ଆମ ଜିଲା ଖବର

ବିଦ୍ୟୁତ ତାର ବିଛାଇ ହାତୀକୁ ମାରିଦେଲେ! ବନବିଭାଗ ତଦନ୍ତ ଜାରି

ବାରିପଦା,୧୨।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବେତନଟୀ ରେଞ୍ଜ ଜାମଶୂଳି ଗାଁରେ ଗୁରୁବାର ଭୋର ବିଦ୍ୟୁତ ଆଘାତରେ ଏକ ମାଈହାତୀର ମୃତ୍ୟୁ ଘଟିଛି । ଖବରପାଇ ବନବିଭାଗର…

2 years ago

ପଶ୍ଚିମବଙ୍ଗରୁ ବାଂଲାଦେଶ ପଠାଯାଉଥିଲା ଚୋରି ମୋବାଇଲ: ୫ ଆନ୍ତଃରାଜ୍ୟ ଲୁଟେରାଙ୍କୁ ଧରିଲା ପୋଲିସ

ଜୟପୁର,୧୨।୯(ପବନ ପାଣିଗ୍ରାହୀ): ଆନ୍ତଃରାଜ୍ୟ ର଼୍ୟାକେଟ୍‌ର ୫ ମୋବାଇଲ ଫୋନ୍‌ ଲୁଟେରାକୁ ଜୟପୁର ଟାଉନ ପୋଲିସ ଗୁରୁବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଝାଡଖଣ୍ଡର ବିଶାଳ କୁମାର…

2 years ago

ଖେଳ ଶିକ୍ଷକଙ୍କ ମାଡ଼ରେ ୫ ଛାତ୍ରୀ ଲହୁ ଲୁହାଣ

ବାଲିଗୁଡ଼ା,୧୨।୯(ସଞ୍ଜୟ କୁମାର ପାଣିଗ୍ରାହୀ): ଦଣ୍ଡମୁକ୍ତ ଅଞ୍ଚଳରେ ଛାତ୍ରୀଙ୍କୁ ମାଡ଼ ଅଭିଯୋଗ। ସ୍କୁଲରେ ମଧ୍ୟାହ୍ନଭୋଜନ ଖାଇବା ବେଳେ ୫ଜଣ ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ଖେଳ ଶିକ୍ଷକ ମାଡ଼ ମାରି…

2 years ago

ଲଟାବୁଦାରେ ପରିପୂର୍ଣ୍ଣ ହୋଇଛି ବାଲିଗୁଡ଼ା କ୍ଷୁଦ୍ର ଜଳସେଚନ କାର୍ଯ୍ୟାଳୟ

ବାଲିଗୁଡ଼ା,୧୨ା୯(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ କ୍ଷୁଦ୍ର ଜଳସେଚନ ଉପ-ବିଭାଜନ ଅଧୀନରେ ବାଲିଗୁଡା ବ୍ଲକ ସମେତ ତୁମୁଡିବନ୍ଧ, କୋଟଗଡ଼ ଓ କ.ନୂଆଗାଁ ଅଞ୍ଚଳରେ ଥିବା…

2 years ago

ଜବାହର ନବୋଦୟ ବିଦ୍ୟାଳୟରେ ଛାତ୍ରଙ୍କୁ ରାଗିଂ ଅଭିଯୋଗ

ହାଟଡିହୀ,୧୨ା୯(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଧୀନ ହଦଗଡ଼ ଜବାହର ନବୋଦୟ ବିଦ୍ୟାଳୟର ଜଣେ ନବମ ଶ୍ରେଣୀ ଛାତ୍ରଙ୍କୁ ସିନିୟର ଛାତ୍ରମାନେ ରାଗିଂ କରିଥିବା ଅଭିଯୋଗ…

