…

କଟକ,୧ା୧୦: ଡିସିପି ଅଫିସରେ ପହଞ୍ଚି କଟକ ଡିସିପି ଜଗମୋହନ ମୀନାଙ୍କ ସମେତ ବରିଷ୍ଠ ପୋଲିସ ଅଧିକାରୀଙ୍କ ସହ ପ୍ରଥମ ବୈଠକ କରିଛନ୍ତି ନୂଆ ପୋଲିସ କମିଶନର ସୁରେଶ…

2 years ago

ସୋସିଆଲ ମିଡିଆରୁ ଦୂରେଇ ରହିବାକୁ ପୋଲିସ ଡିଜିଙ୍କ ଅପିଲ୍‌  

ଭଦ୍ରକ,୧।୧୦:ଭଦ୍ରକ ଧାମନଗର ଯାଇଛନ୍ତି ପୋଲିସ ଡିଜି ଓ୍ବାଇ.ବି ଖୁରାନିଆ। ଭଦ୍ରକ ଧାମନଗରରେ ପହଞ୍ଚି ପୋଲିସ ଡିଜି ୱାଇ.ବି ଖୁରାନିଆ ବରିଷ୍ଠ ଅଧିକାରୀଙ୍କ ସହ ଧାମନଗର ଥାନାରେ ଡିଜିପିଙ୍କ…

2 years ago