ଆମ ଜିଲା ଖବର

ବିଜେଡିରେ ମିଶିଲେ ମନ୍ମଥ ରାଉତରାୟ, ଜଟଣୀ ଆସନରୁ ଲଢ଼ିବା ନେଇ ଚର୍ଚ୍ଚା !

ଭୁବନେଶ୍ୱର,୨୭।୩: ବରିଷ୍ଠ କଂଗ୍ରେସ ନେତା ସୁରେଶ କୁମାର ରାଉତରାୟଙ୍କ ସାନ ପୁଅ ମନ୍ମଥ ରାଉତରାୟ ବିଧିବଦ୍ଧ ଭାବେ ବିଜେଡିରେ ସାମିଲ ହୋଇଛନ୍ତି। ବୁଧବାର ଶଙ୍ଖ ଭବନରେ ଆୟୋଜିତ…

2 years ago

ବିଦ୍ୟୁତ୍‌ ଖୁଣ୍ଟକୁ ଧକ୍କା ଦେଇ ଓଲଟି ପଡିଲା ଯାତ୍ରୀବାହୀ ବସ୍‌

କୋରାପୁଟ,୨୭।୩(ଅମିତାଭ ବେହେରା): ବିଦ୍ୟୁତ୍‌ ଖୁଣ୍ଟକୁ ଧକ୍କା ଦେଇ ଓଲଟି ପଡିଲା ଖାମ୍ବେଶ୍ୱରୀ ନାମକ ଯାତ୍ରୀବାହୀ ବସ୍‌। ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୦ରୁ ଅଧିକ ଗୁରୁତର…

2 years ago

ହୋଲିରେ ଅଘଟଣ: ପୋଖରୀରେ ବୁଡି ଜଣେ ବ୍ୟକ୍ତି ମୃତ

ଛତ୍ରପୁର, ୨୬।୩ (ଦିଲ୍ଲୀପ ସାମଲ) : ହୋଲି ଖେଳି ସାରି ଗାଧୋଇବାକୁ ଯାଉଥିବା ବେଳେ ଅଘଟଣ। ଚମାଖଣ୍ଡି ଥାନା ଅନ୍ତର୍ଗତ ମାଙ୍ଗୁଆରୀପେଟା ଗ୍ରାମରେ ଥିବା ଏକ ପୋଖରୀରେ…

2 years ago

୪ ଘଣ୍ଟା ପାଇଁ ଆଜି ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ,୨୭।୩: ଆଜି ପୁରୀ ଶ୍ରୀମନ୍ଦିରରେ ବନକଲାଗି ନୀତି ଅନୁଷ୍ଠିତ ହେବ। ଭୋଗମଣ୍ଡପ ଭୋଗ ଶେଷ ହେବାପରେ ସା ୬ରୁ ରାତି ୧୦ଟା ପର୍ଯ୍ୟନ୍ତ ୪ ଘଣ୍ଟା ପାଇଁ…

2 years ago

ସମ୍ବଲପୁରରେ ବୋମା ମାଡ଼ ପରେ ଉତ୍ତେଜନା

ସମ୍ବଲପୁର,୨୬।୩: ପୁଣି ଅସାନ୍ତ ହୋଇପଡିଛି ସମ୍ବଲପୁର। ମଙ୍ଗଳବାର ସନ୍ଧ୍ୟାରେ ପୀରବାବା ଛକ ନିକଟସ୍ଥ ରାସ୍ତା ପାର୍ଶ୍ୱରେ ଏକ ବୁଲେଟ(ବାଇକ୍‌) ଛିଡ଼ା ହୋଇଥିଲା। ସେତିକିବେଳେ କେତେକ ଦୁର୍ବୃତ୍ତ ବୁଲେଟ୍‌…

2 years ago

ଆଗକୁ ନିର୍ବାଚନ: ପୋଲିସର ଫ୍ଲାଗମାର୍ଚ୍ଚ

ଦାମନଯୋଡ଼ି,୨୬।୩(ମାନସ ରଞ୍ଜନ କର): ଆଗକୁ ସାଧାରଣ ନିର୍ବାଚନ। ଆଇନ୍‌ ଶୃଙ୍ଖଳାକୁ ଦୃଷ୍ଟିରେ ରଖି ଦାମନଯୋଡ଼ି ପୋଲିସ ପକ୍ଷରୁ ଅଞ୍ଚଳରେ ଫ୍ଲାଗମାର୍ଚ୍ଚ କରାଯାଇଛି। ଆଇନଶୃଙ୍ଖଳା ବଜାୟ ରଖିବା, କୌଣସି…

2 years ago

ହୋଲି ଖେଳ ହେଲା କାଳ

ବାରଙ୍ଗ/ପାରାଦୀପ/ସମ୍ବଲପୁର,୨୬।୩(ଲିଙ୍ଗରାଜ ରାଉତ/ ଶରତ ରାଉତ/ ପ୍ରମୋଦ ବହିଦାର): ହୋଲି ଖେଳ ହେଲା କାଳ। ହୋଲି ଖେଳି ଗାଧୋଇବାକୁ ଯାଇଥିବା ବେଳେ ବିଭିନ୍ନ ସ୍ଥାନରେ ପାଣିରେ ବୁଡି ୨…

2 years ago

ହୋଲି ଉତ୍ସବରେ ଗୋଷ୍ଠୀ ସଂଘର୍ଷ: ଖଣ୍ଡା, ଭୁଜାଲି ମାଡ଼ରେ ୫ ଗୁରୁତର

ନୀଳଗିରି,୨୬।୩(ପ୍ରଶାନ୍ତ କୁମାର ବିଶ୍ବାଳ): ରଙ୍ଗର ପର୍ବ ହୋଲି ପାଇଁ ସବୁଠି ଉତ୍ସବ ମୁଖର ଥିବା ବେଳେ ବାଲେଶ୍ୱର ଜିଲା ନୀଳଗିରି ଥାନା ବାଉଁଶବଣିଆ ପଞ୍ଚାୟତ ଅଧୀନ ଗୁହାଳିଆ…

2 years ago

ବୈତରଣୀରେ ଅଘଟଣ: ଗାଧୋଇବାକୁ ଯାଇ ନାବାଳକ ନିଖୋଜ

ପାଟଣା୨୬।୩(ବୀର କିଶୋର ଦାଶ): ହୋଲି ଖେଳ ହେଲା କାଳ। ଜଣେ ୧୫ବର୍ଷୀୟ ନାବାଳକ ହୋଲି ଖେଳି ମଙ୍ଗଳବାର ଅପରାହ୍ନରେ ସାଙ୍ଗମାନଙ୍କ ସହ ବୈତରଣୀ ନଦୀକୁ ଗାଧୋଇବାକୁ ଯାଇ…

2 years ago

ଭଜନ କୀର୍ତ୍ତନ କରି ହୋଲି ଖେଳିଲେ ବରିଷ୍ଠ ନାଗରିକ

କୁଆଁରମୁଣ୍ଡା,୨୬।୩(ମହେନ୍ଦ୍ର କୁମାର ସାହୁ): ଆଜି ରଙ୍ଗର ପର୍ବ ହୋଲି। ପରସ୍ପର ମଧ୍ୟରେ ଥିବା ମନୋମାଳିନ୍ୟକୁ ପଛରେ ପକାଇ ଲୋକେ ରଙ୍ଗ ଓ ଅବିର ଲଗାଇ ପରସ୍ପରକୁ ଅଭିନନ୍ଦନ…

2 years ago