ଆମ ଜିଲା ଖବର

ଲୋକଙ୍କ ନିକଟତର ହୋଇ କାର୍ଯ୍ୟ କରିବାକୁ ବିଧାୟକ ଦେଲେ ଗୁରୁମନ୍ତ୍ର

ପୁରୁଷୋତ୍ତମପୁର,୨୫ା୯(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଭୂତସିଙ୍ଗି ପଞ୍ଚାୟତର କଇଠଡ଼ା ଗ୍ରାମରେ ଭାଜପାର ସାଂଗଠନିକ ବୈଠକ ଯୁବନେତା ସୀତାରାମ ପାଣିଗ୍ରାହୀଙ୍କ ସଂଯୋଜନାରେ ବୁଧବାର ଅନୁଷ୍ଠିତ ହୋଇଯାଇଛି।…

2 years ago

ବିଦ୍ୟାଳୟ ଛାତରୁ ଖସିଲା ପ୍ଲାଷ୍ଟର: ଛାତ୍ର ଆହତ, ଧାରଣାରେ ବସିଲେ ଅଭିଭାବକ

ମୋରଡ଼ା,୨୫ା୯(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଭାଲିଆଡିହା ପଞ୍ଚାୟତର ଝିଲିରୀବଣି ସରକାରୀ ପ୍ରାଥମିକ ବିଦ୍ୟାଳୟର ଅଭିଭାବକ ଓ ପରିଚାଳନା କମିଟି ସଦସ୍ୟମାନେ ବୁଧବାର ଚିତ୍ରଡ଼ାସ୍ଥିତ…

2 years ago

ଭରତପୁର ପରେ ପୁଣି: ଥାନାବାବୁଙ୍କ ନାଁରେ ଆସିଲା ସଙ୍ଗୀନ ଅଭିଯୋଗ, ମହିଳା କର୍ମଚାରୀଙ୍କୁ…

ରାଉରକେଲା,୨୫।୯: ପୁଣି ଖାକିରେ ଲାଗିଲା କଳଙ୍କ। ଥାନାବାବୁ ନାଁରେ ଆସିଛି ସଙ୍ଗୀନ ଅଭିଯୋଗ। ଭରତପୁର ଆଦର୍ଶ ଥାନା ପରେ ରାଉରକେଲା ବଣ୍ଡମୁଣ୍ଡା ଥାନାରେ ମହିଳାଙ୍କୁ ଅସଦାଚରଣ। ଏଥର…

2 years ago

ଭାଇ ହତ୍ୟାକାରୀଙ୍କ ଗିରଫ ଦାବି କରି ମା-ବାପାଙ୍କ ସହ ଥାନା ସମ୍ମୁଖରେ ଧାରଣାରେ ବସିଲେ ଭଉଣୀ

ସାଲେପୁର,୨୫ା୯(ଅରବିନ୍ଦ ଭୂୟାଁ): ମୃତ ଭାଇଙ୍କ ହତ୍ୟାକାରୀମାନଙ୍କୁ ଗିରଫ କରି କଠୋରରୁ କଠୋର ଦଣ୍ଡ ବିଧାନ ଦାବି କରି କଟକ ଜିଲା ସାଲେପୁର ଥାନା ସମ୍ମୁଖରେ ମା’-ବାପାଙ୍କ ସହ…

2 years ago

ସମ୍ବଲପୁରୀ ଗାୟିକା ରୁକ୍‌ସାନାଙ୍କ କବର ଖୋଳିବାକୁ ଦେଲେନି ପରିବାର ଲୋକେ, ଫେରିଆସିଲେ ମାଜିଷ୍ଟ୍ରେଟ୍‌-ପୋଲିସ

ଭବାନୀପାଟଣା,୨୫ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାର ଜଣାଶୁଣା ସମ୍ବଲପୁରୀ ଗାୟିକା ତଥା ଅଭିନେତ୍ରୀ ରୁକ୍‌ସାନା ବାନୋ (୨୭)ଙ୍କ ଚିକିତ୍ସାଧୀନ ଅବସ୍ଥାରେ ଗତ ୧୯ ତାରିଖ ଭୁବନେଶ୍ୱରସ୍ଥିତ…

