ରସୁଲପୁର,୭।୧(ରଂଜିତ ରାଉତ): ୧୭ବର୍ଷରୁ କମ୍ ବର୍ଗର ଓଡ଼ିଶା କବାଡି ଦଳରେ ଯାଜପୁର ଜିଲାରୁ ସବ୍ୟସାଚ୍ଚୀ ମହାନ୍ତି ଏକମାତ୍ର ଖେଳାଳି ଭାବରେ ଭାଗ ନେବାର ସୌଭାଗ୍ୟ ଅର୍ଜନ କରିଛନ୍ତି।…
ବାଲେଶ୍ୱର,୭।୧(ମାନସ ବିଶ୍ୱାଳ): ବାଲେଶ୍ୱର ଜିଲାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବହୁତ ଭଲ ପାଆନ୍ତି। ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସେ ଦେଇଥିବା ପ୍ରତିଶ୍ରୁତି ରଖିଛନ୍ତି। ରାସ୍ତା, ସ୍ବାସ୍ଥ୍ୟ,…
ଦଶପଲ୍ଲା ,୬ା୧: ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଆଜି ନୟାଗଡ଼ ଜିଲ୍ଲା ଗସ୍ତରେ ଆସି ଦଶପଲ୍ଲା ରେଳଷ୍ଟେସନ୍ ଠାରେ ୪ଟି ଟ୍ରେନ୍ର ସମ୍ପ୍ରସାରଣର ଶୁଭାରମ୍ଭ କରିଛନ୍ତି। ଭୁବନେଶ୍ୱର-ନୟାଗଡ଼…
ସମ୍ବଲପୁର,୬ା୧: ସମ୍ବଲପୁରରେ ପୋଲିସ ଏନ୍କାଉଣ୍ଟରେ ଶନିବାର ଜଣେ ଆହତ ହୋଇଥିବା ଜଣାପଡ଼ିଛି। ସହରର କେନ୍ଘାଟି ଆଇସ୍ ଫ୍ୟାକ୍ଟ୍ରି ନିକଟରେ ଏହି ଏନ୍କାଉଣ୍ଟର ହୋଇଛି। ଏକ ଡକାୟତି ଘଟଣାରେ…
ଘସିପୁରା,୬ା୧(ନିରଞ୍ଜନ ସାହୁ): ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଧୀନ ଭଗାନଇ ଛକ ନିକଟରେ ଶନିବାର ଏକ କାର୍ ଦୁର୍ଘଟଣାଗ୍ରସ୍ତ ହେବାରୁ ଚାଳକଙ୍କ ମୃତ୍ୟୁ ଘଟିଛି। ଚାଳକ ଘସିପୁରା…
ବାଲିଗୁଡ଼ା,୬ା୧(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ସୁଡ୍ରା ନିକଟସ୍ଥ ପତଡ଼ ଘାଟିରେ ଏକ ମୋଟରସାଇକେଲ ଖସିପଡ଼ିବାରୁ ଜଣକଙ୍କର ଜୀବନ ଯାଇଛି। ମୃତକ ଲୁବେନଗଡ଼ ସରକାରୀ…
ରାୟଗଡ଼ା,୬ା୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକରେ ଶନିବାର ନବୀନ ଓଡ଼ିଶା କାର୍ଯ୍ୟକ୍ରମର ଶେଷ ଦିବସ ଥିଲା। ଏଥିରେ ଯୋଗଦେଇ ଅପରାହ୍ନ ୫ଟାରେ ଅନୁସୂଚିତ ଜନଜାତି…
ଯାଜପୁର ୬।୧: ଯାଜପୁର ଜିଲା ମଙ୍ଗଳପୁର ଥାନା ଅନ୍ତର୍ଗତ କୂଳସାହି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି । ଘର ସମ୍ମୁଖରେ ଦୁଇ ଭଉଣୀ ଭାଇ ଖେଳୁଥିବା…
ନୟାଗଡ଼,୬।୧(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଦଶପଲ୍ଲା ରେଳ ଷ୍ଟେସନ ଶନିବାର ଲୋକାର୍ପିତ ହୋଇଛି। ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଷ୍ଟେସନର ଲୋକାର୍ପଣ କରିଛନ୍ତି। ଏଥିସହ ସବୁଜ ପତାକା…
ବଡବିଲ,୬।୧: କେନ୍ଦୁଝର ଜିଲା ଯୋଡ଼ା ବ୍ଲକ ତଥା ବଡ଼ବିଲ ତହସିଲ ଅନ୍ତର୍ଗତ ବିଲେଇପଦା ରାଜସ୍ବ ନିରୀକ୍ଷକ (ଆର୍ଆଇ) ୨୦ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଶନିବାର ଭିଜିଲାନ୍ସ ହାତରେ…