ଆମ ଜିଲା ଖବର

ଋଷିକୁଲ୍ୟାର କରାଳ ରୂପ: ବାହ୍ୟଜଗତରୁ ବିଚ୍ଛିନ୍ନ ପୁରୁଷୋତ୍ତମପୁର, ବୁଡ଼ିଲା ସରକାରୀ କାର୍ଯ୍ୟାଳୟ-ବଜାରଘାଟ, ରିଲିଫ୍ ଅପେକ୍ଷାରେ…

ପୁରୁଷୋତ୍ତମପୁର, ଅକ୍ଟୋବର ୨୯ (ସବିତା ମିଶ୍ର): ବାତ୍ୟା 'ଅର୍ଣ୍ଣବ'ର ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକରେ ବନ୍ୟା ଏକ ଭୟବହ ରୂପ ନେଇଛି। ତିନି ଦିନର ଲଗାଣ…

1 week ago

ଶୁଭଲକ୍ଷ୍ମୀଙ୍କ ବହୁମୁଖୀ ପ୍ରତିଭା: ୮ ବର୍ଷ ବୟସରେ ନୃତ୍ୟ-ମଡେଲିଂରେ ସାଉଁଟୁଛନ୍ତି ସଫଳତା

ଅମରପାଲି,୨୯ା୧୦(ପୀତାମ୍ବର ସାହୁ): କଅଁଳ ବୟସରୁ ନୃତ୍ୟ ପ୍ରତି ଆଗ୍ରହ ରଖି ଚର୍ଚ୍ଚାକୁ ଆସିଛନ୍ତି ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଅଞ୍ଚଳର ୮ ବର୍ଷୀୟା ଶୁଭଲକ୍ଷ୍ମୀ ହୋତା। ସମ୍ବଲପୁରର ଏକ…

1 week ago

ବଲାଙ୍ଗୀରରେ ବଢୁଛି ଗଞ୍ଜେଇ ବେପାର: ଦୁଇ ଦିନରେ ଷ୍ଟେଶନରୁ ୧୭ କେଜି ଗଞ୍ଜେଇ ଜବତ, ବନ୍ଧା ହେଲେ ଦୁଇ ଅଭିଯୁକ୍ତ

ବଲାଙ୍ଗୀର,୨୯।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରେଳବାଇ ପୋଲିସ ଗତ ଦୁଇଦିନ ମଧ୍ୟରେ ୧୭ କେଜି ଗଞ୍ଜେଇ ଜବତ କରି ୨ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଦୁଇ ଅଭିଯୁକ୍ତ…

1 week ago

ଖୋଲିଲା ମା’ ଦୁର୍ଗା କାଳୀ ମନ୍ଦିରର ଦାନ ହୁଣ୍ଡି, ଆଦାୟ ହେଲା…

କଲ୍ୟାଣସିଂହପୁର,୨୯ା୧୦(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ସଦର ମହକୁମାସ୍ଥିତ ପ୍ରସିଦ୍ଧ ମା’ ଦୁର୍ଗା କାଳୀ ମନ୍ଦିରର ଦାନ ହୁଣ୍ଡି ଗୁରୁବାର ଖୋଲାଯାଇଛି। ମା’ଙ୍କ ଆଶୀର୍ବାଦ…

1 week ago

ଦାରିଙ୍ଗବାଡ଼ିର ଏକାଧିକ ଗାଁ ପ୍ରଭାବିତ: କ୍ଷତିଗ୍ରସ୍ତ ଅଞ୍ଚଳ ବୁଲି ଦେଖିଲେ ସରପଞ୍ଚ

ଦାରିଙ୍ଗବାଡ଼ି, ୨୯।୧୦ (ଅରୁଣ ସାହୁ):ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବରେ ଦାରିଙ୍ଗବାଡ଼ି ପଞ୍ଚାୟତର ବିଭିନ୍ନ ଅଞ୍ଚଳରେ କ୍ଷୟକ୍ଷତି ହୋଇଛି। ପ୍ରବଳ ବର୍ଷା ଯୋଗୁ ଶ୍ରୀପଙ୍କା ଗ୍ରାମ ରାସ୍ତାର ଶ୍ରାମମାହା ପଡ଼ାରୁ…

1 week ago

ନଦୀରେ ଭାସିଆସି ଗଛରେ ଲାଖି ରହିଛି ବୃଦ୍ଧାଙ୍କ ମୃତଦେହ

ପଟ୍ଟାଙ୍ଗି,୨୯।୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ନୁଆଁଗା ପଞ୍ଚାୟତ କୁମ୍ବିଗୁଡା ନଦୀ କୂଳରେ ଏକ ଅଚିହ୍ନା ବୃଦ୍ଧାଙ୍କ ମୃତଦେହ ପଡି ରହିଥିବା ଗୁରୁବାର…

1 week ago

ଧୋଇଗଲା ତାଲିଯୋଡ଼ି ବ୍ରିଜ୍‌: ୩ ଗାଁ ସହ ଯୋଗାଯୋଗ ବିଚ୍ଛିନ୍ନ

ଦାରିଙ୍ଗବାଡ଼ି, ୨୯।୧୦ (ଅରୁଣ ସାହୁ): ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବରେ ପ୍ରବଳ ବର୍ଷା ଓ ବଢ଼ି ପାଣି ଏବେ ଜନଜୀବନକୁ ପ୍ରଭାବିତ କରିଛି। ନଦୀରେ ଜଳସ୍ତର ବୃଦ୍ଧି ପାଇବାରୁ…

1 week ago

କଳିଙ୍ଗା ଘାଟିରେ ପୁଣି ଭୂସ୍ଖଳନ: ବନ୍ୟାଞ୍ଚଳ ପରିଦର୍ଶନ କଲେ ଭଞ୍ଜନଗର ବିଧାୟକ

ଭଞ୍ଜନଗର,୨୯ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଓ କନ୍ଧମାଳ ଜିଲା ସୀମାରେ ଥିବା କଳିଙ୍ଗା ଘାଟିରେ ପୁଣି ଭୂସ୍ଖଳନ ଘଟିଛି। ଗୁରୁବାର ପୁରୁଣା ସ୍ଥାନରେ ପୁଣି ବଡ଼ ବଡ଼ ପଥର…

1 week ago

ବର୍ଷା ପବନରେ ଛିଡ଼ିଲା ବିଦ୍ୟୁତ୍‌ତାର, ୬ ମେଣ୍ଢା ସହ ଗୋଟିଏ ଛେଳିର ଜୀବନ ଗଲା

ଛତ୍ରପୁର,୨୯ା୧୦(ଦିଲ୍ଲୀପ ସାମଲ): ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ ପ୍ରବଳ ପବନ ଓ ବର୍ଷା ଯୋଗୁ ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଡୁବୁଲି ଛକ ନିକଟରେ ଅଘଟଣ ଘଟିଛି। ବିଦ୍ୟୁତ୍‌ ଖୁଣ୍ଟ…

1 week ago

ପାହାଡ଼ରୁ ମାଡ଼ି ଆସିଲା ବର୍ଷା ପାଣି, ଧସିଲା ପଥର, ଭାସିଗଲା ଘର

ରାଇକିଆ,୨୯ା୧୦(ପ୍ରଦୀପ ବେହେରା): ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ କନ୍ଧମାଳ ଜିଲା ରାଇକିଆ ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ବିଶେଷ କରି ମାଣିକେଶ୍ୱର ପଞ୍ଚାୟତର ଡାଙ୍ଗେସି ଗ୍ରାମରେ ଏକ ବଡ଼ଧରଣର…

1 week ago