ଆମ ଜିଲା ଖବର

ଆଚରଣବିଧି ପରେ ନୂତନ ରାସ୍ତା ନିର୍ମାଣ, ଅସନ୍ତୋଷ

ବଇଣ୍ଡା,୧୨ା୪(ପରିକ୍ଷିତ ସାହୁ): ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଠାକୁରଗଡ଼ ଥାନା ସାନହୁଲାଠାରୁ ଭାୟା ମିଣ୍ଡୋଳ ଦେଇ ପାଇକସାହି ପର୍ଯ୍ୟନ୍ତ ଯାଇଥିବା ସାଢେ ୧୧ କି.ମି ପୂର୍ତ୍ତବିଭାଗ ରାସ୍ତାକୁ…

2 years ago

ପୁଣି ଝୁଲିଲା ରଜନୀକାନ୍ତଙ୍କ ଭାଗ୍ୟ

ଅନୁଗୋଳ,୧୨।୪(ଅମିତ କୁମାର ସାମଲ): ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀରୁ ଦଳ କାହାକୁ ପ୍ରାର୍ଥୀ କରିବ ତାହା ୪ର୍ଥ ପର୍ଯ୍ୟାୟ ପ୍ରାର୍ଥୀ ଘୋଷଣା ପରେ ମଧ୍ୟ ସ୍ପଷ୍ଟ ହୋଇନାହିଁ। ଏପରି…

2 years ago

ଥମିଲା ଚର୍ଚ୍ଚା: ଚକ୍ରମଣୀଙ୍କୁ ଦୋହରାଇଲା ବିଜେଡି

ଫୁଲବାଣୀ, ୧୨ା୪(ରାକେଶ କୁମାର ରାଉତ):କନ୍ଧମାଳ ଜିଲା ବାଲିଗୁଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀରେ ବିଜେଡି କାହାକୁ ପ୍ରାର୍ଥୀ କରିବ ତାହାକୁ ନେଇ ଚର୍ଚ୍ଚା ଲାଗି ରହିଥିଲା। ଗୁରୁବାର ମୁଖ୍ୟମନ୍ତ୍ରୀ…

2 years ago

ବ୍ରିଜ୍‌ରୁ ଖସିଲା କଦଳୀ ବୋଝେଇ ଟ୍ରକ୍‌

ଭଦ୍ରକ,୧୨ା୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ଗେଲପୁର ଓଭର ବ୍ରିଜରୁ ତଳକୁ ଶୁକ୍ରବାର ଖସି ପଡ଼ିଛି କଦଳୀ ବୋଝେଇ ଟ୍ରକ୍‌। ଟ୍ରକର ଆଗ ଚକା…

2 years ago

ଆବର୍ଜନା ମଧ୍ୟରେ ମୁକ୍ତାକାଶ ଜିମ୍‌

ବ୍ରହ୍ମପୁର,୧୨ା୪(ସ୍ମୃତି ରଞ୍ଜନ ମହାଲିକ): ବ୍ରହ୍ମପୁର ମହାନଗର ନିଗମ (ବିଇଏମ୍‌ସି) ପକ୍ଷରୁ ମୁକ୍ତା ଯୋଜନାରେ ସହରର ବିକାଶ ଚାଲିଛି। ୨୦୨୨-୨୩ ଆର୍ଥିକ ବର୍ଷରେ ୨୨.୭୪କୋଟି ଟଙ୍କା ବ୍ୟୟରେ ଏହି…

2 years ago

ସୂର୍ଯ୍ୟମଣି-ପୂର୍ଣ୍ଣଚନ୍ଦ୍ରଙ୍କ ମଧ୍ୟରେ ହେବ କଡ଼ା ଟକ୍କର

ପୁରୁଷୋତ୍ତମପୁର, ୧୨ା୪(ସୀମାଞ୍ଚଳ ମିଶ୍ର): ଖଲ୍ଲିକୋଟ ବିଧାନସଭା ନିର୍ବାଚନ ମଣ୍ଡଳୀ ୧୯୮୫ରୁ ଜନତା ଦଳ ଓ ବିଜେଡି କବଜାରେ ରହିଛି। ଏଠାରୁ କ୍ରମାଗତ ଭାବରେ ଖଲ୍ଲିକୋଟ ରାଣୀ ଭି.ସୁଜ୍ଞାନ…

2 years ago

ଶିଶୁ ଉଦ୍ୟାନ ଏବେ କ୍ଷୁଦ୍ର ଜଙ୍ଗଲ

ହାଟଡ଼ିହୀ,୧୨।୪(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଶଢ଼ା ପଞ୍ଚାୟତ ମିଠିଗାଁ ଗ୍ରାମରେ ଥିବା ଶିଶୁ ଉଦ୍ୟାନ ଏବେ ଜଙ୍ଗଲର ଭ୍ରମ ସୃଷ୍ଟି କରୁଛି। ପରିସର ଅନାବନା…

2 years ago

ଜଙ୍ଗଲ ନିଆଁରେ ଉଜୁଡ଼ିଯାଉଛି ମୂଲ୍ୟବାନ୍‌ ଗଛ

ବେଗୁନିଆ,୧୨।୪(ହରପ୍ରସନ୍ନ ପଣ୍ଡା): ଦିନକୁ ଦିନ ଗ୍ରୀଷ୍ମପ୍ରବାହ ଅସହ୍ୟ ହେଉଥିବାବେଳେ ଜଙ୍ଗଲରେ ନିଆଁ ଲାଗିଯିବାରୁ ସ୍ଥାନୀୟ ଅଞ୍ଚଳର ବାସିନ୍ଦାଙ୍କ ପାଇଁ ଚିନ୍ତାର କାରଣ ହୋଇଛି। ଚଳିତବର୍ଷ ଫଗୁଣ ଆରମ୍ଭରୁ…

2 years ago

ଟିକେଟ ଚିନ୍ତାରେ କଂଗ୍ରେସ ଆଶାୟୀ

ନିମାପଡ଼ା,୧୨ା୪(ରଞ୍ଜନ ପଟ୍ଟନାୟକ): ୨୦୦୦ ପରଠାରୁ ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀରେ କଂଗ୍ରେସର ପ୍ରାର୍ଥୀମାନେ ନିର୍ବାଚନ ଲଢ଼ି ବିଜୟର ସ୍ବାଦ ଚାଖିନାହାନ୍ତି। ଏଥର ନିର୍ବାଚନ ତାରିଖ ଘୋଷଣା ପରେ ବି…

2 years ago

କାଟିଆ-ବୈଷପାନ ରାସ୍ତା କାମରେ ଅନିୟମିତତା

ଯାଜପୁର,୧୨ା୪(ହର୍ଷବର୍ଦ୍ଧନ ବେହେରା): ନିର୍ବାଚନ ସମୟରେ ପୂର୍ତ୍ତ ବିଭାଗର ମନମୁଖୀ ଓ ନିମ୍ନମାନର ରାସ୍ତା ନିର୍ମାଣ ସଂପୃକ୍ତ ଅଞ୍ଚଳବାସୀଙ୍କୁ ଚିନ୍ତା କରିବାକୁ ବାଧ୍ୟ କରିଛି। ଏନେଇ ଅଞ୍ଚଳବାସୀ ଯେତେ…

2 years ago