ଆମ ଜିଲା ଖବର

ଆମ୍ବଗଛକୁ ଧକ୍କା ଦେଇ ନାଳ ଭିତରକୁ ଓଲଟି ପଡ଼ିଲା କାର୍‌

ବାଲିଗୁଡ଼ା,୫ା୧୦(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଲକ ସାରଙ୍ଗଗଡ଼ ନିକଟସ୍ଥ କୁର୍ଙ୍ଗୁଲି ନାଳ ଭିତରକୁ ଏକ କାର୍‌ ପଶିଯାଇଛି। ସୂଚନାନୁଯାୟୀ, ଶନିବାର…

2 years ago

ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ, ପରୀକ୍ଷା ପାଇଁ ହଳଦୀ ଗୁଣ୍ଡର ନମୁନା ସଂଗ୍ରହ

ଦାରିଙ୍ଗବାଡ଼ି,୫ା୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ କନ୍ଧମାଳ ହଳଦୀ ନାମରେ ନକଲି ଗୁଣ୍ଡ ବିକ୍ରି କରାଯାଉଥିବା ଓ ଜୈବିକ ହଳଦୀ ନାମରେ ଲେବୁଲ ମାରି…

2 years ago

ମରଣାନ୍ତକ ଆକ୍ରମଣ ଶିକାର ହୋଇଥିବା କନଷ୍ଟେବଳଙ୍କୁ ଭେଟିଲେ ଡିଜିପି

କଟକ,୫ା୧୦: ଜଣେ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ମରଣାନ୍ତକ ଆକ୍ରମଣର ଶିକାର ହୋଇଥିବା ବୁର୍ଲା ଥାନାର କନଷ୍ଟେବଳ ସରୋଜ ଭୋଇଙ୍କୁ ଡିଜିପି ଯୋଗେଶ ବାହାଦୂର ଖୁରାନିଆ ଏସ୍‌ସିବି…

2 years ago

କେନ୍ଦ୍ର ସରକାରଙ୍କ ବିରୋଧରେ ବର୍ଷିଲେ ସିପିଆଇଏମ୍‌ ନେତା

ତିହିଡ଼ି,୫ା୧୦(ସଞ୍ଜିତ ବଳ): ଭାରତୀୟ କମ୍ୟୁନିଷ୍ଟ ପାର୍ଟି(ସିପିଆଇଏମ୍‌)ର ତିହିଡ଼ି ଆଞ୍ଚଳିକ ସମ୍ମିଳନୀ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଦଳର ନେତା ଓ କର୍ମୀମାନେ ତିହିଡ଼ି ଡାକବଙ୍ଗଳାଠାରୁ ଏକ…

2 years ago

ମା’ ଶାରଳାଙ୍କ ମନ୍ଦିରରେ ବଦଳିଲା ଘିଅ

ଜଗତସିଂହପୁର,୫ା୧୦: ଜଗତସିଂହପୁର ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ଶାରଳା ମନ୍ଦିରରେ ବ୍ୟବହୃତ ଘିଅ ବଦଳାଯାଇଛି। ଭଣ୍ଡାରରେ ଗଚ୍ଛିତ ଥିବା ୨୫ ଟିଣ ଫେରସ୍ତ ପରେ ମନ୍ଦିର ପାଇଁ…

2 years ago

ତାତିଲେ ମହିଳା, ଏକାଠି ହୋଇ ନଷ୍ଟ କଲେ ବିପୁଳ ପରିମାଣର ମଦ

ବରଗଡ଼,୫ା୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ବ୍ଲକ ଅନ୍ତର୍ଗତ ଖଲିଆପାଲି ସ୍କୁଲପଡ଼ାରେ ଚାଲିଥିବା କୁଚିଆ ମଦ ବିକ୍ରି ଉପରେ ପୋଲିସ କିମ୍ବା ଅବକାରୀ କିଛି ପଦକ୍ଷେପ ନ ନେବା ପରେ…

2 years ago

ଦାରିଙ୍ଗବାଡ଼ିରେ ହେଲା ପ୍ରଚଣ୍ଡ ଶବ୍ଦ: ହଠାତ୍‌ ଥରିବାକୁ ଲାଗିଲା….

ଦାରିଙ୍ଗବାଡି, ୫।୧୦ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଶନିବାର ମୃଦୁ ଭୂମିକମ୍ପ ଅନୁଭୂତ ହୋଇଛି। ଫଳରେ ପ୍ରଚଣ୍ଡ ଶବ୍ଦ ସହ ଘର…

2 years ago

ରାବଣପୋଡ଼ିରେ ହେବନି ବାଣ ପ୍ରତିଯୋଗିତା, ହାଇକୋର୍ଟଙ୍କ କଡ଼ା ନିର୍ଦ୍ଦେଶ

କଟକ,୫ା୧୦: ରାବଣପୋଡ଼ିରେ ଏଥର ଆଉ ହେବନି ବାଣ ପ୍ରତିଯୋଗିତା। ଏନେଇ ହାଇକୋର୍ଟ ସିଏମ୍‌ସି ଏବଂ ଜିଲା ପ୍ରଶାସନକୁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି। କେବଳ ରଙ୍ଗୀନ ବାଣ ବ୍ୟବହାର…

2 years ago

ଚାଷୀନେତାଙ୍କୁ ଅଭ୍ୟାସଗତ ଅପରାଧୀ ଦର୍ଶାଇବା ନେଇ ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ, ସମର୍ଥନ ଜଣାଇଲା ଓକିଲ ସଂଘ

ବରଗଡ଼,୫।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସଂଯୁକ୍ତ କୃଷକ ସଙ୍ଗଠନର ଉପଦେଷ୍ଟା ରମେଶ ମହାପାତ୍ରଙ୍କୁ ପୋଲିସ ଅସାମାଜିକ ଏବଂ ଅଭ୍ୟାସଗତ ଅପରାଧୀ ଦର୍ଶାଇବା ଘଟଣାକୁ ନେଇ ବିରୋଧ ତେଜିବାରେ…

2 years ago

ବ୍ଲକ ଅଧ୍ୟକ୍ଷଙ୍କ ନାମରେ ଅନାସ୍ଥା ପ୍ରସ୍ତାବ: ଉପଜିଲାପାଳଙ୍କ ନିକଟରେ ଫେରାଦ ହେଲେ ସମିତି ସଭ୍ୟ, ସରପଞ୍ଚ

କେସିଙ୍ଗା,୫।୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧ୍ୟକ୍ଷଙ୍କ ମନମୁଖୀ କାର୍ଯ୍ୟକଳାପକୁ ନେଇ ବ୍ଲକ ଅଧ୍ୟକ୍ଷଙ୍କ ନାମରେ ଅନାସ୍ଥାପ୍ରସ୍ତାବ ପାଇଁ ୪୨ଜଣ ସମିତି ସଭ୍ୟ, ସରପଞ୍ଚ ଓ…

2 years ago