କେନ୍ଦ୍ରାପଡ଼ା, ୨୬ା୬ (ଜଗନ୍ନାଥ ଧଳ): ଓଡ଼ିଶାରେ ମୌସୁମୀ ବାୟୁ ପ୍ରବେଶ କରିଛି। ତେବେ କେନ୍ଦ୍ରାପଡ଼ା ଜିଲାରେ ଆଶାନୂରୂପକ ବର୍ଷା ହୋଇନାହିଁ। ଫଳରେ ଜିଲାରେ ଉତ୍କଟ ଜଳାଭାବ ଦେଖାଦେଇଛି।…
ପୁରୀ,୨୬ା୬(ଅଜିତ୍ କୁମାର ମହାନ୍ତି): ଆସନ୍ତା ୭ତାରିଖରେ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ଅନୁଷ୍ଠିତ ହେବାକୁ ଯାଉଛି। ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ପ୍ରଭୁ ବଳଭଦ୍ର ଏବଂ ଭଉଣୀ ଦେବୀ ସୁଭଦ୍ରାଙ୍କୁ…
ପୁରୀ,୨୫।୬: ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଶେଷ ହୋଇଛି । ଛତିଶା ନିଯୋଗ ବୈଠକରେ ହୋଇଥିବା ନିଷ୍ପତିକୁ ଅନୁରୂପ ରଖିବାକୁ ଏହି ବୈଠକରେ ନିଷ୍ପତ୍ତି ହୋଇଛି ।…
କଟକ,୨୫।୬(ଶିଳ୍ପା ପ୍ରିୟଦର୍ଶିନୀ): ରାଜ୍ୟ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ମଙ୍ଗଳବାର ଏସ୍ସିବି ମେଡିକାଲ ଗସ୍ତ କରିଛନ୍ତି। ମେଡିକାଲରେ ସମସ୍ତ ବିଭାଗ ଭ୍ରମଣ କରିବା ସହ ଏସ୍ସବି ଅଧିକ୍ଷକ…
ହାଟଡିହୀ,୨୫l୬(ଶୁଭକାନ୍ତ ନାୟକ): ଅନ୍ଧ ବିଶ୍ୱାସର କରୁଣ ପରିଣତି ପୁଣି ଦେଖିବାକୁ ମିଳିଛି। ଘରେ ଶୋଇଥିବା ଅବସ୍ଥାରେ ଜଣେ ଆଦିବାସୀ ଯୁବକଙ୍କୁ ଏକ ବିଷଧର ସାପ କାମୁଡି ଦେଇଥିଲା…
ସମ୍ବଲପୁର,୨୦ା୬: ସମ୍ବଲପୁର ସହରରେ ପୁଣିଥରେ ଦେଖାଦେଇଛି ଜଣ୍ଡିସ ଆତଙ୍କ। ସହରର କୁମ୍ଭାରପଡ଼ା, ଶାଲିଆବଗିଚା ଓ ପେନସନପଡ଼ା ଅଞ୍ଚଳରେ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଆକ୍ରାନ୍ତଙ୍କ ବୟସ ୧୪ରୁ ୨୦…
ମାଲକାନଗିରି,୨୫।୬: ମାଲକାନଗିର ଜିଲା ମାଛକୁଣ୍ଡ ଥାନା ବାରଙ୍ଗବାଡ଼ି ଗାଁ ନିକଟ ଜଙ୍ଗଲରେ ମଙ୍ଗଳାବର ଏକ ଅଘଟଣ ଘଟିଛି। ମହୁମାଛି ଆକ୍ରମଣରେ ଜେଜେଙ୍କ ମୃତ୍ୟୁ ଘଟିଥିବା ବେଳେ ନାତି…
ପିପିଲି,୨୫।୬: ପୂରୀ ଜିଲା ପିପିଲି ରାଜୁଆ ନଦୀରେ ମଙ୍ଗଳବାର ଶହଶହ ମାଛ ମରି ଭାସୁଥିବା ଦେଖିବବାକୁ ମିଳିଛି। ନଦୀ ଜଳ ବିଷାକ୍ତ ହେଉଥିବାରୁ ମାଛ ମରି ଭାସୁଥିବା…
ଯାଜପୁର,୨୫ା୬(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲାରେ ଚାଷୀମାନଙ୍କୁ ଆରମ୍ଭରୁ ଧୋକା ଦେଇଛି ମୌସୁମୀ। ଜିଲାରେ ଜୁନ ମାସରେ ସ୍ବାଭାବିକ ବୃଷ୍ଟିପାତ ୨୩୨.୯ ମିମି ନିଦ୍ଧର୍ର୍ାରିତ ହୋଇଛି। ହେଲେ ଚଳିତ…
ରଘୁନାଥପୁର,୨୫ା୬(ରାଜେନ୍ଦ୍ର ନାରାୟଣ ସିଂହ): ଜଗତ୍ସିଂହପୁର ଜିଲା ରଘୁନାଥପୁର ବ୍ଲକ କେରେକେରାସ୍ଥିତ ପ୍ରସିଦ୍ଧ ବିଭୂତିକ୍ଷେତ୍ର ପ୍ରଭୁ ଗୋରେଖନାଥ ପୀଠର ମହିମା ସୁଦୂର ପ୍ରସାରୀ। ଦୈନନ୍ଦିନ ବହୁ ହଜାର ଭକ୍ତ…