ବାରିପଦା,୫।୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): କୁଡୁମୀ ଜାତିକୁ ଆଦିବାସୀ ମାନ୍ୟତା ଦାବି ପୁଣି ତେଜିବାରେ ଲାଗିଛି। ଏନେଇ ମୟୂରଭଞ୍ଜ ଜିଲା ବାରିପଦା ମଧୁବନଠାରେ କୁଡୁମୀ ସେନାର ସାଙ୍ଗଠନିକ ବୈଠକ…
ଜି.ଉଦୟଗିରି,୫ା୧(ଶିଶିର ପଟ୍ଟନାୟକ): କିଛିଦିନ ବ୍ୟବଧାନ ପରେ ପୁଣି ଜି.ଉଦୟଗିରିକୁ ଲେଉଟିଛି ଶୀତ। ଶୁକ୍ରବାର ସର୍ବନିମ୍ନ ତାପମାତ୍ରା ୭ ଡିଗ୍ରୀ ସେଲସିୟସ୍ ରହିଛି ବୋଲି ଜି.ଉଦୟଗିରି କୃଷି ଗବେଷଣା…
ବାଲେଶ୍ୱର,୫।୧: ରାଜ୍ୟ ସରକାର ଆର୍ଥିକ ଅନଗ୍ରସର ଏବଂ ଦାରିଦ୍ର୍ୟ ସୀମାରେଖା ତଳେ ରହୁଥିବା ବରିଷ୍ଠ ନାଗରିକଙ୍କ ପାଇଁ ୨୦୧୬ରେ ତୀର୍ଥଯାତ୍ରା ଯୋଜନା ଆରମ୍ଭ କରିଛନ୍ତି। ଏହି ପରିପ୍ରେକ୍ଷୀରେ…
ପାଟଣା,୫।୧(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀ ସାହାରପଡ଼ା ବ୍ଲକର ଯୁବ ନେତା ତଥା ଜିଲା ବିଜେଡି ଉପ ସଭାପତି କରୁଣା ସାଗର ଖଟୁଆ…
ଛତ୍ରପୁର,୫ା୧(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଆଜି ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ ପାଇଛି। ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ା ସମସ୍ତ ରାଜନୈତିକ ଦଳ ଉପସ୍ଥିତିରେ ଏହି ଚୂଡାନ୍ତ…
ବୌଦ୍ଧ,୫।୧(ଅଜିତ ବାରିକ): ବୌଦ୍ଧ ଜିଲା ମନମୁଣ୍ଡା ଥାନା ବାତେପଙ୍ଗା ଜଙ୍ଗଲରେ ଶୁକ୍ରବାର ଆଇଡି ବିସ୍ଫୋରଣ ଘଟିଛି। ବିସ୍ଫୋରଣରେ ୩ଜଣ ଯବାନ ଗୁରୁତର ହୋଇଛନ୍ତି। ଯବାନଙ୍କ ସର୍ଚ୍ଚ ଅପରେଶନ…
ବଲାଙ୍ଗୀର,୫ା୧(ସୁନୀଲ ମହାନ୍ତି): ଘରୋଇ କଳିରୁ ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରିଛନ୍ତି ସ୍ବାମୀ। ଏଭଳି ଘଟଣା ଘଟିଛି ବଲାଙ୍ଗୀର ଜିଲା ପାଟଣାଗଡ଼ ବ୍ରହ୍ମପୁରାଠାରେ। ନଦୀକୁ ଗାଧୋଇ ଯାଉଥିବା…
ସୁନ୍ଦରଗଡ଼,୫ା୧(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ଭଷ୍ମା ଥାନା ଅନ୍ତର୍ଗତ ଗୁଲଠାଠାରେ ଶୁକ୍ରବାର ମଧ୍ୟାହ୍ନରେ ଏକ ପିକ୍ଅପ୍ ରାସ୍ତାପାର୍ଶ୍ୱକୁ ଓଲଟି ପଡ଼ି ଦୁର୍ଘଟଣାଗ୍ରସ୍ତ ହେବାରୁ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ…
ନୂଆପଡ଼ା,୫।୧(ମକାରୁ ବେମାଲ): ରାଜ୍ୟ ସରକାରଙ୍କ କୃଷିମାରଣ ନୀତି, ଧାନର କଟନି ଛଟନି, କପାର ଅଭାବୀ ବିକ୍ରି, ଅହେତୁକ ବିଦ୍ୟୁତ୍ ଦର ବୃଦ୍ଧି, ଚାଷୀ ସମସ୍ୟା ତଥା ଧାନକିଣାରେ…
ଖୋର୍ଦ୍ଧା,୫ା୧(ପ୍ରଭାତ ପାଣିଗ୍ରାହୀ): ଭୁବନେଶ୍ୱର ମଞ୍ଚେଶ୍ୱର ଥାନା ଅନ୍ତର୍ଗତ ହାଇଟେକ୍ ହସ୍ପିଟାଲରେ ଗତ ୨୯ ତାରିଖରେ ଘଟିଥିବା ବିସ୍ଫୋରଣରେ ମୃତ୍ୟୁବରଣ କରିଥିବା ଡେଲାଙ୍ଗ ଥାନା ଅନ୍ତର୍ଗତ ବଅଙ୍ଗ ଗ୍ରାମର…