ଆମ ଜିଲା ଖବର

‘ଧରିତ୍ରୀ’ ଖବରର ପ୍ରଭାବ: ତାଲିଯୋଡ଼ି ବ୍ରିଜ୍‌ ଧୋଇଯାଇଥିବା ଦୁର୍ଗମ ଗାଁରେ ପହଞ୍ଚି ସ୍ଥିତି ପରଖିଲେ IIC, ଶୁଖିଲା ଖାଦ୍ୟ ବାଣ୍ଟି…

ଦାରିଙ୍ଗବାଡ଼ି, ୨୯।୧୦ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ପଞ୍ଚାୟତର ୩ଟି ଗାଁକୁ ସଂଯୋଗ କରୁଥିବା ତାଲିଯୋଡ଼ି ନଦୀର ବ୍ରିଜ୍‌ ଧୋଇ ହୋଇଯିବା ଘଟଣା…

1 week ago

ଦିଗପହଣ୍ଡିରେ ପ୍ରବଳ ବର୍ଷା: ପୁଣି ଖୋଲାଗଲା ଘୋଡ଼ାହାଡ଼ ଡ୍ୟାମ୍‌ର ୩ ଗେଟ୍, ଫାସିଗୁଡ଼ାରେ ମନ୍ଦିରରେ ଫସିଥିବା ୧୫ ଜଣଙ୍କୁ…

ଦିଗପହଣ୍ଡି, ୨୯।୧୦ (ଅଶେଷ ନାଥ ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟ ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ ପ୍ରବଳ ବର୍ଷା ଯୋଗୁଁ ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ବନ୍ୟା ବିଭୀଷିକା ଦେଖାଦେଇଛି।…

1 week ago

ବାତ୍ୟା ଅର୍ଣ୍ଣବ ପ୍ରଭାବ, ଉପୁଡ଼ି ପଡ଼ିଲା ଗଛ, ଛିଣ୍ଡିଲା ବିଦ୍ୟୁତ୍‌ ତାର

ଲାଞ୍ଜିଗଡ଼, ୨୯ା୧୦(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକର ବିଭିନ୍ନ ସ୍ଥାନରେ ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଗଛ ପଡି ରାସ୍ତା ଅବରୋଧ ହୋଇଥିବା ବେଳେ ବିଦ୍ୟୁତ…

1 week ago

ତପ୍ତପାଣି ଘାଟିରେ ପ୍ରଳୟଙ୍କରୀ ରୂପ: ପାହାଡ଼ ଧସି ଭାସିଗଲା କଲଭର୍ଟ, ୩୨୬ ନମ୍ବର NHରେ ଗାଡ଼ି ଚଳାଚଳ ଠପ୍

ଦିଗପହଣ୍ଡି, ୨୯।୧୦ (ଅଶେଷ ନାଥ ମିଶ୍ର): ଲଗାଣ ବର୍ଷା ଯୋଗୁ ଗଞ୍ଜାମ-ଗଜପତି ସୀମାନ୍ତ ତପ୍ତପାଣି ଘାଟିର ବେଲଗଡ଼ ନିକଟରେ ଥିବା ଏକ କଲଭର୍ଟ ପାହାଡ଼ିଆ ପାଣିର ପ୍ରବଳ…

1 week ago

ସମୁଦ୍ରକୁ ଶଙ୍ଖେ: ଶ୍ରୀବଣା ଗ୍ରାମରେ ଭୋକରେ ଛଟପଟ ବନ୍ୟା ବିପନ୍ନ, ପ୍ରଶାସନିକ ଅବହେଳା ଭିତରେ ସହାୟତା…

ଗଞ୍ଜାମ,୨୯।୧୦ (ବିଦ୍ୟାଧର ସାହୁ): ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ ସମଗ୍ର ବ୍ଲକର ପ୍ରାୟ ୧୫ଟି ପଞ୍ଚାୟତ ପ୍ରଭାବିତ ହୋଇଥିବା ବେଳେ ମଲାଡ଼ ପଞ୍ଚାୟତର ଶ୍ରୀବଣା ଗ୍ରାମ ବେଶ୍ କ୍ଷତିଗ୍ରସ୍ତ…

