ଆମ ଜିଲା ଖବର

ମାଟିତଳୁ ମିଳିଲା ମହିଳାଙ୍କ ଗଳିତ ମୃତଦେହ: କୁକୁର ଟାଣିଟାଣି କାଢ଼ୁଥିଲା

ଦେବଗଡ଼,୨।୩(ଶଶାଙ୍କ ଶେଖର ଝାଙ୍କର): ମାଟି ତଳେ  ପୋତା ଯାଇଥିବା ମହିଳାଙ୍କ ଗଳିତ ମୃତଦେହ ଠାବ ହୋଇଛି। ତାଙ୍କୁ କେହି  ହତ୍ୟା କରିଥିବା  ସନ୍ଦେହ କରାଯାଉଛି। ଏଭଳି ଘଟଣା…

2 years ago

୨୦ ଦିନ ଛୁଟିରେ ଥିଲେ ଆଇଟିଡିଏ ସହକାରୀ ନିର୍ବାହୀ ଯନ୍ତ୍ରୀ, କାର୍ଯ୍ୟରେ ଯୋଗଦେବାର ଦିନକ ପରେ ମିଳିଲା ଝୁଲନ୍ତା ମୃତଦେହ

ଫୁଲବାଣୀ,୨।୩(ରାକେଶ କୁମାର ରାଉତ): ଫୁଲବାଣୀ ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥା(ଆଇଟିଡିଏ)ର ସହକାରୀ ନିର୍ବାହୀ ଯନ୍ତ୍ରୀ ତୁଷାରେନ୍ଦ୍ର ନାୟକଙ୍କ ମୃତଦେହ ନଦୀଖଣ୍ଡି ସାହିସ୍ଥିତ ସରକାରୀ ବାସଭବନରୁ ମିଳିଛି। ସେ…

2 years ago

୫ ତାରିଖରେ ଚଣ୍ଡିଖୋଲ ଗସ୍ତ କରିବେ ମୋଦି: ସମୀକ୍ଷା କଲେ ପ୍ରଶାସନିକ ଅଧିକାରୀ

ଚଣ୍ଡିଖୋଲ,୨।୩: ଆସନ୍ତା ୫ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଯାଜପୁର ଗସ୍ତ କରିବେ। ଯାଜପୁରସ୍ଥିତ ଚଣ୍ଡିଖୋଲ ଗସ୍ତ ନେଇ ଜୋରଦାର ପ୍ରସ୍ତୁତି ଚାଲିଛି । ଚଣ୍ଡିଖୋଲ ନିକଟସ୍ଥ…

2 years ago

ସୁନ୍ଦରଗଡ଼ ସମେତ ରାଜ୍ୟର ୫ଟି ମେଡିକାଲ କଲେଜ ଓ ହସ୍ପିଟାଲ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ସୁନ୍ଦରଗଡ଼,୨।୩: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ସୁନ୍ଦରଗଡ଼ ସମେତ ରାଜ୍ୟର ୫ଟି ମେଡିକାଲ କଲେଜ ଓ ହସ୍ପିଟାଲକୁ ଭିଡିଓ କନ୍‌ଫରେନ୍ସ ମାଧ୍ୟମରେ ଉଦ୍‌ଘାଟନ କରିଛନ୍ତି । ଏହି…

2 years ago

ପଲିଥିନମୁକ୍ତ ସହର ଅଭିଯାନ ବାଟବଣା

ରାଉରକେଲା,୨।୩(ବିପ୍ଲବ ରନ ଦାଶ): ୨୦୦୮ରୁ ପଲିଥିନ ଓ ପ୍ଲାଷ୍ଟିକ ବ୍ୟବହାର ରୋକିବା ପାଇଁ ସରକାର ଆଇନଗତ କଟକଣା ସହ ବ୍ୟାପକ ସଚେତନତା ଅଭିଯାନ କରୁଛନ୍ତି। ୨୦୨୨ରେ ଦେଶରେ…

2 years ago

କଲରାପତରିଆ ବାଘ ଗଣିବେ ନବୀନ ସରକାର

ଭୁବନେଶ୍ୱର, ୨।୩(ଅସମାପିକା ସାହୁ): ରାଜ୍ୟ ସରକାର ନିଜସ୍ବ କଲରାପତରିଆ ବାଘ ଗଣନା କରିବେ। ଆସନ୍ତା ମେ’ରୁ ହାତୀ ଗଣନା ସହ ଏକକାଳୀନ କଲରାପତରିଆ ବାଘ ଗଣନା କରାଯିବ।…

2 years ago

୩ ମେଗା ପ୍ରକଳ୍ପ ଦିଗହରା: ଅବଧି ସରିଲାଣି, ସରୁନି କାମ

ରାୟଗଡ଼ା,୨।୩(ଭାଗ୍ୟଶ୍ରୀ ମିଶ୍ର): ପ୍ରତ୍ୟେକ ଘରକୁ ଟ୍ୟାପ୍‌ ଯୋଗେ ବିଶୁଦ୍ଧ ଜଳ ଯୋଗାଣ ଲକ୍ଷ୍ୟ ନେଇ କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କ ମିଳିତ ଉଦ୍ୟମରେ ଜଳ ଜୀବନ ମିଶନ…

2 years ago

ପାର୍ଟି ନୁହେଁ, ଏଥର ଚାଷୀ ସରକାର ଦରକାର

ଜଗତ୍‌ସିଂହପୁର,୨ା୩(ପ୍ରମୋଦ କୁମାର ନାୟକ): ଚାଷୀଙ୍କ ୮୦ ପ୍ରତିଶତ ଭୋଟରେ ଭାଜପା କେନ୍ଦ୍ର ଓ ବିଜେଡି ରାଜ୍ୟରେ ସରକାର ଚଳାଇଛି। ଦୀର୍ଘ ୨୪ ବର୍ଷ ହେଲା ବିଜେଡି ଓଡ଼ିଶାରେ…

2 years ago

ନିର୍ବାଚନ ପୂର୍ବରୁ ଭାଜପା ନେତାଙ୍କୁ ହାଣିଦେଲେ

ମାଲକାନଗିରି,୨।୩(ଦୁର୍ଯ୍ୟୋଧନ ପାତ୍ର): ନିର୍ବାଚନ ପୁର୍ବରୁ ଭାଜପା ନେତାଙ୍କୁ ହାଣି ହତ୍ୟା । ଏଭଳି ଅଭାବନିୀୟ ଘଟଣା ଘଟିଛି ମାଲକାନଗିରି ଛତିଶଗଡ ସିମାନ୍ତ ବିଜାପୁର ଜିଲାରେ। ବିଜାପୁର ଜିଲାର…

2 years ago

ଗଛ କଟାକୁ କେନ୍ଦ୍ରକରି ଫରେଷ୍ଟ ଗାର୍ଡଙ୍କୁ ଆକ୍ରମଣ: ଭିଡିଓ ଭାଇରାଲ୍‌

ବାରିପଦା,୨ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସଂରକ୍ଷିତ ଜଙ୍ଗଲରୁ ଗଛ କାଟିବାକୁ ବାରଣ କରିବାରୁ ଜଣେ ଫରେଷ୍ଟ ଗାର୍ଡଙ୍କୁ କେତେକ ଲୋକ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ମୟୂରଭଞ୍ଜ ଜିଲା…

2 years ago