2 years ago

ମାଓବାଦୀଙ୍କ ବର୍ବରତା: ପ୍ରଜାକୋର୍ଟରେ ୨ ଜଣଙ୍କୁ କଲେ ହତ୍ୟା

ବିଜାପୁର,୧୨।୯: ଓଡ଼ିଶା ସୀମାନ୍ତ ଛତିଶଗଡ଼ ବିଜାପୁର ଜିଲା ଜଣ୍ଡାଲାଟରେ ମାଓବାଦୀମାନେ ଗୁରୁବାର ଏକ ବର୍ବରକାଣ୍ଡ ଭିଆଇଛନ୍ତି। ମାଓବାଦୀମାନେ ଏକ ପ୍ରଜାକୋର୍ଟ କରି ପୋଲିସ ଇନ୍‌ଫର୍ମର ସନ୍ଦେହରେ ଲୋକଙ୍କ…

2 years ago

ସିଲ୍‌ ହେଲା ଜନସେବା କେନ୍ଦ୍ର: ସୁଭଦ୍ରା ଯୋଜନା ଆବେଦନ ପାଇଁ ମାଗୁଥିଲେ ଟଙ୍କା

ଖୋର୍ଦ୍ଧା,୧୨।୯(ପ୍ରଭାତ ପାଣିଗ୍ରାହୀ): ସୁଭଦ୍ରା ଯୋଜନାରେ ପଞ୍ଜୀକରଣ ପାଇଁ ହିତାଧିକାରୀଙ୍କଠାରୁ ଅର୍ଥ ଦାବି କରୁଥିବା ଅଭିଯୋଗରେ ଖୋର୍ଦ୍ଧା ଜିଲା ପ୍ରଶାସନ ଏକ ଜନସେବା କେନ୍ଦ୍ରକୁ ସିଲ୍‌ କରି ଦେଇଛି…

2 years ago

ଗଣେଶ ମୂର୍ତ୍ତି ଭସାଣି ବେଳେ ଗୋଷ୍ଠୀ ସଂଘର୍ଷ: ୧୦ ଆହତ, ୮ ଗିରଫ

ତିହିଡ଼ି,୧୨ା୯(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ଥାନା ପାଳିଆବିନ୍ଧା ପଞ୍ଚାୟତ ଅଧୀନ ପାଳିଆ ଗ୍ରାମରେ ବୁଧବାର ରାତିରେ ଗଣେଶ ମେଢ଼ ଭସାଣି ବେଳେ ଗୋଷ୍ଠୀ ସଂଘର୍ଷ ଘଟିଛି।…

2 years ago

ଆସ୍ଥା ଭୋଟ୍‌ରେ ହାରିଗଲେ ଏନ୍‌ଏସି ଅଧ୍ୟକ୍ଷା ପ୍ରିୟଙ୍କା ଗୌଡ଼, ଧୂଳିସାତ୍‌ ହେଲା…

ପୁରୁଷୋତ୍ତମପୁର,୧୨ା୯(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସି ଅଧ୍ୟକ୍ଷା ପ୍ରିୟଙ୍କା ଗୌଡ଼ଙ୍କ ନାମରେ ଆସିଥିବା ଅନାସ୍ଥା ପ୍ରସ୍ତାବ ଉପରେ ଗୁରବାର ଆସ୍ଥା ଭୋଟ୍‌ ହୋଇଥିବା ବେଳେ ଏଥିରେ…

2 years ago

କଠୋର ହେଲା ପ୍ରଶାସନ, ଶିଳ୍ପନଗରୀରେ ବାଜିବନି ଡିଜେ

ତାଳଚେର,୧୨ା୯(ମନୋଜ ନନ୍ଦ): ଶିଳ୍ପ ନଗରୀ ତାଳଚେରରେ ବାଜି ପାରିବନି ଡିଜେ ସାଉଣ୍ଡ। ଶିଳ୍ପ ନଗରୀ ତାଳଚେରରେ ବର୍ତ୍ତମାନ ଗଣେଶ ପୂଜା ଚାଲିଥିଲା ବେଳେ ଚଳିତ ମାସର ୭…

2 years ago