1 week ago

ଇଚ୍ଛାପୁର ବ୍ରିଜ୍‌ରେ ବନ୍ୟାଜଳ: ଛତ୍ରପୁର ଷ୍ଟେଶନରେ ଅଟକିଲା ଯଶୋବନ୍ଦପୁର-ହାୱଡ଼ା ଟ୍ରେନ୍, ଫସିଲେ ହଜାର ହଜାର…

ଛତ୍ରପୁର, ୨୯।୧୦ (ଦିଲ୍ଲୀପ ସାମଲ): ଇଚ୍ଛାପୁର ବ୍ରିଜ୍‌ ଉପରେ ବନ୍ୟାଜଳ ପ୍ରବାହିତ ହେବା ଯୋଗୁ ରେଳ ଚଳାଚଳ ଗୁରୁତର ଭାବେ ବାଧାପ୍ରାପ୍ତ ହୋଇଛି। ଏହାର ପ୍ରଭାବରେ ଯଶୋବନ୍ଦପୁର-ହାୱଡ଼ା…

1 week ago

ହାତୀମୁଣ୍ଡା-ତାମାଙ୍ଗି ରାସ୍ତାରେ ଭୂସ୍ଖଳନ, ଯାତାୟାତ ବାଧାପ୍ରାପ୍ତ; ସ୍ଥିତି ପରଖିଲା…

ଦାରିଙ୍ଗବାଡ଼ି, ୨୯।୧୦ (ଅରୁଣ ସାହୁ): ବାତ୍ୟା 'ଅର୍ଣ୍ଣବ'ର ପ୍ରଭାବରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ବିଭିନ୍ନ ଦୁର୍ଗମ ଅଞ୍ଚଳ ପ୍ରଭାବିତ ହୋଇଛି। ପ୍ରବଳ ବର୍ଷା ଯୋଗୁ ହାତୀମୁଣ୍ଡା…

1 week ago

ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବ: ଫସଲ କ୍ଷତି ଆଶଙ୍କାରେ ଚାଷୀ

ରିଷିଡା,୨୯ା୧୦(ସୁଶାନ୍ତ ମଲ୍ଲିକ)- ବାତ୍ୟା ଅର୍ଣ୍ଣବ ପ୍ରଭାବରେ କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକର ରିଷିଡା ସମେତ ତେରେସିଂହା, ଗଜବାହାଲ, ପୌରକେଲା, ରେଗେଡ଼ା, ରାଜପୁର, ସରଗୁଲମାଲପଡା, ଯୋରାଡ୍ରବରା, ସାପଲହରା, ରିଞ୍ଜା…

1 week ago

୧୬ ନମ୍ବର ଜାତୀୟ ରାଜପଥରେ ୩ ଫୁଟ୍‌ର ପାଣି: ଆନ୍ଧ୍ର-ଓଡ଼ିଶା ଯୋଗାଯୋଗ ବିଚ୍ଛିନ୍ନ, ଟ୍ରକ୍ ଉପରେ ଜଳବନ୍ଦୀ ଥିବା ୧୮ ଜଣଙ୍କୁ…

ଗୋପାଳପୁର, ୨୯।୧୦ (ନବୀନ ରାଜ ଆଚାରୀ): ଗତ ତିନି ଦିନ ଧରି ବାତ୍ୟା 'ଅର୍ଣ୍ଣବ' ପ୍ରଭାବରେ ଲାଗିରହିଥିବା ଅବିଶ୍ରାନ୍ତ ବର୍ଷା ଯୋଗୁ ଜନଜୀବନ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇପଡ଼ିଛି।…

1 week ago

ବାତ୍ୟାରେ ଉଜୁଡିଗଲା ମକା ଫସଲ

ବରଗଡ଼,୨୯।୧୦(ପ୍ରେମାନନ୍ଦ ଖମାରୀ): ବାତ୍ୟା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ବଢ଼ାଇ ଦେଇଛି। ବାତ୍ୟା ପ୍ରଭାବରେ ଧାନ ସମେତ ଅଣଧାନ ଫସଲ ମଧ୍ୟ ବ୍ୟାପକ ଭାବେ ପ୍ରଭାବିତ ହୋଇଛି।…

1 week ago