ଆମ ଜିଲା ଖବର

ରୋଡ ରୋମିଓଙ୍କୁ ଧରି ନିସ୍ତୁକ ପିଟିଲେ ଯୁବତୀ

ତାଳଚେର,୧।୧୦: ଅନୁଗୋଳ ଜିଲା ତାଳଚେର ହାଟତୋଟା ବଜାରରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ଦୁଇଜଣ ରୋଡ୍‌ ରୋମିଓ ବଜାରରେ ଜଣେ ଯୁବତୀଙ୍କୁ ଅଶ୍ଲୀଳ ଇଙ୍ଗିତ କରି…

2 years ago

ବିଡିଓଙ୍କୁ ତାଲା ପକାଇଲେ ଏମ୍‌ପିଙ୍କ ପ୍ରତିନିଧି, ଭାଜପା କର୍ମକର୍ତ୍ତା

କେନ୍ଦୁଝର,୧।୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ତେଲକୋଇ ବିଡିଓଙ୍କ ବ୍ୟବହାରରେ କ୍ଷୁବ୍ଧ ହୋଇ ମଙ୍ଗଳବାର ଭାଜପା ନେତା ଓ କର୍ମୀ ବ୍ଲକ କାର୍ଯ୍ୟାଳୟ ମୁଖ୍ୟ ଗେଟ୍‌ରେ ତାଲା…

2 years ago

ପୋଲିସ ସ୍ବାମୀଙ୍କୁ ମାରି ଦେଇଥିବା ଅଭିଯୋଗ ଆଣିଥିଲେ ସ୍ତ୍ରୀ: ଏସ୍‌ଆଇ, ହାବିଲଦାର ନିଲମ୍ବିତ

ଫୁଲବାଣୀ, ୧ା୧୦(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ ଗୋଚ୍ଛାପଡା ଥାନା ଡାଙ୍ଗଣାମୁ ଘାଟି ରାସ୍ତାରୁ ଗତ ୨୬ ତାରିଖରେ ବୌଦ୍ଧ ଜିଲା କଣ୍ଟାମାଳ ଥାନା…

2 years ago

ଚିଡିଆଖାନାରେ ମଣିଷଖିଆ କଲରାପତରିଆ ବାଘ ଦେଖିବେ ପର୍ଯ୍ୟଟକ

ସମ୍ବଲପୁର,୧ା୧୦(ପ୍ରମୋଦ ବହିଦାର): ସମ୍ବଲପୁର ମୋତିଝରଣସ୍ଥିତ ଚିଡ଼ିଆଖାନା(ଡିଅରପାର୍କ)ରେ ପର୍ଯ୍ୟଟକମାନେ ଏକ ମଣିଷଖିଆ କଲରାପତରିଆ ଦେଖିପାରିବେ। ଚିଡ଼ିଆଖାନାରେ ସ୍ବତନ୍ତ୍ର ଭାବେ କାଚରେ ନିର୍ମିତ ଆବଦ୍ଧ କୋଠରିରେ ବାଘକୁ ଛଡ଼ାଯାଇଛି। ଏଠାରେ…

2 years ago

ସମ୍ବଲପୁର ନାବାଳିକା ବଳାତ୍କାର, ହତ୍ୟା ମାମଲା: ଅଭିଯୁକ୍ତଙ୍କୁ ଫାଶୀଦଣ୍ଡ ଦେଲେ କୋର୍ଟ

ସମ୍ବଲପୁର,ଜମନକିରା,୧ା୧୦(ପ୍ରମୋଦ ବହିଦାର, ରବିନ୍ଦ୍ର ଦାନୀ): ସମ୍ବଲପୁର ଜିଲା ଜମନକିରା ଥାନା ଅଧୀନ କସଡ଼ା ଗ୍ରାମରେ ଘଟିଥିବା ନାବାଳିକା ବଳାତ୍କାର ଓ ହତ୍ୟା ମାମଲାର ରାୟ ମଙ୍ଗଳବାର ପ୍ରକାଶ…

2 years ago

ସୁନ୍ଦରଗଡ଼ରେ ଯୁବକଙ୍କୁ ହତ୍ୟା

ହେମଗିର,୧।୧୦( ଚୈତନ୍ୟ ପଟେଲ): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଟାଙ୍ଗରଡିହିରେ ମଙ୍ଗଳବାର ଜଣଙ୍କୁ ଇଟାରେ ଛେଚି ହତ୍ୟା କରାଯାଇଛି। ମୃତକ ହେଲେ ଟାଙ୍ଗରଡିହି ଗ୍ରାମର କରୁଣା…

2 years ago

ପାର୍ବଣରେ ବୋନସ୍‌ ଦାବି ତେଜିଲା, ନ ମିଳିଲେ…

ରାଉରକେଲା,୧।୧୦(ବିପ୍ଳବ ରଞ୍ଜନ ଦାଶ): ଆର୍‌ଏସ୍‌ପିରେ କାର୍ଯ୍ୟରତ ଠିକା ଶ୍ରମିକଙ୍କୁ ବୋନସ୍‌ ପ୍ରଦାନ ଦାବି ନେଇ ରାଉରକେଲା ହିନ୍ଦ୍‌ ମଜଦୁର ସଭା ଓ ଜିଲା ଶିଳ୍ପାଞ୍ଚଳ ଶ୍ରମିକ ସଭା…

2 years ago

ବୁଲାଣି ରାସ୍ତାରେ ବସ୍‌ରୁ ଖସି ପଡ଼ିଲେ ହେଲପର୍‌, ମାଡ଼ିଗଲା ବସ୍‌…

ପୁରୀ,୧।୧୦: ପୁରୀ ଜିଲା ଖାଜୁରିଆ ରାସ୍ତା ଗୋବିନ୍ଦପୁର ମହାବୀର ଛକ ବୁଲାଣି ନିକଟରେ ଏକ ଦୁର୍ଘଟଣା ଘଟିଛି। ଚଳନ୍ତା ବସ୍‌ରୁ ହେଲପର୍‌ ଜଣକ ଖସି ପଡିଥିବା ବେଳେ…

2 years ago

ଭାରତର ପ୍ରତିନିଧିତ୍ୱ କରିବେ ଓଡ଼ିଆ ଛାତ୍ର ରୋହିତ ପାତ୍ର

କୋରାପୁଟ,୧।୧୦(ଅମିତାଭ ବେହେରା): ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ଗଣିତ ବିଭାଗର ପ୍ରଥମ ବର୍ଷର ଛାତ୍ର ରୋହିତ ପାତ୍ର ଅକ୍ଟୋବର ୦୪ରୁ ୧୩ ତାରିଖ ପର୍ଯ୍ୟନ୍ତ ଦକ୍ଷିଣ ଆଫ୍ରିକାର ସନ୍‌…

2 years ago

ମାହାଙ୍ଗା ଡବଲ ମର୍ଡର ମାମଲା: ପ୍ରତାପ ଜେନାଙ୍କୁ କ୍ଲିନ୍‌ଚିଟ୍‌

କଟକ,୧।୧୦: ମାହାଙ୍ଗା ଡବଲ ମର୍ଡର ମାମଲାରେ ପୂର୍ବତନ ମନ୍ତ୍ରୀ ପ୍ରତାପ ଜେନା ବଡ଼ ଆଶ୍ୱସ୍ତି ମିଳିଛି। ଏହି ମାମଲାରେ ମଙ୍ଗଳବାର ହାକକୋର୍ଟ ତାଙ୍କୁ କ୍ଲିନ୍‌ଚିଟ୍‌ ଦେଇଛନ୍ତି। ତାଙ୍କ…

2 years ago