ଆମ ଜିଲା ଖବର

ନାବାଳିକାକୁ ଗର୍ଭବତୀ କରି ହତ୍ୟା ଉଦ୍ୟମ ଅଭିଯୋଗ: ଘଟଣାର ଆଠ ଦିନ ପରେ ବି ପୋଲିସ ନିଷ୍କ୍ରିୟ

ବଣାଇଁ,୧୮ା୯(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ଥାନା ଅଞ୍ଚଳରେ ଆଠ ଦିନ ତଳେ ଘଟିଥିବା ଏକ ଚାଞ୍ଚଲ୍ୟକର ଘଟଣା ବୁଧବାର ଲୋକଲୋଚନକୁ ଆସିଛି। ଘଟଣା ଚର୍ଚ୍ଚାର ବିଷୟ…

2 years ago

ରତ୍ନଭଣ୍ଡାର ଯାଞ୍ଚ କରି ଫେରିବା ପରେ ଏହି ବଡ଼ ସୂଚନା ଦେଲେ ଶ୍ରୀମନ୍ଦିର ପ୍ରଶାସକ, କହିଲେ ଆଗକୁ …

ପୁରୀ,୧୮ା୯: ଶ୍ରୀମନ୍ଦିର ରତ୍ନଭଣ୍ଡାରର ବୁଧବାର ଲେଜର ସ୍କାନିଂ ହୋଇଛି। ଏଏସ୍‌ଆଇ ଏଡିଜି ଜାନ ଭିଜ ଶର୍ମାଙ୍କ ନେତୃତ୍ୱରେ ଆଜି ୧୭ ଜଣିଆ ଟିମ୍‌ ଯାଞ୍ଚ କରିବା ସହ…

2 years ago

ପୁଣି ଲଜ୍ଜା: ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା, ନ୍ୟାୟ ପାଇଁ ଧାରଣାରେ ବସିଲେ ଗ୍ରାମବାସୀ

ତେନ୍ତୁଳିଖୁଣ୍ଟି,୧୮ା୯(ଚିଦାନନ୍ଦ ସାହୁ) : ନବରଙ୍ଗପୁର ଜିଲାର ତେନ୍ତୁଳିଖୁଣ୍ଟି ବ୍ଲକର କଣ୍ଟା ଗାଁରେ ପୁଣି ଲଜ୍ଜା। ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା କରାଯାଇଥିବା ଅଭିଯୋଗ…

2 years ago

ବଢ଼ିଲା ଡିଜିପି ଓ୍ବାଇବି ଖୁରାନିଆଙ୍କ କାର୍ଯ୍ୟକାଳ

କଟକ,୧୮ା୯: ପୋଲିସ ଡିଜି ଯୋଗେଶ ବାହାଦୂର (ଓ୍ବାଇବି) ଖୁରାନିଆଙ୍କ କାର୍ଯ୍ୟକାଳ ବଢ଼ିଛି। ରାଜ୍ୟ ସରକାର ୨୦୨୬ ପର୍ଯ୍ୟନ୍ତ ତାଙ୍କର କାର୍ଯ୍ୟକାଳ ବଢ଼ାଇଛନ୍ତି। ତେବେ ଏହି କାର୍ଯ୍ୟକାଳକୁ ସରକାର…

2 years ago

ଦାୟିତ୍ୱ ହସ୍ତାନ୍ତର ପରେ ବି ଖୋଲୁନି ସୁବିଧା କେନ୍ଦ୍ର, ଲକ୍ଷ୍ମୀ ବସ୍‌ ହଟାଇବାକୁ ଦାବି

ଦାରିଙ୍ଗବାଡ଼ି,୧୮ା୯(ଅରୁଣ ସାହୁ): କିଛିଦିନ ପରେ ଶୀତ ଆସିବ ଆଉ ଦାରିଙ୍ଗବାଡ଼ିକୁ ପର୍ଯ୍ୟଟକଙ୍କ ସୁଅ ଛୁଟିବ। ତେବେ ଦୀର୍ଘଦିନରୁ ପର୍ଯ୍ୟଟକଙ୍କ ପାଇଁ ରହିଥିବା ସୁବିଧା କେନ୍ଦ୍ରଟି ତାଲା ପଡ଼ିଥିବା…

