ଆମ ଜିଲା ଖବର

ଦମନ, ଗଦର ପରେ ଏବେ ସ୍ତ୍ରୀ-୨ ପାଇଲା ସଫଳତା, ଚର୍ଚ୍ଚାରେ ଦାରିଙ୍ଗବାଡ଼ିର ବରୁଣ

ଦାରିଙ୍ଗବାଡ଼ି,୧୮ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳର ବରୁଣ ବିଶୋଇ ଜଣେ ସଫଳ ବଲିଉଡ୍‌ ଫଳି କଳାକାର ଭାବେ ଜଣାଶୁଣା। ସେ ଏବେ ଗୋଟିଏ ପରେ…

2 years ago

ରାଜ୍ୟସ୍ତରୀୟ ଖୋ-ଖୋ ଏବଂ ଟାଏକୋଣ୍ଡୋରେ ବାଲେଶ୍ୱର ଚାମ୍ପିୟନ

କେନ୍ଦୁଝର, ୧୮ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସହରର ମାଇନିଂ ରୋଡସ୍ଥିତ ନିର୍ମଳା କନଭେଣ୍ଟ ସ୍କୁଲ ପରିସରରେ ସିଆଇଏସ୍‌ସିଇ ତରଫରୁ ରାଜ୍ୟସ୍ତରୀୟ ଖୋ-ଖୋ ଏବଂ ଟାଏକୋଣ୍ଡୋ ପ୍ରତିଯୋଗିତା ଶନିବାର…

2 years ago

ସିଂହଦ୍ୱାର ସମ୍ମୁଖରେ ଭାସିଲା ପେଯ ନଳା ପାଣି

ପୁରୀ,୧୮ା୮(ଅଜିତ୍‌ କୁମାର ମହାନ୍ତି): ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ଶନିବାର ସକାଳ ସମୟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ପେଯ ନଳା ପାଣି…

2 years ago

‘ସାଙ୍ଗମାନେ କେବେବି ଅନଲାଇନ୍‌ ଗେମ ଖେଳିବନି’, ଶେଷ ମେସେଜ୍‌ ଦେଇ ଜୀବନ ହାରିଲେ ଯୁବକ

ବାଲେଶ୍ୱର(ବାଞ୍ଛାନିଧି ଦେ)/ରେମୁଣା (ରବୀନ୍ଦ୍ର ମହାକୁଡ଼), ୧୮।୮: ସାଙ୍ଗମାନେ କେବେବି ଗେମ ଖେଳିବନି, ଜମା ବି ସେ ଭୁଲ୍‌ କରିବନି। ମୁଁ ଜାଣି ନ ଥିଲି ଗେମ ଖେଳି…

2 years ago

ମୋବାଇଲରେ ଘୂରିଲା ଓଟିଇଟି ଉତ୍ତର

ରାୟଗଡ଼ା,୧୮ା୮(ଆଶିଷ ରଞ୍ଜନ ପଣ୍ଡା): ଓଡ଼ିଶା ଟିଚର୍ସ ଇଲିଜିବିଲିଟ୍‌ ଟେଷ୍ଟ (ଓଟିଇଟି) ପରୀକ୍ଷା ରାୟଗଡ଼ା ଜିଲାର ବିଭିନ୍ନ କେନ୍ଦ୍ରରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏହି ପରୀକ୍ଷା ଆରମ୍ଭ ପୂର୍ବରୁ…

2 years ago

ଭକ୍ତଙ୍କୁ ମାଗଣାରେ ମହାପ୍ରସାଦ ବଣ୍ଟନ ଯୋଜନା ରହିଛି: ଆଇନ ମନ୍ତ୍ରୀ

ଭକ୍ତଙ୍କୁ ମାଗଣାରେ ମହାପ୍ରସାଦ ବଣ୍ଟନ ଯୋଜନା ରହିଛି: ଆଇନ ମନ୍ତ୍ରୀ ପୁରୀ,୧୭।୮: ପୁରୀରେ ଶ୍ରୀଜଗନ୍ନାଥ ସଂସ୍କୃତିକୁ ନେଇ ଏକ ବ୍ୟାଖ୍ୟାନ କେନ୍ଦ୍ର ଖୋଲିବାକୁ ଆଇନ ମନ୍ତ୍ରୀ ପୃଥ୍ବୀରାଜ…

2 years ago

ନିର୍ବାଚନ ସରିବା ପରେ ପୁଣି ଆନ୍ଧ୍ର ନଜରରେ କୋଟିଆ, ବୁଲୁଛନ୍ତି ଟିଡିପ କର୍ମଚାରୀ

ପଟ୍ଟାଙ୍ଗି,୧୭ା୮(ଶରତ ଧଳ): କିଛି ଦିନର ନୀରବତା ପରେ ପୁଣି ଆନ୍ଧ୍ର ଓଡ଼ିଶା ସୀମାନ୍ତ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକର କୋଟିଆ ପଞ୍ଚାୟତରେ ଅନୁପ୍ରବେଶ କରିଛି। ନିର୍ବାଚନ ସରିବାର…

2 years ago

ବନ୍ୟାଜଳରେ ଧୋଇଗଲା ପୋଲ

କୋକସରା,୧୭ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଓ ବରାଡ଼ଙ୍ଗା ପଞ୍ଚାୟତର ଉପାନ୍ତ ଅଞ୍ଚଳରେ ରହିଛି ଅନେକ ଆଦିବାସୀ ଅଧ୍ୟୁଷିତ ଗ୍ରାମ। ସାହାଜଖୋଲ ସଂରକ୍ଷିତ…

2 years ago

କଳା ବ୍ୟାଜ ବାନ୍ଧି ଡାକ୍ତରଙ୍କ ପ୍ରତିବାଦ

ରାଇକିଆ,୧୭।୮(ପ୍ରଦୀପ ବେହେରା): ବହୁ ଚର୍ଚ୍ଚିତ ପଶ୍ଚିମବଙ୍ଗ କୋଲକାତା ଆର୍‌.ଜି କର ମେଡିକାଲ କଲେଜରେ ଟ୍ରେନିଂ ମହିଳା ଡାକ୍ତରଙ୍କୁ ବଳାତ୍କାର ପରେ ହତ୍ୟା ଘଟଣାକୁ ସାରା ଦେଶରେ ଡାକ୍ତରମାନେ…

2 years ago

କାଳ ସାଜିଲା ବଜ୍ରପାତ

କେନ୍ଦୁଝର,୧୭।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଶନିବାର ବିଭିନ୍ନ ସ୍ଥାନରେ ବଜ୍ରପାତ ଘଟି ଜଣେ ଶିଶୁଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୩ଜଣ ଆହତ ହୋଇ ଚିକିତ୍ସିତ…

2 years ago