ଆମ ଜିଲା ଖବର

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଚାଲିଗଲା ୩ ଜୀବନ, ୪ ଆହତ

ଜୟପୁର,୧୦।୩: କୋରାପୁଟ ଜିଲା ଜୟପୁର ସଦର ଥାନା ଅନ୍ତର୍ଗତ ଗାଗନାପୁର ନିକଟରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଏଠାରେ ଦୁଇଟି ବାଇକ ମୁହାଁମୁହିଁ ଧକ୍କା ହୋଇଛି। ଫଳରେ…

2 years ago

ବିଜେଡି ଗଡ଼ ପତନ ପାଇଁ ଭାଜପା କରୁଛି ଏମିତି ରଣନୀତି

ଚିକିଟି,୧୦ା୪(ପ୍ରକାଶ ଚନ୍ଦ୍ର ସାହୁ):ଗଞ୍ଜାମ ଜିଲାର ଚିକିଟି ନିର୍ବାଚନମଣ୍ଡଳୀ ବିଜେଡି ଗଡ଼ ଭାବରେ ପରିଚିତ। ମନ୍ତ୍ରୀ ଉଷା ଦେବୀ ଦୀର୍ଘ ୨୪ବର୍ଷ ଧରି ଅକ୍ତିଆର କରି ରହିଥିବା ଏହି…

2 years ago

ଏଥର ବିକଳ୍ପ ଖୋଜୁଛନ୍ତି ଭୋଟର

ଯାଜପୁର,୧୦ା୪(ହର୍ଷବର୍ଦ୍ଧନ ବେହେରା) :ଯାଜପୁର ଜିଲାର ବିଞ୍ଝାରପୁର ବିଧାନସଭା ନିର୍ବାଚନ ମଣ୍ଡଳୀ ୧୯୬୭ରୁ ଏଯାବତ ସଂରକ୍ଷିତ ଆସନ ହୋଇ ରହିଛି। ଅଞ୍ଚଳବାସୀ ଏନେଇ ରାଜ୍ୟ ଓ କେନ୍ଦ୍ର ନିର୍ବାଚନ…

2 years ago

୬ ଦିନରେ ୩,୦୨,୯୫୦ କଇଁଛଙ୍କ ଅଣ୍ଡାଦାନ

ରାଜନଗର,୧୦ା୪(ଭାସ୍କର ରାଉତରାୟ):ବିଶ୍ୱ ପର୍ଯ୍ୟଟନ ମାନଚିତ୍ରରେ ବିରଳ ଅଲିଭ୍‌ ରିଡ୍‌ଲେ କଇଁଛଙ୍କ ଅନ୍ତୁଡ଼ିଶାଳ ଗହୀରମଥା ଲକ୍ଷାଧିକ କଇଁଛଙ୍କ ଅଣ୍ଡାଦେବା ପ୍ରକ୍ରିୟାରେ ଚଳଚଞ୍ଚଳ ହୋଇପଡ଼ିଛି। ଚଳିତମାସ ୨ ତାରିଖରୁ ଆରମ୍ଭ…

2 years ago

ଭୋଟକୁ ଓଲଟପାଲଟ କରିପାରେ ଚାଷୀ ସଙ୍ଗଠନ

ଯାଜପୁର,୧୦ା୪(ହର୍ଷବର୍ଦ୍ଧନ ବେହେରା):ଯାଜପୁର ଲୋକସଭା ଆସନ ସମେତ ଜିଲାର ୭ ବିଧାନସଭା ନିର୍ବାଚନ ପାଖେଇ ଆସୁଥିବାବେଳେ ଚାଷୀ ସଙ୍ଗଠନ, ବିଦ୍ରୋହୀ ଓ ସ୍ବାଧୀନ ପ୍ରାର୍ଥୀଙ୍କ ପ୍ରଭାବଶାଳୀ ଉପସ୍ଥିତି ପ୍ରତିଦ୍ୱନ୍ଦ୍ୱିତାର…

2 years ago

ନିର୍ବାଚନ କାର୍ଯ୍ୟରେ ଅବହେଳା ପାଇଁ ଏଆରଆଇ ନିଲମ୍ବିତ

ଭଦ୍ରକ,୧୦।୪(ସନାତନ ରାଉତ ): ନିର୍ବାଚନ କାର୍ଯ୍ୟରେ ଅବହେଳା ଓ ଉଚ୍ଚ କର୍ତ୍ତୃପକ୍ଷଙ୍କ ଆଦେଶ ଅବମାନନା ପାଇଁ ଭଦ୍ରକ ଜିଲା ବନ୍ତ ତହସିଲର ଅତିରିକ୍ତ ରାଜସ୍ବ ନିରୀକ୍ଷକ (ଏଆରଆଇ)…

2 years ago

ଆଜି ୪ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନ

ପୁରୀ,୧୦।୪: ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି । ଏଥିପାଇଁ ସା ୬ରୁ ରାତି ୧୦ଟା ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପକ୍ଷରୁ…

2 years ago

ଭାଜପା ଆଶାୟୀଙ୍କ ମଧ୍ୟରେ ଟଣାଓଟରା

ପଟ୍ଟାମୁଣ୍ଡାଇ,୧୦ା୪ (କଳ୍ପତରୁ ନାୟକ):କେନ୍ଦ୍ରାପଡ଼ା ଜିଲା ରାଜନଗର ନିର୍ବାଚନମଣ୍ଡଳୀରେ ସାଧାରଣ ନିର୍ବାଚନକୁ ନେଇ ପ୍ରାର୍ଥୀ ଘୋଷଣା କରିବାରେ ବିଜେଡି ଆଗୁଆ ରହିଥିବା ବେଳେ ଦଳୀୟ କର୍ମୀ ଓ ସମର୍ଥକଙ୍କ…

2 years ago

୧୬ ମାଛର ଓଜନ ୨୧୫ କେଜି

ପାରାଦୀପ,୧୦।୪(ଶରତ ରାଉତ):ପାରାଦୀପ ମାଛଧରା ବନ୍ଦରକୁ ମଙ୍ଗଳବାର ପାର୍ବତୀ ନାମକ ବୋଟ୍‌ରେ ୧୬ଟି ତେଲିଆ ବୋରେଇ ମାଛ ଆସିଥିଲା। ସେଗୁଡ଼ିକର ଓଜନ ୨୧୫ କେଜି ରହିଛି। ଉକ୍ତ ମାଛକୁ…

2 years ago

୧୧ରେ ପାଳନ ହେବ ଇଦ୍‌

କଟକ,୧୦ା୪ (କାର୍ତ୍ତିକ ସାହୁ):ଆସନ୍ତା ୧୧ ତାରିଖରେ ଇଦ୍‌ ପର୍ବ ପାଳନ ହେବ। ଏନେଇ କଟକ ଦିଓ୍ବାନବଜାରସ୍ଥିତ ଅଞ୍ଜୁମାନ ଇସ୍‌ଲାମିଆ ଅହେଲ ସୁନତ ଓ ଜମାତ୍‌ ଚାନ୍ଦ କମିଟି…

2 years ago