ଆମ ଜିଲା ଖବର

ବରୀରେ ଦେବାଶିଷ ନାୟକ ହେଲେ କଂଗ୍ରେସ ପ୍ରାର୍ଥୀ

ଭୁବନେଶ୍ୱର, ୫।୫: ରବିବାର ପାଞ୍ଚ ବିଧାନସଭା ଆସନରେ ପ୍ରାର୍ଥୀ ବଦଳିଛି କଂଗ୍ରେସ। ବରୀରେ ଆରତୀ ଦେଓଙ୍କ ସ୍ଥାନରେ ଦେବାଶିଷ ନାୟକଙ୍କୁ ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ। ଦଳରେ…

2 years ago

ପାରାଦୀପରେ ସୁନାମି ସମ୍ଭାବନା, ଡାକବାଜି ଯନ୍ତ୍ର ଯୋଗେ ସତର୍କ କରାଇଲା ମତ୍ସବିଭାଗ

ପାରାଦୀପ,୫।୫(ଶରତ ରାଉତ): ସମ୍ପ୍ରତି ବଙ୍ଗୋପସାଗରରେ ସମୁଦ୍ର ଅଶାନ୍ତ ହୋଇଛି। ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ ୫ରୁ ଆସନ୍ତା ୮ ତାରିଖ ମଧ୍ୟରେ ସମୁଦ୍ରରେ ୦.୨ ମିଟରରୁ ୧.୦୫…

2 years ago

ଆଗାମୀ ୨୫ବର୍ଷର ଯାତ୍ରା ସ୍ଥିର କରିବୁ, ଏମିତି କାହିଁକି କହିଲେ ଜୟଶଙ୍କର

କଟକ,୫।୫: କଟକରେ ପହଞ୍ଚିଛନ୍ତି ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର। ସେଠାରେ ସେ ବୁଦ୍ଧିଜୀବୀଙ୍କ ସମ୍ମିଳନୀରେ ଉଦବୋଧନ ଦେଇଛନ୍ତି। ସେ କହିଛନ୍ତି, ବିକଶିତ ଭାରତ ପାଇଁ ଆମକୁ ବିଶ୍ବବନ୍ଧୁ…

2 years ago

ବୌଦ୍ଧରେ ପାଣ୍ଡିଆନଙ୍କ ମାରାଥନ ପ୍ରଚାର, କହିଲେ-‘ନିର୍ବାଚନ ଆସିଲେ ବିରୋଧୀ ଟୁରିଷ୍ଟ ଭଳି ଆସିବେ’

ବୌଦ୍ଧ, ୫।୫ ( ଅଜିତ କୁମାର ବାରିକ): ସାଧାରଣ ନିର୍ବାଚନ ପାଇଁ ବୌଦ୍ଧ ଜିଲାରେ ତ୍ରିମୁଖି ଲଢାଇ ହେବାକୁ ଯାଉଥିବା ବେଳେ ରବିବାର ୫ଟି ଅଧକ୍ଷ୍ୟ କାର୍ତ୍ତିକ…

2 years ago

କଖଡ଼ି ମହାନଦୀ ଅବବାହିକାରେ ୧୬୫ ପାଣିଚିରି, ୮୨ ଅଣ୍ଡା ଦେଲେ, ୩୫ ଛୁଆ ଫୁଟି ବାହାରିଲେ

ଖୁଣ୍ଟୁଣୀ, ୫।୫(ସଚ୍ଚିଦାନନ୍ଦ ପଣ୍ଡା): ପୃଥିବୀରେ ଇଣ୍ଡିଆନ୍‌ ସ୍କିମର ବା ପାଣିଚିରି ଏକ ବିରଳ ପ୍ରଜାତିର ପକ୍ଷୀ। ବିଶ୍ୱରେ ପକ୍ଷୀ ଗଣନା ଅନୁସାରେ ଏହି ପକ୍ଷୀର ସଂଖ୍ୟା ମାତ୍ର…

