ବଡ଼ଚଣା,୨୪।୧(ଦିଲୀପ କୁମାର ମହାନ୍ତି): ବଡ଼ଚଣା ବ୍ଲକ୍ର ଏକମାତ୍ର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଦୀର୍ଘଦିନ ହେଲା ଅବ୍ୟବସ୍ଥାରେ ଚାଲିଛି। ଏଠାରେ ୪ ବିଶେଷଜ୍ଞ ଡାକ୍ତରଙ୍କୁ ମିଶାଇ ମୋଟ୍ ୧୪ ଡାକ୍ତର…
ଯାଜପୁର/କୋରେଇ(ହର୍ଷବର୍ଦ୍ଧନ ବେହେରା/ଚନ୍ଦ୍ରକାନ୍ତ ପତି),୨୪।୧: ବର୍ଷାର ଅନିୟମିତତା ଯୋଗୁ ରାଜ୍ୟରେ ଦେଖାଦେଉଥିବା କୃଷି ସମସ୍ୟାର ସମାଧାନ ପାଇଁ ସରକାର କ୍ଷୁଦ୍ର ଜଳସେଚନ ପ୍ରକଳ୍ପ(ଏମ୍ଆଇପି) କାର୍ଯ୍ୟକାରୀ କରୁଛନ୍ତି। ଅଣ ଜଳସେଚିତ…
ଭଞ୍ଜନଗର, ୨୪।୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜଳଭଣ୍ଡାର ଧୀରେ ଧୀରେ ଶୁଷ୍କ ହେବାରେ ଲାଗିଛି। ମଙ୍ଗଳବାର ସୁଧା ଜଳଭଣ୍ଡାରରେ ମାତ୍ର ୨୫ ପ୍ରତିଶତ ପାଣି ଅଛି।…
ବ୍ରହ୍ମପୁର,୨୪।୧(ସୁବାସ ଚନ୍ଦ୍ର ପାଢ଼ୀ): ମହାରାଜା କୃଷ୍ଣଚନ୍ଦ୍ର ଗଜପତି (ଏମ୍କେସିଜି) ମେଡିକାଲ କଲେଜ ଓ ହସପିଟାଲକୁ ଦକ୍ଷିଣ ଓଡ଼ିଶା ଓ ଅନ୍ୟ ସ୍ଥାନରୁ ରୋଗୀ ରେଫର୍ ହୋଇ ଆସିଥାନ୍ତି।…
କଟକ,୨୪।୧(ଶିଳ୍ପା ପ୍ରିୟଦର୍ଶିନୀ): ଦଳୀୟ କାର୍ଯ୍ୟକ୍ରମରୁ ବାହାରି ନିଜସ୍ବ ପଦଯାତ୍ରା କରିଛନ୍ତି ବିଜେଡି ରାଜ୍ୟ ସାଧାରଣ ସମ୍ପାଦକ ତଥା ଅଭିନେତା ଅରିନ୍ଦମ୍ ରାଏ। କଲେଜ ଛକସ୍ଥିତ ରେଭେନ୍ସା ବିଶ୍ୱବିଦ୍ୟାଳୟ…
କଟକ,୨୪।୧(ଶିଳ୍ପା ପ୍ରିୟଦର୍ଶିନୀ): କଂଗ୍ରେସ ନେତା ତଥା ବାରବାଟୀ-କଟକ ବିଧାୟକ ଇଂ. ମହମ୍ମଦ ମୋକିମଙ୍କ ଉପରୁ ନିଲମ୍ବନ ହଟିବା ପରେ ଖୁସି ପ୍ରକାଶ କରିଛନ୍ତି ବିଧାୟକ ମୋକିମ। ଏନେଇ…
ଖୋର୍ଦ୍ଧା,୨୪।୧ (ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲା ବେଗୁନିଆ ନିର୍ବାଚନମଣ୍ଡଳୀ ଓଡ଼ିଶା ରାଜନୀତିରେ ଗୁରୁତ୍ୱ ବହନ କରିଆସିଛି। ବେଗୁନିଆ ଓ ବୋଲଗଡ଼ ଦୁଇଟି ବ୍ଲକକୁ ନେଇ ଏହା ଗଠିତ।…
ପୁରୀ,୨୪।୧(ଅଜିତ୍ ମହାନ୍ତି): ପରିକ୍ରମା ପ୍ରକଳ୍ପ ଲୋକାର୍ପଣର ୭ମ ଦିନ ମଙ୍ଗଳବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁରୀ ଆସି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ଏଥିସହ ପରିକ୍ରମା…
କଣ୍ଟାବାଞ୍ଜି,୨୩ା୧(ଗୁରୁ ଦୟାଲ ହଂସ): ପରିବାର ଲୋକେ ଜଣେ ଯୁବକଙ୍କ ମୃତଦେହ ସତ୍କାର ପାଇଁ ମଶାଣିକୁ ନେଇଥିଲେ। ପୋଲିସ ସେଠାରେ ପହଞ୍ଚି ମୃତଦେହକୁ ଜବତ କରିବା ଘଟଣା ଚର୍ଚ୍ଚାର…
ପାରଳାଖେମୁଣ୍ଡି/ଆର.ଉଦୟଗିରି,୨୪।୧(ଗିରିଧାରୀ ପରିଛା/ମନୋଜ ପାଢ଼ୀ): ୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ମଙ୍ଗଳବାର ଦିନିକିଆ ଗଜପତି ଜିଲା ଗସ୍ତ କରି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେଇଛନ୍ତି। ଯୁବପିଢିଙ୍କ…