ଟିକିର,୧୪।୧୨(ପ୍ରଫୁଲ କୁମାର ବେହେରା )ରାୟଗଡ ଜିଲା କାଶୀପୁର ବ୍ଲକ ମାଣ୍ଡିବିଶି ରେ ସିପିଆଇ ବା.ଘୁ.ନା. ଡ଼ିଭିଜନ ନାଁରେ ଲାଗିଛି ମାଓ ପୋଷ୍ଟର। ଗୁରବାର ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟଳୟ…
କାଲିମେଳା, ୧୪ା୧୨(ଜୀବନକୃଷ୍ଣ ଦାସ)ମାଲକାନଗିରି ଜିଲା କାଲିମେଳା ବ୍ଲକ କୋଇମେଟଲା ପଞ୍ଚାୟତ ଏମ୍ଭି-୬୭ ଗ୍ରାମରେ ଅଜଣା ଜନ୍ତୁ ଆତଙ୍କ ଦେଖାଦେଇଛି। ଗ୍ରାମର ଗୋଟିଏ ରାତିରେ ୨ଜଣଙ୍କ ଚାଷୀଙ୍କ ୪୦ରୁ…
ଢେଙ୍କିକୋଟ,୧୪ା୧୨(ନୀଳମଣି ମଣ୍ଡଳ)କେନ୍ଦୁଝର ଜିଲା ଘଟଗାଁ ତହସିଲ ଅନ୍ତର୍ଗତ ଢେଙ୍କିକୋଟ ରାଜସ୍ବ ନିରୀକ୍ଷକ (ଆର୍ଆଇ ଅଫିସ)ଙ୍କ କାର୍ଯ୍ୟାଳୟ ଅବ୍ୟବସ୍ଥା ଘେରରେ ଚାଲିଛି। କାର୍ଯ୍ୟାଳୟ ମାସକୁ ଅଧା ଦିନ ବନ୍ଦ…
ହାଟଡ଼ିହୀ,୧୪l୧୨ (ଶୁଭକାନ୍ତ ନାୟକ)କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍ ଅଧୀନ ୬ ପଞ୍ଚାୟତରେ ଗତ ଅକ୍ଟୋବର, ନଭେମ୍ବର ଓ ଡିସେମ୍ବର ୩ ମାସର ଚାଉଳ ହିତାଧିକାରୀଙ୍କୁ ଅଦ୍ୟାବଧି ମିଳିନାହିଁ।…
ଖଇରା, ୧୪।୧୨(ଉତ୍କଳବନ୍ଧୁ ପଣ୍ଡା)ଡିସେମ୍ବର ମାସର ଅଧାଦିନ ଗଲାଣି। ୨୫ଭାଗ ଚାଷୀ ବିଲରୁ ପଶ୍ଚିମବଙ୍ଗ ବ୍ୟବସାୟୀଙ୍କ ପ୍ରଲୋଭନରେ ପଡି ଧାନ ବିକିସାରିଲାଣି। ଗତବର୍ଷ ମିଲରମାନଙ୍କ ଦ୍ୱାରା ନିର୍ଯାତନାର ଶିକାର…
କେନ୍ଦୁଝର,୧୪ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ)କେନ୍ଦୁଝର ଜିଲାର ବହୁ ପ୍ରତୀକ୍ଷିତ କାନପୁର ଜଳସେଚନ ପ୍ରକଳ୍ପ ଚଳିତବର୍ଷ ଡିସେମ୍ବର ସୁଦ୍ଧା ନିର୍ମାଣ ଶେଷ ହୋଇ କାର୍ଯ୍ୟକ୍ଷମ ହେବା ନେଇ ଅନିଶ୍ଚିତତା ଦେଖାଦେଇଛି।…
ମୋହନା,୧୪ା୧୨(ମନ୍ମଥ ମିଶ୍ର)ବିଦ୍ୟାଳୟରେ ନାହିଁ ଆବଶ୍ୟକ ଶ୍ରେଣୀ ଗୃହ, ମଧ୍ୟାହ୍ନ ଭୋଜନ ପାଇଁ ଉଦ୍ଦିଷ୍ଟ ବାରଣ୍ଡାରେ ଚାଲୁଛି ଏକାଥରକେ ତିନି ତିନୋଟି ଶ୍ରେଣୀର ପିଲାଙ୍କ ପାଠପଢା। କେବଳ ସେତିକି…
ଧର୍ମଶାଳା/କାଏମା,୧୪ା୧୨(ବଟକୃଷ୍ଣ ପରିଡ଼ା/ଶିବପ୍ରସାଦ ମହାନ୍ତି):ଧର୍ମଶାଳା ଥାନା ଅଞ୍ଚଳରେ ଆପରାଧିକ କାର୍ଯ୍ୟକଳାପ ବଢ଼ିବାରେ ଲାଗିଛି। ଏଠାରେ ୭ ଦିନ ମଧ୍ୟରେ ୩ ଅପହରଣ ଉଦ୍ୟମ ଘଟଣା ଘଟିବା ପରେ ବିଦ୍ୟାଳୟ…
କେନ୍ଦ୍ରାପଡ଼ା,୧୪ା୧୨(ଜଗନ୍ନାଥ ଧଳ)ଆଗକୁ ସାଧାରଣ ନିର୍ବାଚନ ଆସୁଛି। କେନ୍ଦ୍ରାପଡ଼ା ଜିଲାରେ ଏହାର ପ୍ରଭାବ ପଡିବା ଆରମ୍ଭ ହୋଇଛି। ଦଳୀୟ କାର୍ଯ୍ୟକ୍ରମ ମାଧ୍ୟମରେ ସଙ୍ଗଠନକୁ ମଜଭୁତ ପାଇଁ ପ୍ରୟାସ ଚାଲିଛି।…
କୋରାପୁଟ,୧୩ା୧୨(ଅମିତାଭ ବେହେରା): କୋରାପୁଟ ଜିଲାରେ ଗୁରୁବାରଠାରୁ ଆରମ୍ଭ ହେବ ଲକ୍ଷ୍ମୀ ବସ୍ ଯୋଜନା। କୋରାପୁଟସ୍ଥିତ ଲାଣ୍ଡିଗୁଡ଼ା ସରକାରୀ ମହାବିଦ୍ୟାଳୟଠାରେ ଆୟୋଜିତ ଏହି ବସ୍ ଶୁଭାରମ୍ଭ ଉତ୍ସବରେ ରାଜ୍ୟ…