2 years ago

ଏସ୍‌ସିବିରେ ନର୍ସିଂ ଅଫିସରଙ୍କ ଆନ୍ଦୋଳନ, ଦାବି ପୂରଣ ନ ହେଲେ…

କଟକ,୨୫ା୯(ଶିଳ୍ପା ପ୍ରିୟଦର୍ଶିନୀ): ଓଡ଼ିଶା ନର୍ସିଂ କର୍ମଚାରୀ ସଂଘ ପକ୍ଷରୁ ରାଜ୍ୟବ୍ୟାପୀ ୧୦ ଦଫା ଦାବିରେ କାର୍ଯ୍ୟବନ୍ଦ ଡାକରା ଦିଆଯାଇଛି। ସଂଘର ଏସ୍‌ସିବି ଶାଖା ପକ୍ଷରୁ ଏସ୍‌ସିବି ମେଡିକାଲର…

2 years ago

ବର୍ଷ ବର୍ଷ ଧରି ରାସ୍ତା ସମ୍ପ୍ରସାରଣ କାର୍ଯ୍ୟ ସରୁନି: ଯାତ୍ରୀ ଅସନ୍ତୋଷ

ଦାରିଙ୍ଗବାଡି, ୨୫।୯ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ଠାରୁ ରାଇକିଆ ବ୍ଲକକୁ ସଂଯୋଗ କରୁଥିବା ରାସ୍ତା କାର୍ଯ୍ୟ ସମ୍ପ୍ରସାରଣ ବିଳମ୍ବକୁ ନେଇ…

2 years ago

ନଦୀକୁ ଗାଧୋଇବାକୁ ଯାଇଥିଲେ, ମାଡ଼ିଆସିଲା ପ୍ରଖର ସ୍ରୋତ: ଆଉ ତା’ପରେ…

ହିଞ୍ଜିଳିକାଟୁ, ୨୫।୯(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଥାନା ତଥା ଶେରଗଡ଼ ବ୍ଲକ ବ୍ରାହ୍ମଣଛାଇ ଗ୍ରାମରେ ବୁଧବାର ଜଣେ ଯୁବକଙ୍କ ଋଷିକୂଲ୍ୟା ନଦୀରେ ବୁଡି ମୃତ୍ୟୁ ଘଟିଛି। ମୃତକ ହେଲେ…

2 years ago

ଧରିତ୍ରୀ ପ୍ରତିନିଧିଙ୍କ ଅକାଳ ବିୟୋଗ

ଅନୁଗୋଳ,୨୫।୯: ଧରିତ୍ରୀର ଅନୁଗୋଳ ଜିଲା କଣିହାଁ ବ୍ଲକ ପ୍ରତିନିଧି ସଚିଦାନନ୍ଦ ପ୍ରଧାନଙ୍କ ହୃଦଘାତରେ ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୫୩ ବବର୍ଷ ବୟସ ହୋଇଥିଲା। ହଠାତ ସେ…

2 years ago

ସୁସ୍ମିତାଙ୍କ ଚିକିତ୍ସାକୁ ନେଇ ବଢ଼ିଲା ଆଶା: ସହାୟତା ପାଇଁ ଆଗେଇ ଆସିଲା ଜିଲା ପ୍ରଶାସନ

ଦାରିଙ୍ଗବାଡି, ୨୪।୯(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଗୌଡ଼ ସାହିର ଯୁକ୍ତ ଦୁଇ ଛାତ୍ରୀ ସୁସ୍ମିତା ଗୌଡ଼ଙ୍କ ଦୁର୍ଘଟଣାରେ ଦୁଇଟି ଗୋଡ଼ ଭାଙ୍ଗିଯାଇ ଥିବାବେଳେ ତାଙ୍କର ଆହୁରି…

2 years ago