2 years ago

ଘରେ ମରାମତି କରୁଥିବା ବେଳେ ଅଘଟଣ: ପୁଅଙ୍କୁ ବିଦ୍ୟୁତ୍‌ ଆଘାତରୁ ବଞ୍ଚାଇବାକୁ ଯାଇ ବାପା ମୃତ, ମା’ ଗୁରୁତର

ଯାଜପୁର,୫।୫(ହର୍ଷବର୍ଦ୍ଧନ ବେହେରା): ଯାଜପୁର ରୋଡ଼ ଥାନା ବେଙ୍ଗପାଟିଆ ଗ୍ରାମରେ ରବିବାର ଅଘଟଣ ଘଟିଛି। ବିଦ୍ୟୁତ୍‌ ଆଘାତରେ ବାପ ଓ ପୁଅଙ୍କ ମୃତ୍ୟୁ ହୋଇଥିବା ବେଳେ ମା’ ଗୁରୁତର…

2 years ago

ପାଣ୍ଡିଆନଙ୍କ ବ୍ରହ୍ମପୁର ସମ୍ପର୍କ, କହିଲେ ଝିଅ ପାଇଛି ଏହିଠୁ…

ଭୁବନେଶ୍ୱର,୫।୫: ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ବିଜେଡି ନେତା ଭିକେ ପାଣ୍ଡିଆନ ୪ଟି ଜିଲାର ୩ ଲୋକ ସଭା ଆସନରେ ମାରାଥନ ପ୍ରଚାର କରିଛନ୍ତି। ପ୍ରଚାର…

2 years ago

ହାତ ମିଶାଇଲେ ସୌମ୍ୟ-ଅନୁଭବ, ଖଣ୍ଡପଡ଼ାରେ ହେବ ବଡ଼ ଲଢେଇ

ବ୍ରହ୍ମପୁର,୫।୫: ଖଣ୍ଡପଡ଼ାରେ ରୋଚକ ହେଉଛି ବିଧାନସଭା ଲଢେଇ। ହାତ ମିଶାଇଛନ୍ତି ବିଜେଡିରୁ ନିଲମ୍ବିତ ଖଣ୍ଡପଡା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ ଏବଂ ପୂର୍ବତନ ବିଧାୟକ ଅନୁଭବ ପଟ୍ଟନାୟକ। ଜଣେ…

2 years ago

କୁକୁଡ଼ାଫାର୍ମ ଗନ୍ଧରେ ଅତିଷ୍ଠ ବସ୍ତିବାସିନ୍ଦା

ରାଉରକେଲା,୫ା୫(ବିପ୍ଲବ ରଞ୍ଜନ ଦାଶ)ରାଉରକେଲା ମହାନଗର ନିଗମ ଓ୍ବାର୍ଡ ନଂ. ୪ରେ ଥିବା ପ୍ରଧାନପାଲି ବସ୍ତି ନିକଟରେ କୁକୁଡ଼ାଫାର୍ମ ରହିଛି। ଫଳରେ ବସ୍ତି ପରିବେଶ ପ୍ରଦୂଷିତ ହେଉଥିବା ବସ୍ତିବାସିନ୍ଦା…

2 years ago

୯୨୮ ଅଙ୍ଗନୱାଡି କେନ୍ଦ୍ରର ନାହିଁ ନିଜସ୍ବ ଗୃହ

ଭଦ୍ରକ,୫।୫ (ସନାତନ ରାଉତ)ଭଦ୍ରକ ଜିଲାରେ ୯୨୮ ଅଙ୍ଗନୱାଡି କେନ୍ଦ୍ରର ନିଜସ୍ବ ଗୃହ ନିର୍ମାଣ ହୋଇପାରି ନାହିଁ। ଫଳରେ ନିକଟସ୍ଥ ସ୍କୁଲ, କମ୍ୟୁନିଟି ସେଣ୍ଟର ଓ ଅଙ୍ଗନୱାଡି କର୍ମୀଙ୍କ…

2 years ago