ଆସିକା, ୩୦।୯ (ସୁରେନ୍ଦ୍ର ନାଥ ସାହୁ): ଗଞ୍ଜାମ ଜିଲା ଗାଙ୍ଗପୁର ଥାନା ଅନ୍ତର୍ଗତ ଖଣ୍ଡରାବଳି-ରାମନାପଲ୍ଲୀ ରାସ୍ତାରେ ଏକ ନିର୍ଜନ ସ୍ଥାନରୁ ମଙ୍ଗଳବାର ସକାଳେ ଜଣେ ନାବାଳକଙ୍କ ମୃତଦେହ…
ପୁରୀ,୩୦ା୯(ଅଜିତ୍ କୁମାର ମହାନ୍ତି): ଚଳିତ ବର୍ଷ କାର୍ତ୍ତିକ ବ୍ରତ ଅବସରରେ ପୁରୀରେ ହବିଷିଆଳି ମା’ମାନଙ୍କ ଆଗମନ ସହିତ ଶ୍ରୀମନ୍ଦିରରେ ପ୍ରବଳ ଭିଡ଼ ହେବ। ଏହାକୁ ଦୃଷ୍ଟିରେ ରଖି…
ହାଟଡିହୀ,୩୦।୯(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବଲକ ସୁନ୍ଦରାପାଳଠାରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଥିବା ଆଦର୍ଶ ବିଦ୍ୟାଳୟର ଜଣେ ଅଷ୍ଟମ ଶ୍ରେଣୀ ଛାତ୍ର ମଙ୍ଗଳବାର…
କେନ୍ଦୁଝର,୩୦ା୯ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବାଂଶପାଳ ବ୍ଳକ ନୟାକୋଟ ଥାନା ଅନ୍ତର୍ଗତ ଦୁଧପୋଶି ଗ୍ରାମରେ ଘଟିଛି ଅଘଟଣ। ରାସ୍ତାରେ ପକାଯାଉଥିବା ମାଟିକୁ ଆଣିବାକୁ କେନ୍ଦ୍ର…
ଦେବଗଡ,୩୦।୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ବନଖଣ୍ଡ ରିଆମାଳ ବନାଞ୍ଚଳରେ ମହାବଳ ବାଘ ଆତଙ୍କ । ଗତ କିଛି ଦିନ ହେଲା ବାଘ ବୁଲୁଥିବା ସୂଚନା ରହିଥିବା ବେଳେ…
ଦେବଗଡ,୩୦।୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଥାନା ଅନ୍ତର୍ଗତ ବଳମ ଗ୍ରାମରେ ପଂଚାୟତରାଜ ଓ ପାନୀୟ ଜଳ ଓ ଗ୍ରାମ ଉନ୍ନୟତନ ମନ୍ତ୍ରୀ ରବି ନାରାୟଣ ନାୟକଙ୍କ କାର୍କୁ…
ବ୍ରହ୍ମପୁର,୩୦।୯: ଓଡ଼ିଶା ପୋଲିସ SI ପଦବୀର ବଡ଼ ଜାଲିଆତି ପଦାରେ ପଡ଼ିଥିବା ଚର୍ଚ୍ଚା ହେଉଛି। ବ୍ରହ୍ମପୁର ପୋଲିସ ଦ୍ବାରା ଶତାଧିକ SI ପରୀକ୍ଷାର୍ଥୀ ଅଟକ ରଖାଯାଇଥିବା ସୂଚନା…
ଭୁବନେଶ୍ୱର,୩୦।୯: ଦଶହରା ପାଇଁ ଗାଁଠୁ ସହର ସବୁଠି ଉତ୍ସବ ମୁଖର। ରଙ୍ଗୀନ ଆଲୋକମାଲାରେ ଝଲସୁଛି ପୀଠ ଓ ମଣ୍ଡପ। ସୋମବାର ମା’ଙ୍କ ସପ୍ତମୀ ପୂଜା ହୋଇଥିବା ବେଳେ…
ନୂଆପଡ଼ା,୩୦ା୯ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ମାନିଗୁଡା ଗାଁରେ ବେଆଇନ ଦେଶୀ ଓ ବିଦେଶୀ ମଦ ବିକ୍ରୟକୁ ବିରୋଧ କରି ସୋମବାର ଗ୍ରାମବାସୀ ଜିଲାପାଳଙ୍କ…
ଦାରିଙ୍ଗବାଡି,୩୦।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ଦୁର୍ଗମ ଅଞ୍ଚକଭାବେ ଜଣାଶୁଣା କିରିକୁଟି ପଞ୍ଚାୟତର ବୁରାଙ୍ଗିଆ-ବୁଡ଼ାଗୁଡା ରାସ୍ତା କର୍ଦ୍ଧମାକ୍ତ ଯୋଗୁ ଯାତାୟତରେ ବାଧାପ୍ରାପ୍ତ ଦେଖାଯାଇଛି। ପ୍ରକାଶ…