2 years ago

ସରପଞ୍ଚଙ୍କ ବିରୋଧରେ ଅନାସ୍ଥା ଆଣିଲେ ଓ୍ବାର୍ଡ ସଭ୍ୟ

ଛତ୍ରପୁର,୧୮ା୯(ସନ୍ତୋଷ ପାଢ଼ୀ/ ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ହିଞ୍ଜିଳି ବ୍ଲକ ଅନ୍ତର୍ଗତ ଦାରୁଭଦ୍ରା ପଞ୍ଚାୟତ ସରପଞ୍ଚ ବିକାଶ ସେଠୀଙ୍କ ନିଜ ମନମୁଖୀ କାର୍ଯ୍ୟ ନେଇ ଓ୍ବାର୍ଡ ସଭ୍ୟାସଭ୍ୟ…

2 years ago

ସୁଭଦ୍ରା ଟଙ୍କା ପାଇଁ ଠେଲାପେଲା: ମେସେଜ ଆସିନଥିବାରୁ ବ୍ୟାଙ୍କରେ ଭୟଙ୍କର ଭିଡ

ବରୀ,୧୮ା୯(ମହେନ୍ଦ୍ର ସ୍ୱାଇଁ): ସାରା ଓଡ଼ିଶାରେ ଏବେ ସୁଭଦ୍ରା ଚର୍ଚ୍ଚା। ଯୁଆଡେ ଦେଖିଲେ ସମସ୍ତଙ୍କ ମୁହଁରେ ସୁଭଦ୍ରା ଟଙ୍କା ଆସିଲା କି ନାହିଁ ପ୍ରଶ୍ନ। ଏହାରି ମଧ୍ୟରେ ଯେଉଁମାନଙ୍କର…

2 years ago

ଆତଙ୍କ ସୃଷ୍ଟି କରୁଥବା ଦନ୍ତାହାତୀକୁ ଟ୍ରାଙ୍କୁଲାଇଜ୍‌, ରେଡିଓକୋଲାର ଲଗାଇଲା ବନ ବିଭାଗ

ଟେନ୍‌ସା,୧୮ା୯(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ଓ ବରସୁଆଁ ଫରେଷ୍ଟ ରେଞ୍ଜ ଅଞ୍ଚଳରେ ଗତ ୫ବର୍ଷ ଧରି ଆତଙ୍କ ଚଳାଉଥିଲା। ଦନ୍ତାହାତୀଟିକୁ ବନ ବିଭାଗ ଟ୍ରାଙ୍କୁଲାଇଜ…

2 years ago

ଝିରିପାଣି ପଞ୍ଚାୟତରେ ଝାଡ଼ାବାନ୍ତି, ପହଞ୍ଚିଲେ ଡାକ୍ତରୀ ଟିମ୍‌

ବାଲିଗୁଡ଼ା,୧୮ା୯(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଅନ୍ତର୍ଗତ ତୁମୁଡ଼ିବନ୍ଧ ବ୍ଲକର ଝିରିପାଣି ପଞ୍ଚାୟତରେ ଝାଡ଼ାବାନ୍ତି ବ୍ୟାପିଛି। ଝାଡ଼ାବାନ୍ତିରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଥିବା ନେଇ…

2 years ago

ସରକାରୀ କ୍ୱାର୍ଟର୍ସରୁ ମିଳିଲା ଫରେଷ୍ଟରଙ୍କ ମୃତଦେହ

ଭବାନୀପାଟଣା,୧୮।୯ (ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ସରକାରୀ କ୍ୱାର୍ଟର୍ସରୁ ବୁଧବାର ସକାଳରେ ଜଣେ ଫରେଷ୍ଟରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ମୃତ ଫରେଷ୍ଟରଙ୍କ ନାମ…

2 years ago