ପାଟଣା,୨୯।୧(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଓ ସାହାରପଡ଼ା ବ୍ଲକର ଟ୍ରାକ୍ଟର ମାଲିକମାନଙ୍କୁ ନେଇ ଗଠିତ ବୈତରଣୀ ଟ୍ରାକ୍ଟର ମାଲିକ ସଂଘ ଗୁରୁବାର ପାଟଣା ଷ୍ଟାଡିୟମରେ…
ଦାରିଙ୍ଗବାଡି,୨୯।୧(ଅରୁଣ ସାହୁ): ଏମିଜିଏନଇଆରଇଜିଏସ ଯୋଜନାର ନାମ ପରିବର୍ତ୍ତନକୁ କଂଗ୍ରେସର ବିରୋଧ। ଗୁରୁବାର କଂଗ୍ରେସ ପକ୍ଷରୁ ଏନେଇ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ପୂର୍ତ୍ତ ବିଭାଗ ଡାକ ବଙ୍ଗଳା ପରିସରରେ…
ବ୍ରହ୍ମପୁର,୨୯।୧(ସୁବାସ ଚନ୍ଦ୍ର ପାଢ଼ୀ): ସ୍ୱତନ୍ତ୍ର ପୋକସ ଜଜ ପ୍ରଣତି ପଟ୍ଟନାୟକ ଏକ ଗଣବଳାତ୍କାର ମାମଲାର ଗୁରୁତ୍ୱପୂର୍ଣ ରାୟ ପ୍ରକାଶ କରିଛନ୍ତି । ଉପଯୁକ୍ତ ପ୍ରମାଣ ଆଧାରରେ ସେ…
ଦିଗପହଣ୍ଡି,୨୯।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ବିଜ୍ଞାନ କଲେଜର ଯୁକ୍ତ ୨ କଳା ବିଭାଗ ପ୍ରଥମବର୍ଷ ଛାତ୍ରୀଙ୍କୁ ଗୁରୁବାର ବାଇକରେ ଆସିଥିବା ୨ଜଣ…
ଧର୍ମଶାଳା,୨୯ା୧(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ଚହଟା ଗ୍ରାମର ଜଣେ ଯୁବକ ୭ବର୍ଷର ନାବାଳିକାଙ୍କୁ ଅସଦାଚରଣ କରିଥିବା ଅଭିଯୋଗରେ ଧର୍ମଶାଳା ପୋଲିସ ଯୁବକଙ୍କୁ…
ନୟାଗଡ଼,୨୯।୧(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଇଟାମାଟି ଥାନା ଆନନ୍ଦପଲ୍ଲୀ ଗାଁର ଯବାନ ଜିତୁ ବେହେରା(୩୧) ଜାନୁଆରୀ ୨୬ରେ କଶ୍ମୀରରେ ହୃଦ୍ଘାତରେ ପ୍ରାଣ ହରାଇଛନ୍ତି। ଜିତୁଙ୍କ ମରଶରୀର ବୁଧବାର…
ଦିଗପହଣ୍ଡି,୨୯।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ନିୟନ୍ତ୍ରିତ ବଜାର କମିଟି କପାମଣ୍ଡି କାର୍ଯ୍ୟାଳୟ ସମ୍ମୁଖ ମୁଖ୍ୟରାସ୍ତା କଡରୁ ଗୁରୁବାର ଏକ ୧୩ ଫୁଟିଆ…
ଭଞ୍ଜନଗର,୨୯।୧(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ବ୍ରହ୍ମପୁର ବନଖଣ୍ଡ, ଭଞ୍ଜନଗରସ୍ଥିତ ଘୁମୁସର ଦକ୍ଷିଣ ବନଖଣ୍ଡ ଓ ଘୁମୁସର ଉତ୍ତର ବନଖଣ୍ଡର ବିଭିନ୍ନ ରେଞ୍ଜରେ ଗୁରୁବାର କୃଷ୍ଣସାର ମୃଗ ଗଣନା ଚାଲିଛି…
ଗୁଣପୁର,୨୯ା୧(ସଙ୍କେତ ପାତ୍ର): ରାୟଗଡ଼ା ଜିଲାର ଗୁଣପୁର ଉପଖଣ୍ଡସ୍ତରୀୟ ଠିକାଦାରମାନଙ୍କର ଏକ ସ୍ବତନ୍ତ୍ର ବୈଠକ ଶେଫାଳି ପାହାଡ଼ ନିକଟ ଗଣେଶ-ହନୁମାନ ମନ୍ଦିର ପ୍ରାଙ୍ଗଣରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ…
ମୋରଡା,୨୯।୧(ସ୍ମାରକ ମାଜୀ): ମା’ର ହତ୍ୟାକାରୀ ସାଜିଲା ପୁଅ। ଯେଉଁ ପୁଅକୁ ନିଜ ହାତରେ ଖୁଆଇ ପିଆଇ ବଡ଼ କରିଥିଲେ ସେହି ପୁଅ ମା’ର କାଳ ସାଜିଲା। ଏଭଳି…