ଆମ ଜିଲା ଖବର

ମିଳିଲା ଦଳିତ ଯୁବକଙ୍କ ମୃତଦେହ: ହତ୍ୟା କରି ଫିଙ୍ଗି ଦିଆଯାଇଥିବା ସନ୍ଦେହ

ନିଶ୍ଚିନ୍ତକୋଇଲି,୨୮।୧୧(ଅଶୋକ କୁମାର ମହାପାତ୍ର): କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ ବାବୁଜଙ୍ଘ ଭୂୟାଁ ସାହି ଏକ କୁକୁଡ଼ା ଫାର୍ମ ନିକଟରୁ ମଙ୍ଗଳବାର ଜଣେ ଦଳିତ ଯୁବକଙ୍କ ମୃତଦେହ ମିଳିଛି।…

2 years ago

ଆଜି ରତ୍ନଭଣ୍ଡାର ବାହାର କାନ୍ଥର ଲେଜର ସ୍କାନିଂ

ପୁରୀ, ୨୮ା୧୧(ଅଜିତ୍‌ ମହାନ୍ତି):ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିବା, ମରାମତି କରିବା ସହ ରତ୍ନ ଗଣତି ନେଇ ବାରମ୍ବାର ବିଭିନ୍ନ ଅନୁଷ୍ଠାନ ସହ ଗଜପତି ମହାରାଜା ଏବଂ ଅନ୍ୟ ସେବାୟତ…

2 years ago

ବଲାଙ୍ଗୀରର ଅନନ୍ୟ ପୀଠ ଦଲ୍‌ ତେତେଲ୍‌: ଯେଉଁଠି ମିଛ କହିବା ମନା

ବଲାଙ୍ଗୀର ଜିଲାରେ ଏଭଳି ଏକ ସ୍ଥାନ ରହିଛି, ଯେଉଁଠି ମିଛ କହିବା ସମ୍ପୂର୍ଣ୍ଣ ମନା। ସେଇ ସ୍ଥାନରେ ମିଛ କହିଲେ ଅନେକ ବିପତ୍ାତ୍‌, ଅଘଟଣ ଘଟେ ବୋଲି…

2 years ago

ଶୂନ୍ୟବ୍ରହ୍ମଙ୍କୁ ଆରାଧନା କଲେ ୫୦ ହଜାର ଶ୍ରଦ୍ଧାଳୁ

ଖଇରା,୨୮।୧୧(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକର କୁପାରୀସ୍ଥିତ ଐତିହାସିକ ଶୂନ୍ୟମଣ୍ଡପରେ ପଞ୍ଚୁକ ମେଳା ସୋମବାର ଅନୁଷ୍ଠିତ ହୋଇଯାଇଛି। ବାଲେଶ୍ୱର ସମେତ ଆଖପାଖ ଜିଲାରୁ ୫୦ହଜାରରୁ ଊର୍ଦ୍ଧ୍ୱ…

2 years ago

ଆରମ୍ଭ ହେଲା ନୌବାଣିଜ୍ୟ ପରମ୍ପରାର ପ୍ରତୀକ ଐତିହାସିକ କଟକ ବାଲିଯାତ୍ରା

କଟକ,୨୭ା୧୧: ଐତିହାସିକ କଟକ ବାଲିଯାତ୍ରା ଆଜି ସନ୍ଧ୍ୟାରେ ଉଦ୍‍ଘାଟିତ ହୋଇଛି । ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଏହି ଐତିହାସିକ ବାଲିଯାତ୍ରାକୁ ଉଦ୍‍ଘାଟନ କରିଛନ୍ତି । ଓଡ଼ିଆ…

2 years ago

ଭିଜିଲାନ୍ସ ଜାଲରେ ବୈପାରିଗୁଡା ଆଇଆଇସି

ବୈପାରିଗୁଡା,୨୭ା୧୧(କଳ୍ପତରୁ ମହାନ୍ତି): କୋରାପୁଟ ଜିଲା ବୈପାରିଗୁଡା ଆଇଆଇସି ସୁଶାନ୍ତ ଶତପଥୀ ସୋମବାର ବସ୍‌ ଯୋଗେ କେନ୍ଦ୍ରାପଡା ଜିଲା ସ୍ଥିତ ନିଜ ଘରକୁ ଯାଉଥିବା ବେଳେ ତାଙ୍କୁ ଜୟପୁର…

2 years ago

ଏଟିଏମ୍‌ କାଟି ଅଖାରେ ପୂରାଇ ନେଇଗଲେ ୨୦ ଲକ୍ଷ

ବାହାନଗା, ୨୭ା୧୧(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ବାହାନଗା ବଜାର ନିକଟରେ ରବିବାର ବିଳମ୍ବିତ ରାତିରେ ଏକ ବଡଧରଣର ଲୁଟ୍‌ ହୋଇଛି। ବଜାରଠାରୁ ଶହେ ମିଟର ଦୂର…

2 years ago

ପୁରୀ ଯାଉଥିଲେ ରାସ୍ତାରେ ଜାଣିଲେ ନିଆଁ ଲାଗି ଜଳିଗଲା ଝିଅ ବାହାଘର ପାଇଁ ରଖିଥିବା ସୁନାଗହଣା, ନଗଦ ଟଙ୍କା

ଔପଦା, ୨୭।୧୧(ଧରିତ୍ରୀ ପଣ୍ଡା): ବାଲେଶ୍ୱର ଜିଲା ଔପଦା ବ୍ଲକ ଅଘିରାପଦା ପଞ୍ଚାୟତ ଗରୁଡ଼ହତା ଗ୍ରାମର ବସନ୍ତ ରାଉତ ଓ ତାଙ୍କ ସାନ ଭାଇ ଶ୍ରୀକାନ୍ତଙ୍କ ଘରେ ନିଅଁା…

2 years ago

ଗଜପତିରେ ହାତୀ, ବାଘ ଆତଙ୍କ ୨୪ଘଣ୍ଟା ପହରା ଦେଉଛି ବନ ବିଭାଗ

ପାରଳାଖେମୁଣ୍ଡି(ଗିରିଧାରୀ ପରିଛା):୨୭ା୧୧-ଗଜପତି ଜିଲାରେ ହାତୀ, ବାଘ ଭୟ ଲୋକମାନଙ୍କୁ ଆତଙ୍କିତ କରି ପକାଇଛି। କାଶୀନଗର ବ୍ଲକ ଅନ୍ତର୍ଗତ ବୁଦୁରା ପଞ୍ଚାୟତର ୱାନାଗୁଡା ଗ୍ରାମ ପାହାଡ଼ ଅଞ୍ଚଳରେ ୪ଟିକିଆ…

2 years ago

ଯୁବକଙ୍କ ମୃତଦେହ ଜବତ, ହତ୍ୟା ଅଭିଯୋଗ ଆଣିଲେ ବାପା

ଫୁଲବାଣୀ, ୨୭ା୧୧(ରାକେଶ କୁମାର ରାଉତ): ଫୁଲବାଣୀସ୍ଥିତ ନାରାୟଣୀ ମନ୍ଦିର ନିକଟ ନଦୀ ପାଶର୍‌ବରୁ ଜଣେ ଯୁବକଙ୍କ ମୃତଦେହକୁ ସୋମବାର ଫୁଲବାଣୀ ଟାଉନ ଥାନା ପୋଲିସ ଜବତ କରିଛି…

2 years ago