ଆମ ଜିଲା ଖବର

ରୂପେଶଙ୍କ ଅଭିଯୋଗକୁ ଖଣ୍ଡନ କଲେ ସ୍ମୃତିରେଖା

ଧର୍ମଶାଳା/କାଏମା,୧୬ା୯(ବଟକୃଷ୍ଣ ପରିଡ଼ା/ ଶିବପ୍ରସାଦ ମହାନ୍ତ): ଯାଜପୁର ଜିଲା ଧର୍ମଶାଳାର ଭାଜପା ନେତ୍ରୀ ସ୍ମୃତିରେଖା ପହି ରୂପେଶ ଭଦ୍ରଙ୍କୁ ଟଙ୍କା ମାଗିବା ସହ ତାଙ୍କୁ ବ୍ଲାକମେଲ କରିଥିବା ନେଇ…

2 years ago

ଆଜି ବିଶ୍ୱବିନ୍ଧାଣୀଙ୍କ ପୂଜା, ପାରାଦୀପରେ ଆକର୍ଷଣୀୟ ମଣ୍ଡପ

ପାରାଦୀପ,୧୬ା୯(ଶରତ ରାଉତ): ପାରାଦୀପର ଅନ୍ୟତମ ଗଣପର୍ବ ବିଶ୍ବକର୍ମା ପୂଜା ମହୋତ୍ସବ ସୋମବାରଠାରୁ ଆରମ୍ଭ ହୋଇଛି। ପାରାଦୀପ ବଡ଼ପଡ଼ିଆ ଥାନାଛକଠାରୁ ବ୍ୟାଙ୍କ ଛକ ଓ ନୂଆବଜାର ହୋଟେଲ ଛକ…

2 years ago

ନଦୀ, ପୋଖରୀରୁ ମିଳିଲା ୨ ମୃତଦେହ

ଛତ୍ରପୁର,୧୬।୯(ସନ୍ତୋଷ ପାଢ଼ୀ ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ମୁନିସିପେଣ୍ଠ ନିକଟ ଋଷିକୂଲ୍ୟା ନଦୀ କଂସାରୀ ଗଣ୍ଡରୁ ଜଣେ ଓ ଗଙ୍ଗାପୁର ପୋଖରୀରୁ ଆଉ ଜଣଙ୍କ ମୃତଦେହ…

2 years ago

ସହିବା ସୀମା ଟପିଗଲାଣି, ଏଥର ସାରା ଓଡ଼ିଶା ଜଳିବ

ପାରାଦୀପ,୧୬।୯(ଶରତ ରାଉତ): ଗତ ସାଧାରଣ ନିର୍ବାଚନ ପୂର୍ବରୁ ପାରାଦୀପ ବିଜେଡି ମଧ୍ୟରେ ଚାଲିଥିବା ଶୀତଳ ବିବାଦ ଏବେ ଚରମ ସୀମାରେ ପହଞ୍ଚିଛି। ବିଶେଷକରି ପୂର୍ବତନ ବିଧାୟକ ସମ୍ବିତ…

2 years ago

ନିରାଶରେ ଘରକୁ ଫେରିଲେ ….

ଅତାବିରା,୧୬।୯(ହୃଷୀକେଶ ଖମାରୀ): ବରଗଡ଼ ଜିଲା ଅତାବିରା ବ୍ଲକ ଶିକ୍ଷା ବିଭାଗ ଆନୁକୂଲ୍ୟରେ ଚାଲିଥିବା କବାଡ଼ି ପ୍ରତିଯୋଗିତାରେ ଜଣେ ଛାତ୍ରୀ ସବ୍‌ବ୍ଲକସ୍ତରରେ ଉନ୍ନୀତ ହେବା ଏବଂ ଓଜନ ବୃଦ୍ଧି…

2 years ago

ଗଛରେ ପିଟି ହୋଇ ଓଲଟିଲା ପିକ୍‌ଅପ୍‌, ୯ ଶ୍ରମିକ ଆହତ

ବୌଦ୍ଧ,୧୬ା୯: ଗଛରେ ପିଟି ହୋଇ ଏକ ପିକ୍‌ଅପ୍‌ ଓଲଟି ପଡ଼ିବାରୁ ୯ ଶ୍ରମିକ ଆହତ ହୋଇଛନ୍ତି। ବୌଦ୍ଧ ଥାନା ବୁରପଟା ଛକ ନିକଟରେ ସୋମବାର ଏହି ଦୁର୍ଘଟଣା…

2 years ago

ବିପଦସଙ୍କେତ ଟପିଲା ଜଳକା

ବାଲେଶ୍ୱର,୧୬ା୯(ବାଞ୍ଛାନିଧି ଦେ): ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲାରେ ଲଗାଣ ବର୍ଷା ଜାରି ରହିଛି। ଦୁଇଦିନ ଧରି ବାଲେଶ୍ୱର ଜିଲାରେ ପ୍ରବଳ ବର୍ଷା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ…

2 years ago

ଗଜପତିଙ୍କ ୬୮ ଅଙ୍କ, ୧୪୩୨ ସାଲ ଆରମ୍ଭ

ପୁରୀ,୧୬ା୯(ଅଜିତ୍‌ କୁମାର ମହାନ୍ତି): ଭାଦ୍ରବ ମାସ ଶୁକ୍ଳପକ୍ଷ ଦ୍ୱାଦଶୀ ତିଥି ରବିବାର ଅବସରରେ ଶ୍ରୀନଅରରେ ଗଜପତି ମହାରାଜାଙ୍କ ସୁନିଆ ନୀତି ସମ୍ପନ୍ନ ହୋଇଛି। ଗଜପତି ମହାରାଜା ଦିବ୍ୟସିଂହ…

2 years ago

ଝାଟିମାଟି କୁଡ଼ିଆର ପଲିଥିନ ତଳେ ଅସହାୟ ବୃଦ୍ଧା

ବରଗଡ଼,୧୫।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଉପାନ୍ତ ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ବୁଙ୍ଗାପାଲି ଗ୍ରାମରେ ଏକ ଅଭାବନୀୟ ଘଟଣା ଶନିବାର ସାମ୍ନାକୁ ଆସିଛି। ଗ୍ରାମର ଚତୁର୍ଭୁଜ ମହାନନ୍ଦ(୭୦)ଙ୍କ ଶୁକ୍ରବାର…

2 years ago

ଫାଷ୍ଟ ଫୁଡ୍‌ ଦୋକାନ ଭିତରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ

ପଦ୍ମପୁର,୧୫ା୯(ପ୍ରଶାନ୍ତ କୁମାର କର): ରାୟଗଡ଼ା ଜିଲାର ପଦ୍ମପୁର ସୁନାରି ଘାଇ ଛକ ନିକଟରେ ଥିବା ଏକ ଫାଷ୍ଟ ଫୁଡ୍ ଦୋକାନରେ କାର୍ଯ୍ୟ କରୁଥିବା ଜଣେ କମଚାରୀ ଦୋକାନରେ…

2 years ago