ଆମ ଜିଲା ଖବର

ଓଭରବ୍ରିଜ୍‌ରୁ ବସ୍‌ ଖସି ଦୁର୍ଘଟଣା: ମୃତକଙ୍କୁ ୩୦ ଲକ୍ଷ କ୍ଷତିପୂରଣ ପ୍ରଦାନ ଦାବି

କଟକ,୧୬ା୪ (କାର୍ତ୍ତିକ ସାହୁ) ଯାଜପୁର ଜିଲା ବାରବାଟୀ ନିକଟରେ ସୋମବାର ରାତିରେ ଓଭରବ୍ରିଜରୁ ପ୍ରାୟ ୩୦ ଫୁଟ ତଳକୁ ଯାତ୍ରୀବାହୀ ବସ୍‌ ଖସି ଦୁର୍ଘଟଣା ଘଟିବାକୁ ନେଇ…

2 years ago

ଫୁଲ ଧରିଲେ ବିଜେଡିର ପୂର୍ବତନ ବିଧାୟକ ବେଦବ୍ୟାସ ନାୟକ

କେନ୍ଦୁଝର,୧୬।୪(ନରେଶ ଚନ୍ଦ୍ର ପଟ୍ଟନାୟକ) ପୂର୍ବତନ ବିଜେଡି ବିଧାୟକ ବେଦବ୍ୟାସ ନାୟକ ଆଜି ଶଙ୍ଖ ଛାଡ଼ି ଫୁଲ ଧରିଛନ୍ତି। ଭୁବନେଶ୍ୱରରେ ଏକ ମିଶ୍ରଣ କାର୍ଯ୍ୟକ୍ରମରେ ସେ ତାଙ୍କ କେତେକ…

2 years ago

ବଜ୍ରପାତରେ ୩ ମୃତ

କେନ୍ଦ୍ରାପଡ଼ା,୧୬।୪: କେନ୍ଦ୍ରାପଡ଼ାରେ କାଳବୈଶାଖୀ ବର୍ଷା ସାଙ୍ଗକୁ ଜୋରରେ ପବନ ହୋଇଛି। ତେବେ ବଜ୍ରପାତରେ ୩ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ପାଟକୁରା କୁଦାନଗରୀ ବଙ୍ଗାରିରେ ଜଣେ, କୁଣ୍ଡିଲୋରେ ଜଣେ…

2 years ago

ମା’ ଧାମୁରାଇଙ୍କୁ ପୂଜା କରି ପ୍ରଚାର ଆରମ୍ଭ କଲେ କଂଗ୍ରେସ ପ୍ରାର୍ଥୀ

ଚାନ୍ଦବାଲି,୧୬।୪(କିଷାନ ପାତ୍ର)- ଭଦ୍ରକ ଜିଲା ଚାନ୍ଦବାଲି ନିର୍ବାଚନୀ ମଣ୍ଡଳୀ କଂଗ୍ରେସ କଂଗ୍ରେସ ପ୍ରାର୍ଥୀ ଅମୀୟ ମହାପାତ୍ର ମଙ୍ଗଳବାର ଧାମରାଠାରେ ମା’ଧାମୁରାଇଙ୍କ ଦର୍ଶନ କରି ପ୍ରଚାର ଆରମ୍ଭ କରିଛନ୍ତି।…

2 years ago

ଶୁଣାଣି ଚାଲିଥିବା ବେଳେ କୋର୍ଟ ଛାତରୁ ଡେଇଁ ପଡ଼ିଲେ ଅଭିଯୁକ୍ତ

ଝାରସୁଗୁଡ଼ା,୧୬।୪: ଝାରସୁଗୁଡ଼ା ଜିଲା ଦୌରାଜଜଙ୍କ ଅଦାଲତର ଦ୍ୱିତୀୟ ମହଲାରୁ ମଙ୍ଗଳବାର ଜଣେ ଅଭିଯୁକ୍ତ ଡେଇଁ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଅଭିଯୁକ୍ତ ଜଣକ ହେଲେ ବେଲପାହାଡ଼ ଥାନା ଅଧୀନ…

2 years ago

ଫେରାର କଏଦୀଙ୍କ ସନ୍ଦେହଜନକ ମୃତ୍ୟୁ

କାଳିଆ ପାଣି,୧୬।୪:(ଅସିତ ମହାନ୍ତ): ଯାଜପୁର ଜିଲା କାଳିଆପାଣି ଥାନା ଅଧୀନ ପାନାସିଆ ଗାଁର ଜଣେ ବିଚାରଧୀନ ଫେରାର କଏଦୀଙ୍କ ମଙ୍ଗଳବାର ସନ୍ଦେହଜନକ ମୃତ୍ୟୁ ଘଟିଛି। ସେ ହେଲେ…

2 years ago

ମହିଷମର୍ଦ୍ଦିନୀ ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୧୬।୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଇଷ୍ଟଦେବୀ ମା’ତାରାତାରିଣୀଙ୍କ ଚତୁର୍ଥପାଳି ଚୈତ୍ର ମଙ୍ଗଳବାର ଯାତ୍ରାରେ ପ୍ରବଳ ଜନ ସମାଗମ ହୋଇଛି। ଏନେଇ ରତ୍ନଗିରି ପାହାଡ଼ ଚତୁପାର୍ଶ…

2 years ago

ଏହି ଆସନରେ ପ୍ରାର୍ଥୀ ବଦଳାଇଲା ଭାଜପା: କର୍ମୀଙ୍କ ମଧ୍ୟରେ ଖୁସିର ମାହୋଲ

ପଟ୍ଟାଙ୍ଗି,୧୬।୦୪(ଶରତ ଧଳ): କୋରାପୁଟ ଲୋକ ସଭା ଅଧିନସ୍ଥ ପଟ୍ଟାଙ୍ଗି ନିର୍ବାଚନ ମଣ୍ଡଳୀକୁ ହାତେଇବା ପାଇଁ ତିନି ଦଳ ମଧ୍ୟରେ ଆଗଭର ଦେଖାଦେଇଛି। ଏଥିପାଇଁ ଦଳୀୟ କର୍ମୀଙ୍କ ମଧ୍ୟରେ…

2 years ago

ଦଳରେ ମିଶୁମିଶୁ ମିଳିଗଲା ଟିକେଟ

ଭୁବନେଶ୍ୱର,୧୨।୪: ଭାଜପା ମଙ୍ଗଳବାର ୨୧ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ କୋରାପୁଟ ଜିଲା ଲକ୍ଷ୍ମୀପୁର ନିର୍ବାଚନ ମଣ୍ଡଳୀ ପାଇଁ ପୂର୍ବତନ ବିଧାୟକ କୈଳାଶ କୁଲେସିକାଙ୍କୁ…

2 years ago

ସାଙ୍ଗରେ ପ୍ରଚାର କରୁଛନ୍ତି ଅରୂପ, ରୁଦ୍ର

ପୁରୀ,୧୬।୪: ନିର୍ବାଚନ ତାରିଖ ଯେତିକି ପାଖେଇ ଆସୁଛି ନେତାଙ୍କ ପ୍ରଚାର ମଧ୍ୟ ଜୋର ଧରିଛି। ଏହି ପରିପ୍ରେକ୍ଷୀରେ ବିଜେଡି ପକ୍ଷରୁ ସୋମବାର ପୁରୀ ନିର୍ବାଚନମଣ୍ଡଳୀରେ ପ୍ରଚାରକୁ ଜୋରଦାର…

2 years ago